ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍ଲାପୁର ଅଭିଯୁକ୍ତ
ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ।…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ
ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତିକରି ଥାନା ସ୍ଥାନୀୟ ପୋଲିସ ମାମଲା ନଂ.୩୫୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ
ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି…
ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା
ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟାରେ ହ୍ରାସ ଘଟିନାହିଁ। ଆଜି ବି ତାଙ୍କ ପ୍ରଶଂସକମାନେ ପୁରା ଷ୍ଟାଡିୟମକୁ ହଳଦିଆ ରଙ୍ଗରେ…
ଲେବାନନ୍ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ
ବେରୁଟ୍/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍ ଉପରେ ୩୦୦ ସ୍ଥାନରେ ରକେଟ୍ ମାଡ କରିଛି। ଇସ୍ରାଏଲ ସେନା ପକ୍ଷରୁ ଏହି ଦାବି କରାଯାଇଛି। ଲେବାନୀୟ ଅଧିକାରୀ କହିଛନ୍ତି,…
ପୋର୍ଟ, ଆଇଆରଇଏଲରେ ମିଳୁନି ନିଯୁକ୍ତି: ରାସ୍ତା ଅବରୋଧ କରିବେ ପଞ୍ଚାୟତବାସୀ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପକଣ୍ଠରେ ଥିବା ଗୋପାଳପୁର ପୋର୍ଟ ଓ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆରଇଏଲ)ରେ ସ୍ଥାନୀୟ ଗରିବ ଯୁବତୀ ଓ ଯୁବକଙ୍କୁ ନିଯୁକ୍ତି ମିଳୁନି। ଏନେଇ ବାରମ୍ବାର ଦାବି ସହ ଧାରଣା ଆନ୍ଦୋଳନ କରାଯାଇଛି। ମାତ୍ର ଏହା…
ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ
ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡ଼ିକ ପକ୍ଷରୁ ଆଜି ଦେଶବ୍ୟାପୀ କଳା ଦିବସ ପାଳନ କରିବା ପାଇଁ ଆହ୍ବାନ ଦେଇଥିଲେ।…
ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ
ମୋରଡ଼ା,୨୩ା୯(ସ୍ମାରକ ମାଜୀ): ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍ ହୋଇ ବସି ପଡୁଛି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ମୁତାବକ, ଗତ ୨୧…
ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ
ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ ଅଠୱାଲେଙ୍କ ଉପରେ ଏକ ମଜାଳିଆ ମନ୍ତବ୍ୟ ଦେଇଛନ୍ତି। ଗଡକରୀ କହିଛନ୍ତି ଯେ, ଆମ ସରକାର…
୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍ ଅଲିମ୍ପିଆଡ୍ରେ ଭାରତ କଲା ଏମିତି କାରନାମା
ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ ପାଇଁ ଚମତ୍କାର ଖେଳିଛନ୍ତି। ଚେସ ଅଲିମ୍ପିଆଡ଼ର ଓପନ୍ ସେକ୍ସନରେ ଭାରତ ସ୍ବର୍ଣ୍ଣ ପଦକ ଜିତିଛି।…
୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା
ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ ଟେଷ୍ଟ…
ସନ୍ତୁଳିତ ରହିବ ଡାଇବେଟିସ୍
ଆଜିକାଲି ଡାଇବେଟିସ୍ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍ ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ,…
Archives


