Home

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ କରି ସେ ଅନେକ ଲୋକଙ୍କ ଜୀବନ ବଞ୍ଚାଇଛନ୍ତି। କରୋନା ସମୟରେ ମଧ୍ୟ ଖାତିର…

୩ ରାଶି ଉପରେ ରହିବ ହନୁମାନଙ୍କ କୃପା, କ୍ୟାରିଅରରେ ଉନ୍ନତି ସହ ଟଙ୍କା….

ଫାଲଗୁଣ କୃଷ୍ଣ ପକ୍ଷର ଦ୍ୱିତୀୟ ଦିନ । ଆଜି ରାତି ୧୦ଟା୧୧ ପର୍ୟ୍ୟନ୍ତ ମାଘ ନକ୍ଷତ୍ର ପ୍ରଚଳିତ ହେବ। ଏହା ସହିତ, ଆଜି ରାତି ୯ଟା୫୧ ରେ ବୁଧ କୁମ୍ଭ ରାଶିରେ ପ୍ରବେଶ କରିବେ। ମେଷ- ଆଜି ଆପଣଙ୍କ ପାଇଁ ଏକ…

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ

ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍‌ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ ଦେଇଛନ୍ତି। ଏହାପରେ ଦେଶର ବିଭିନ୍ନ ରାଜ୍ୟରେ ଅନେକ ମାଓବାଦୀ ଆତ୍ମସମର୍ପଣ କରୁଥିବାବେଳେ ଅନେକ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ ଟିଏ ହୋଇ ଜନ୍ମ ହୋଇଥିଲେ ସତ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ…

ମଦ୍ୟପ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ, ବିମାନରେ ପୋଷାକ ଖୋଲି….

ନୂଆଦିଲ୍ଲୀ,୨।୨: ଜଣେ ଯାତ୍ରୀ ବିମାନରେ ହଙ୍ଗାମା କରୁଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା ଜାନୁଆରୀ ୨୯ ତାରିଖରେ ଘଟିଥିଲା, ଯେତେବେଳେ ଭିଏତନାମର ନହା ଟ୍ରାଙ୍ଗରୁ ବ୍ୟାଙ୍କକ ଯାଉଥିବା…

ଯଦି ପାକିସ୍ତାନ ଫାଇନାଲକୁ ଯାଏ, ତେବେ ଭାରତ ସହ ଖେଳିବ ନା ନାହିଁ: ହୋଇଗଲା ବଡ଼ ନିଷ୍ପତ୍ତି

ଇସଲାମାବାଦ୍‌,୨।୨: ପାକିସ୍ତାନ ୨୦୨୬ ଟି-୨୦ ବିଶ୍ୱକପରେ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ସରକାର ଘୋଷଣା କରିଛନ୍ତି ଯେ, ତାଙ୍କ ଦଳ ଫେବୃଆରୀ ୧୫ରେ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। ସେମାନେ ମ୍ୟାଚ…

ଇତିହାସ ରଚିଲେ ଜୋସ୍ ବଟଲର୍, ଇଂଲଣ୍ଡ ପାଇଁ ଏପରି ସଫଳତା ହାସଲ…

ନୂଆଦିଲ୍ଲୀ,୨।୨: ଟି-୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଖେଳାଯାଉଛି । ସିରିଜର ଦ୍ୱିତୀୟ ମ୍ୟାଚ୍ ଫେବୃଆରୀ ୧ ତାରିଖରେ ପାଲେକେଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଠାରେ ଇଂଲଣ୍ଡ ଡିଏଲଏସ୍ ନିୟମ ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri