ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ
ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର ଆଖପାଖ ଗ୍ରାମରେ ଲୋକେ ଭୟରେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତ ତିନିଦିନ ହେଲା…
ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୮୨ତମ ଜୟନ୍ତୀ ଅବସରରେ ଜାତୀୟ ସଦଭାବନା ଦିବସ ପାଳିତ ହୋଇଯାଇଛି। ନଗର…
୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…
ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ। ଉଲ୍ଲେଖନୀୟ ଯେ ୧୯୮୪ ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ…
ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ
ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି ଶେଷ ହେବା ପରେ ମ୍ୟାଚ୍ରେ ବ୍ୟବହୃତ ବଲ୍କୁ ଦୁଇ ଭାଗରେ କାଟି ଦିଆଯାଇଥିଲା।…
ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର
ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ଗତ ୪ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ…
ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…
ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ ଯଥାସମ୍ଭବ ଚେଷ୍ଟା କଲେ, କିନ୍ତୁ ଟଙ୍କା ଫେରି ପାଇଲେ ନାହିଁ। ପରେ ପୋଲିସକୁ…
ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….
ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି । ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି ।…
ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…
ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି। ଆମେରିକୀୟ ଟ୍ରେଜେରୀ ବିଭାଗର ସଦ୍ୟତମ ତଥ୍ୟ ଅନୁଯାୟୀ, ପ୍ରଥମ…
କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views
ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ ଦେଇଛି । ଏହା ଅନୁସାରେ ସରକାରଙ୍କ ଯୋଜନା ଓ ଉପଲବ୍ଧି ଉପରେ ଭିଡିଓ…
ଏସ୍ଏଚ୍ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…
ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍ଏଚ୍ଜିଙ୍କ ପାଇଁ ଏହା ସହାୟକ ହେବ ବୋଲି ପୂର୍ବ ସରକାର ପରିକଳ୍ପନା କରିଥିଲେ। କିନ୍ତୁ ନୂଆପଡ଼ା…
ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ
ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ କରିଥିଲେ। ଯଦିଓ ଏହି ଦମ୍ପତି ନଅ ବର୍ଷ ପୂର୍ବେ ୟୁକେରେ ଆଇନଗତ ଭାବରେ…
ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା
ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ତାଙ୍କ କହିବା ଅନୁସାରେ, ବିଦେଶୀ ପିଚ୍ରେ…

