ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ
ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ ତଦନ୍ତ ପାଇଁ ବଦଲାପୁରକୁ ଏକ ପୋଲିସ ଗାଡ଼ିରେ ନିଆଯାଉଥିବାବେଳେ ସେ ଜଣେ ପୋଲିସ…
ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ
ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍ ପ୍ରଯୁକ୍ତି ଶିଳ୍ପର ସିଇଓମାନଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ଆମେରିକା, ଚାଇନା, ଜର୍ମାନୀ ଏବଂ…
ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ
ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି। ବିଷାକ୍ତ ଘୋଷିତ ଔଷଧ ମଧ୍ୟରେ ରହିଛି ରକ୍ତଚାପ ନିୟନ୍ତ୍ରଣ ପାଇଁ ବହୁଳ ବ୍ୟବହୃତ…
କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ
ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏଥିସହ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ନିରୀହ ଆଦିବାସୀ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ…
ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍ ସିରପ୍ ଜବତ, ୧୭ ଗିରଫ
ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ କରି ପୋଲିସ ୪୪୭୫ ବୋତଲ କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…
ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍ଲାପୁର ଅଭିଯୁକ୍ତ
ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ
ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତିକରି ଥାନା ସ୍ଥାନୀୟ ପୋଲିସ ମାମଲା ନଂ.୩୫୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ
ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି…
ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା
ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟାରେ ହ୍ରାସ ଘଟିନାହିଁ। ଆଜି ବି ତାଙ୍କ ପ୍ରଶଂସକମାନେ ପୁରା ଷ୍ଟାଡିୟମକୁ ହଳଦିଆ ରଙ୍ଗରେ…
ଲେବାନନ୍ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ
ବେରୁଟ୍/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍ ଉପରେ ୩୦୦ ସ୍ଥାନରେ ରକେଟ୍ ମାଡ କରିଛି। ଇସ୍ରାଏଲ ସେନା ପକ୍ଷରୁ ଏହି ଦାବି କରାଯାଇଛି। ଲେବାନୀୟ ଅଧିକାରୀ କହିଛନ୍ତି,…
ପୋର୍ଟ, ଆଇଆରଇଏଲରେ ମିଳୁନି ନିଯୁକ୍ତି: ରାସ୍ତା ଅବରୋଧ କରିବେ ପଞ୍ଚାୟତବାସୀ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପକଣ୍ଠରେ ଥିବା ଗୋପାଳପୁର ପୋର୍ଟ ଓ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆରଇଏଲ)ରେ ସ୍ଥାନୀୟ ଗରିବ ଯୁବତୀ ଓ ଯୁବକଙ୍କୁ ନିଯୁକ୍ତି ମିଳୁନି। ଏନେଇ ବାରମ୍ବାର ଦାବି ସହ ଧାରଣା ଆନ୍ଦୋଳନ କରାଯାଇଛି। ମାତ୍ର ଏହା…
ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡ଼ିକ ପକ୍ଷରୁ ଆଜି ଦେଶବ୍ୟାପୀ କଳା ଦିବସ ପାଳନ କରିବା ପାଇଁ ଆହ୍ବାନ ଦେଇଥିଲେ।…
Archives


