Home

ସାମ୍‌ନାରେ ସମସ୍ୟା ଅନେକ

ସମସ୍ତେ କ୍ଷମତାକୁ ଭଲ ପାଆନ୍ତି ଏବଂ କ୍ଷମତା ବଜାୟ ରଖିବାକୁ ଚାହାନ୍ତି। ଦଳମତ ନିର୍ବିଶେଷରେ ସବୁ ରାଜନୈତିକ ଦଳ ପ୍ରଚାରରେ ଲିପ୍ତ ରୁହନ୍ତି। କିନ୍ତୁ ବର୍ତ୍ତମାନ ସରକାର ଏପରି ପ୍ରଚାରରେ ଲିପ୍ତ ରହୁଛନ୍ତି ଯେ, କେବେ ଏପରି ଆଗରୁ ଦେଖିବାକୁ ମିଳି…

ବିଷାକ୍ତ ଔଷଧ

ଦି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ବା ଭାରତର ଔଷଧ ମହାନିରୀକ୍ଷକ ନିକଟରେ ୧୬ଟି ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ସେହିସବୁ ଔଷଧ ନିୟାମକର ଗୁଣବତ୍ତା ଏବଂ ସୁରକ୍ଷା ମାନକ ପରୀକ୍ଷାରେ ବିଫଳ ହୋଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ବିଷୟ…

ନୂତନ ସଦସ୍ୟତାରେ ଇପିଏଫ୍‌ଓର ରେକର୍ଡ

ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ ଇପିଏଫ୍‌ଓର ଅସ୍ଥାୟୀ ବେତନ ତଥ୍ୟ ପ୍ରକାଶ କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷ କରି ସୋମବାର ବମ୍ବେ ଷ୍ଟକ୍‌…

ଜୟଆଲୁକ୍କାସ ଚେନ୍‌ ଫେଷ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍‌ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ ହୋଇଯାଇଛି। ଏହି ଫେଷ୍ଟ ୨୦୨୪ ଅକ୍ଟୋବର ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି…

ଜିଓର ୧.୮୫ଲକ୍ଷ ନୂଆ ମୋବାଇଲ ଗ୍ରାହକ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ ଅଧିକ ଜିଓ ଫାଇବର ଓ ଜିଓ ଏୟାରଫାଇବର ଗ୍ରାହକ ଓଡ଼ିଶା ବଜାରରେ ଯୋଡ଼ିଥିବା…

ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନ

ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍‌ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍‌ଆର୍‌ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍‌ସିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା…

ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନି

ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦର୍ଶାଇଛନ୍ତି। କେତେକ ମାମଲାରେ ଉକ୍ତ ଦୁର୍ନୀତିଗ୍ରସ୍ତ ଅଫିସରମାନଙ୍କୁ ଦୋଷମୁକ୍ତ କରିଦିଆଯାଇଛି କିମ୍ବା ସେମାନଙ୍କ ବିରୋଧରେ…

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ର ଗ୍ରାଣ୍ଡ ଫିନାଲେରେ ସେ ୫୧ ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଏହି ସଫଳତା…

ଲେବାନନ୍‌ରେ ଇସ୍ରାଏଲ୍‌ର ଜୋର୍‌ଦାର ଆକ୍ରମଣ

ମାର୍ଜାୟୁନ୍‌,୨୪ା୯: ଇସ୍ରାଏଲୀ ସେନା ଲେବାନନ୍‌ ଉପରେ ଆକ୍ରମଣକୁ ଜୋର୍‌ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ଆଗକୁ ହେଜ୍‌ବୋଲ୍ଲା ବିରୋଧରେ ଆହୁରି ଘାତକ ଏୟାରଷ୍ଟ୍ରାଇକ୍‌ ହେବାକୁ ଥିବାରୁ ଲେବାନନ୍‌ର…

ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାବେଳେ…

ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ପୋତିହୋଇ ରହିଛି ମୂର୍ତ୍ତି

କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି।  ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍‌ଜିଆର୍‌ଆଇ) ଏବଂ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ମିଳିତ ଭାବେ ଗ୍ରାଉଣ୍ଡ ପେନେଟ୍ରେଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri