ରୋହିତ ଶର୍ମା ହେଉଛନ୍ତି ୨୪ କ୍ୟାରେଟ୍ ସୁନା: କାହିଁକି ଏମିତି କହିଲେ ପୂର୍ବତନ କ୍ରିକେଟର୍
ନୂଆଦିଲ୍ଲୀ,୨୪।୯: ରୋହିତ ଶର୍ମା ଏବେ ଭାରତର ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ଅଛନ୍ତି। ରୋହିତ ଟି-୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଇଥିଲେ। ରୋହିତ ଶର୍ମା ଚମତ୍କାର ଅଧିନାୟକତ୍ୱ ଏବଂ କୁଲ୍ ମିଜାଜ୍ ପାଇଁ ଜଣାଶୁଣା।…
କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି
ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ…
ସିଏମ ମ୍ୟାଡାମ ‘ରାମାୟଣ’କୁ ନେଇ ଚାଲିବ ନାହିଁ ସରକାର, କାହିଁକି ଆତିଶୀଙ୍କୁ ଏମିତି କହିଲେ…
ନୂଆଦିଲ୍ଲୀ,୨୪।୯: ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ଆତିଶୀ ସୋମବାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଦିଲ୍ଲୀର ସିଂହାସନରେ ବସିଛନ୍ତି। ସେ ତାଙ୍କ ଚେୟାର ପାଖରେ ଏକ ଚେୟାର ଖାଲି ରଖିଛନ୍ତି। ଆତିଶୀ କହିଛନ୍ତି ଯେ ପ୍ରଭୁ…
ସୁସ୍ମିତାଙ୍କ ଡାକ୍ତର ହେବା ସ୍ବପ୍ନ ଚୁରମାର୍: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ
ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ସ୍ବପ୍ନ ଚୁରମାର୍ ହୋଇଛି। ଡାକ୍ତର ହେବାକୁ ଇଚ୍ଛା ରଖି ବିଜ୍ଞାନ ପଢ଼ୁଥିବା ସୁସ୍ମିତା ଦୁର୍ଘଟଣାର ଶିକାର ହୋଇଛନ୍ତି। ଅର୍ଥ ବାଧକ ସାଜିବାରୁ ସେ ଏବେ…
ସବୁ ରେକର୍ଡ ଭାଙ୍ଗିଲା ସେନସେକ୍ସ: ନିଫ୍ଟି ବି ଉପରମୁହାଁ
ମୁମ୍ବାଇ,୨୪।୯: ସେନସେକ୍ସ ମଙ୍ଗଳବାର ସବୁ ରେକର୍ଡ ଭାଙ୍ଗିଛି। ବିଏସ୍ଇ ସେନସେକ୍ସ ଏବଂ ଏନ୍ଏସ୍ଇ ନିଫ୍ଟି ସକାଳୁ ସକାଳୁ ଜବରଦସ୍ତ କାରବାର ଆରମ୍ଭ କରିଛି। ସକାଳ ୯.୧୫ରେ, ସେନସେକ୍ସ ୮୪,୮୬୦ ପଏଣ୍ଟରେ ସାମାନ୍ୟ ଖସିବା ସହିତ ଖୋଲିଥିଲା। ନିଫ୍ଟି ୨୫୯୨୧.୪୫ ପଏଣ୍ଟରେ ୧୮…
ମହାନଦୀ ଜଳପଥରେ ବାଲିପଠା
ମହାକାଳପଡ଼ା, ୨୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ ପ୍ରଭାବ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅନିୟମିତତା ଯୋଗୁ ନଦୀ ଜଳ ସ୍ରୋତର ଉତ୍ସ ହ୍ରାସ ପାଇବା ସହ ନଦୀ ମହାନଦୀ ଗତିପଥ ପରିବର୍ତ୍ତନ ହେଉଛି। ଏଥିସହ ନଦୀ ମଧ୍ୟରେ ବଡ଼ ବଡ଼…
ହିନ୍ଦୁଙ୍କ ଉପରେ ଆକ୍ରମଣକୁ ବନ୍ଦ କରିପାରିଲେନି ୟୁନୁସ ସରକାର, ଏବେ ଭାରତକୁ ଦେଉଛନ୍ତି ଗାଳି
ଢାକା,୨୪।୯: ବାଂଲାଦେଶରେ ହିନ୍ଦୁମାନଙ୍କୁ ନିରନ୍ତର ଆକ୍ରମଣ କରାଯାଉଛି। ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗଠିତ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଏହି ଆକ୍ରମଣକୁ ରୋକିବାରେ ଅସଫଳ ହୋଇଛି। କିନ୍ତୁ ସରକାର ଭାରତକୁ ଗାଳି କରିବାକୁ ପଛାଉ ନାହାଁନ୍ତି। ନିକଟରେ ଝାଡ଼ଖଣ୍ଡର ବୋକରୋ ଠାରେ ଏକ…
ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ
ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ ଲାଗିଛି। ଏବେ ତିରୁପତି ଲଡୁ ବିବାଦକୁ ନେଇ ଏକ ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ…
ମିଳିବ ଖୁସି ଖବର, ବନ୍ଦ ହୋଇଯିବ ଯୁଦ୍ଧ! ପୁଟିନଙ୍କ ପର୍ଯ୍ୟନ୍ତ ବାର୍ତ୍ତା ପହଞ୍ଚାଇଲେ ଡୋଭାଲ, ଏବେ ମୋଦିଙ୍କୁ ଭେଟିଲେ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ସମସ୍ତେ ଆଶା କରୁଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କୌଣସି ପଥ ଛାଡି ନାହାଁନ୍ତି। ନିକଟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲଙ୍କ ମସ୍କୋ ଗସ୍ତ…
ଆଉ ନର୍ଥଇଷ୍ଟ-ଲଦ୍ଦାଖରେ ପଶିବାକୁ ଚେଷ୍ଟା କରିବନି ଡ୍ରାଗନ! ଭାରତର ମିତ୍ର ଦେଶ ଆମେରିକା ଦେଲା ବଡ ବୟାନ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪।୯: ଆମେରିକୀୟ ଗସ୍ତରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଦେଶ ଫେରିଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିଥିଲେ। ଏହି ସମୟରେ, ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟ୍ଟି ଆମେରିକାର ଭାରତ ସହ…
ଏଇ ଭାରତରେ
ବିବିଧତାର ଦେଶ ଭାରତ। ଏଠାରେ ଧର୍ମର ବିବିଧତା ଥିବା ବେଳେ ପର୍ବପର୍ବାଣିରେ ମଧ୍ୟ ଏହା ଲକ୍ଷ୍ୟ କରାଯାଏ। ସେଥିମଧ୍ୟରେ ଉତ୍ତରାଖଣ୍ଡରେ ପାଳନ ହେଉଥିବା ବଟର ଫେଷ୍ଟିଭାଲ ଅନ୍ୟତମ। ଏହା ଏକ ପ୍ରକାର ହୋଲି ପର୍ବ। ହେଲେ ଏହି ପର୍ବ ମାର୍ଚ୍ଚରେ ନୁହେଁ,…
ଅନ୍ଧଭକ୍ତି ନୁହେଁ ଈଶ୍ୱର ଭକ୍ତି
କିଛି ମାସ ତଳେ ଉତ୍ତରପ୍ରଦେଶର ହାଥ୍ରାସରେ ଏକ ସତ୍ସଙ୍ଗରେ ଦଳାଚକଟା ଘଟି ୧୨୧ ଜଣ ମୃତ ଏବଂ ୨୮ ଜଣ ଆହତ ହୋଇଥିଲେ; ଯେଉଁଥିରେ ମହିଳା ଓ ଶିଶୁଙ୍କ ସଂଖ୍ୟା ଅଧିକ ଥିଲା। ଉକ୍ତ ଦୁର୍ଘଟଣାରେ ମୃତ ଭକ୍ତଗଣଙ୍କୁ ସେହି ସମୟରେ…
Archives


