Home

ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ

ମୋରଡ଼ା,୨୩ା୯(ସ୍ମାରକ ମାଜୀ):  ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍‌ ହୋଇ ବସି ପଡୁଛି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ମୁତାବକ, ଗତ ୨୧…

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ ଅଠୱାଲେଙ୍କ ଉପରେ ଏକ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। ଗଡକରୀ କହିଛନ୍ତି ଯେ, ଆମ ସରକାର…

୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍‌ ଅଲିମ୍ପିଆଡ୍‌ରେ ଭାରତ କଲା ଏମିତି କାରନାମା

ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ ପାଇଁ ଚମତ୍କାର ଖେଳିଛନ୍ତି। ଚେସ ଅଲିମ୍ପିଆଡ଼ର ଓପନ୍‌ ସେକ୍ସନରେ ଭାରତ ସ୍ବର୍ଣ୍ଣ ପଦକ ଜିତିଛି।…

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ ଟେଷ୍ଟ…

ସନ୍ତୁଳିତ ରହିବ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ,…

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର କରି ଆଉଟ୍‌ ହୋଇଥିଲେ। ଚଳିତ ବର୍ଷ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସର୍ବାଧିକ ସ୍କୋର…

ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି। ସୁଇସାଇଡ୍‌ ନୋଟ୍‌ରେ ଡିଏଫ୍‌ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍‌…

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ ଭିନ୍ନ। ବ୍ୟାଟ୍ସମ୍ୟାନ୍‌ମାନେ ନିଜକୁ ରକ୍ଷା କରିବା ପାଇଁ ଅନେକ ଉପକରଣ ରଖିଛନ୍ତି। କିନ୍ତୁ ପୂର୍ବରୁ…

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ ଏବେ ୨୯ଟି ଭାରତୀୟ ଫିଲ୍ମକୁ ମାତ୍‌ ଦେଇ ଓସ୍କାରର ପ୍ରଥମ ସୋପାନରେ ପ୍ରବେଶ କରିଛି।…

କୃତ୍ରିମ ରକ୍ତ

ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ ଜୀବନ ରକ୍ଷାକରି ହେମୋପିଓର୍‌ର ଉପଯୋଗିତାର ପ୍ରମାଣ କରିଛନ୍ତି। ତଥାପି ଅଧ୍ୟୟନ ସୂଚାଇ ଦେଇଛି ଯେ,…

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ, ରଣନୈତିକ ଏବଂ ଅର୍ଥନୈତିକ ସମ୍ପର୍କ ବିଶ୍ୱର ବିଭିନ୍ନ ଦେଶ ସହିତ ନୂଆ ଶିଖରରେ ପହଞ୍ଚିବା…

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ ଆକାଉଣ୍ଟ ଖାଲି କରିଦେଉଛନ୍ତି। ଆଜିକାଲି ସେଲ୍‌ଫି ନେବା ସାଧାରଣ କଥା ପାଲଟିଛି। ସମସ୍ତେ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri