Home

ରାଜନୀତିରେ ହଇଚଇ: ବାଂଲାଦେଶର ପୂରଣ ହେଲା ଇଚ୍ଛା, ମୋଦିଙ୍କୁ ଭେଟିଲେ ମହମ୍ମଦ ୟୁନୁସ, ଜାଣନ୍ତୁ…

ବ୍ୟାଙ୍କକ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ BIMSTEC ଶିଖର ସମ୍ମିଳନୀ ସମୟରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ଭେଟିଥିଲେ। ଶେଖ ହାସିନାଙ୍କ ବିଦ୍ରୋହ ପରେ ଏହା ପ୍ରଧାନମନ୍ତ୍ରୀ ମୋଦି ଏବଂ ମହମ୍ମଦ ୟୁନୁସଙ୍କ ମଧ୍ୟରେ ପ୍ରଥମ…

ହୁମ୍ମା ସାପ୍ତାହିକ ହାଟ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର: ଜିଲାପାଳଙ୍କୁ ଭେଟିଲେ ପଞ୍ଚାୟତବାସୀ

ଛତ୍ରପୁର,୪ା୪: ଛତ୍ରପୁର ଉପକଣ୍ଠ ହୁମ୍ମାଠାରେ ରହିଥିବା ସାପ୍ତାହିକ ହାଟ ଏବେ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରାଯାଇଛି। ଏହାକୁ ନେଇ ହୁମ୍ମା ପଞ୍ଚାୟତ ବାସିନ୍ଦାଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି। ହାଟ ପୂର୍ବାବସ୍ଥା ବଜୟୀ ରଖିବା ଦାବି ନେଇ ଶୁକ୍ରବାର ହୁମା ପଞ୍ଚାୟତବାସୀ…

ରାଗିଯାଇ ଅଜିଙ୍କ୍ୟ ରାହାଣେଙ୍କ କିଟ୍‌ ବ୍ୟାଗକୁ ଗୋଇଠା ମାରିଥିଲେ ଯଶସ୍ବୀ ଜୟସଓ୍ବାଲ? ଆସିଲା ଚମକାଇବା ଭଳି ତଥ୍ୟ

ନୂଆଦିଲ୍ଲୀ,୪।୪: ଆଇପିଏଲ ୨୦୨୫ ମଧ୍ୟରେ, ଏକ ଖବର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ଯେତେବେଳେ ଜଣାପଡିଲା ଯେ ଯଶସ୍ବୀ ଜୟସୱାଲ ମୁମ୍ବାଇ ଦଳ ଛାଡି ଘରୋଇ ଟୁର୍ଣ୍ଣାମେଣ୍ଟରେ ଗୋଆ ପାଇଁ ଖେଳିବାକୁ ଚାହୁଁଛନ୍ତି। ସେ ଏ ବିଷୟରେ ଏମସିଏ (ମୁମ୍ବାଇ କ୍ରିକେଟ ଆସୋସିଏସନ)କୁ…

ଭାଙ୍ଗିଲା ମେଘନାଦ ପାଚେରିରେ ଥିବା ମଗରମୁଣ୍ଡ

ପୁରୀ,୪ା୪(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଏକ ଭାବାବେଗ ଜଡ଼ିତ ରହିଛି। ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍‌ଆଇ ପକ୍ଷରୁ…

ପଛରେ ଛାଡିଦେଇ ଗଲେ କୋଟି କୋଟି ଟଙ୍କାର ସମ୍ପତ୍ତି, ଜାଣନ୍ତୁ ମନୋଜ କୁମାରଙ୍କ ମୋଟ ସମ୍ପତ୍ତି କେତେ

ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ମନୋଜ କୁମାର ଚୀର ଦିନ ପାଇଁ ବିଦାୟ ନେଇଛନ୍ତି। ସେ ମୁମ୍ବାଇର କୋକିଲାବେନ ଧିରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଅଭିନେତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଅସୁସ୍ଥତା ଯୋଗୁଁ ତାଙ୍କୁ…

ଗାଜା ଉପରେ ପୁଣି ଇସ୍ରାଏଲର ବିମାନ ଆକ୍ରମଣ, ମହିଳା ଶିଶୁ ସମେତ ୩୩ ନିହତ

ଜେରୁଜେଲମ,୪।୪: ଗୁରୁବାର ଇସ୍ରାଏଲୀ ଯୁଦ୍ଧ ବିମାନ ଗାଜା ଷ୍ଟ୍ରିପରେ ପ୍ରବଳ ବୋମାମାଡ଼ କରିଥିଲା, ଯେଉଁଥିରେ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଆକ୍ରମଣରେ ଉତ୍ତର ଗାଜାର ଏକ ସ୍କୁଲକୁ ମଧ୍ୟ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ସେଠାରେ ଆଶ୍ରୟ ନେଇଥିବା…

ଓ୍ବକଫ ବିଲ୍‌କୁ ବିରୋଧ କରି ସୁପ୍ରିମକୋର୍ଟ ଯିବ କଂଗ୍ରେସ

ନୂଆଦିଲ୍ଲୀ,୪।୪: ଲୋକ ସଭା ପରେ, ରାଜ୍ୟ ସଭାରେ ମଧ୍ୟ ୱକଫ ସଂଶୋଧନ ବିଲ୍‌ ଗୃହୀତ ହୋଇଥିଲା। ତଥାପି, କଂଗ୍ରେସ ଏହି ବିଲ୍‌କୁ ବିରୋଧ କରିଛି। କଂଗ୍ରେସ କହିଛି ଯେ ଦଳ ଖୁବ ଶୀଘ୍ର ଏହି ବିଲ୍‌ ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ

ତିହିଡ଼ି,୪ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହକୁ ଏକ ପୋଖରୀରୁ ଗୁରୁବାର ରାତିରେ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଗଦାଧର ମହାଳିକ (୩୨) ବୋଲି ଜଣାଯାଇଛି। ଗଦାଧର ଗୁରୁବାର…

ୱକଫ ସଂଶୋଧନ ବିଲ୍‌ ଗୃହୀତ ପରେ ଆସିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଦେଲେ ଏମିତି

ନୂଆଦିଲ୍ଲୀ,୪।୪: ସଂସଦରେ ୱକଫ ସଂଶୋଧନ ବିଲ ଗୃହୀତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ପ୍ରକାଶ କରିଛନ୍ତି। ଏହି ପଦକ୍ଷେପ ସାମାଜିକ-ଆର୍ଥିକ ନ୍ୟାୟ, ସ୍ବଚ୍ଛତା ଏବଂ ଅନ୍ତର୍ଭୁକ୍ତ ଅଭିବୃଦ୍ଧି ଦିଗରେ ସାମୂହିକ ପ୍ରୟାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ। ଯେଉଁମାନେ…

ଜଳିଗଲା ୭ ଏକର ଜଙ୍ଗଲ ଜମି

ନିରାକାରପୁର,୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଅଧିନସ୍ଥ ରାମେଶ୍ୱରଠାରେ ଥିବା ଜଙ୍ଗଲ ଜମିରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୭ ଏକର ଜମି ଜଳି ପୋଡ଼ି ପାଉଁଶ ହୋଇଥିବା ଜଣାଯାଇଛି। ଏହି ଅଗ୍ନିକାଣ୍ଡରେ ସାପ, ଠେକୁଆ ଆଦି କିଛି ଜଙ୍ଗଲୀ…

Manoj Kumar Death: ମନୋଜ କୁମାରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି, ଶେୟାର କଲେ କିଛି ପୁରୁଣା ଫଟୋ

ନୂଆଦିଲ୍ଲୀ,୪।୪: ବଲିଉଡ ଅଭିନେତା ମନୋଜ କୁମାରଙ୍କର ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ପରଲୋକ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନେତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ମନୋଜ କୁମାରଙ୍କ ମୃତ୍ୟୁ ସମଗ୍ର ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳାଇ…

RIP Manoj Kumar: ଏହି ଫିଲ୍ମ ଦେଖି ନିଜ ନାଁ ବଦଳାଇଦେଇଥିଲେ ମନୋଜ କୁମାର, ଅସଲ ନାଁ ଥିଲା…

ମୁମ୍ବାଇ,୪।୪: ପ୍ରସିଦ୍ଧ ଅଭିନେତା ମନୋଜ କୁମାରଙ୍କର ମୁମ୍ବାଇରେ ପରଲୋକ ହୋଇଛି। ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନୋଜ କୁମାରଙ୍କ ଶେଷକୃତ୍ୟ ଆସନ୍ତାକାଲି ମଧ୍ୟାହ୍ନ ୧୨ଟାରେ ମୁମ୍ବାଇର ଭିଲେ ପାର୍ଲେ ଶ୍ମଶାନରେ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?