୫୦ କୋଟିର କାରବାର ଆକଳନ
ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି ଭାରତର ହସ୍ତତନ୍ତ ଉପତ୍ାଦନ କରୁଥିବା ଏବଂ ସମୃଦ୍ଧ ବୟନ ଐତିହ୍ୟର ସ୍ଥଳୀ ଜୟପୁରର ବହୁ…
୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା
ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ ବୃଦ୍ଧି ପାଇଥିବାବେଳେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ନେଇ ବିଭିନ୍ନ ଗବେଷଣାକାରୀ ସଂସ୍ଥା ତଥା ଅର୍ଥନୀତିଜ୍ଞ…
ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ
ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ମସାଇ ସ୍କୁଲ ସମଗ୍ର ଭାରତ ବର୍ଷରେ ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି। ଏପରିକି ଖୁବ୍ କମ୍ ଦିନ ମଧ୍ୟରେ ସ୍କୁଲ ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ କରାଇବା ସହିତ ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…
କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା
ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍କ୍ୟୁ-୯ବି ଡ୍ରୋନ୍, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ ସମେତ ବିଭିନ୍ନ ପ୍ରସଙ୍ଗ ସ୍ଥାନ ପାଇଥିଲା। ଆସନ୍ତା ଫେବୃଆରୀରେ ଆମେରିକା ୩୧ଟି ଏମ୍କ୍ୟୁ-୯ବି ପ୍ରିଡେଟର…
୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି
ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍’ ଫିଲ୍ମରେ ନଜରକୁ ଆସିଥିଲେ। ତେବେ ୬ ବର୍ଷ ପରେ ପୁଣିଥରେ ଏକ ବଡ଼ ପ୍ରୋଜେକ୍ଟରେ ଉଭୟଙ୍କୁ ଏକାଠି ଅଭିନୟ…
ନେଟ୍ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ
ନୂଆଦିଲ୍ଲୀ,୨୩ା୯: ନେଟ୍ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି। ନେଟ୍ଫ୍ଲିକ୍ସର ଜଣେ ପୂର୍ବତନ କର୍ମଚାରୀଙ୍କ ନିକଟକୁ ଭାରତ ସରକାରଙ୍କ ପକ୍ଷରୁ ପଠାଯାଇଥିବା ଏକ ଇ-ମେଲ୍ରୁ…
ଏଇ ଭାରତରେ
କଥାରେ ଅଛି ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଆଗରେ ପ୍ରତିବନ୍ଧକ ହାର୍ମାନେ। ଯାହାର ଉଦାହରଣ ସାଜିଛନ୍ତି ଉତ୍ତରାଖଣ୍ଡ ବାଗେଶ୍ୱର ଅଞ୍ଚଳ ନିବାସୀ ମମତା କାର୍କି। ୪୨ ବର୍ଷୀୟ ଏହି ମହିଳା ସାଂସାରିକ ବୋଝ ମୁଣ୍ଡାଇ ମଧ୍ୟ ପିସିଏସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ…
ନୀରବଦ୍ରଷ୍ଟା
ଅନେକ ସମୟରେ ଆଖିଆଗରେ କିଛି ଗୋଟେ ଘଟଣା କି ଦୁର୍ଘଟଣା ଘଟୁଥିବା ବେଳେ କିଛି ଲୋକ ନୀରବରେ ଏ ଦୃଶ୍ୟ ଉପଭୋଗ କରୁଥିବାର ଦେଖିବାକୁ ପାଇବେ। ଏମାନେ ଉକ୍ତ ଘଟଣା ବା ଦୁର୍ଘଟଣାକୁ ନେଇ ଆଦୌ ବ୍ୟଥିତ କି ବିଚଳିତ ହୁଅନ୍ତି…
ପେଜର ବିସ୍ଫୋରଣରୁ ଶିକ୍ଷା
ଇସ୍ରାଏଲ-ହମାସ ଯୁଦ୍ଧ ଏବେ କଡ଼ ଲେଉଟାଇ ଇସ୍ରାଏଲ୍-ହେଜ୍ବୋଲ୍ଲା ଯୁଦ୍ଧର ରୂପ ନେଲାଣି। ଇସ୍ରାଏଲ ଅଭିନବ ବୁଦ୍ଧି ଖଟାଇ ଲେବାନନରେ କରିଥିବା ପେଜର, ଓ୍ବାକିଟକି ଏବଂ ପରବର୍ତ୍ତୀ ସମୟରେ ଅନ୍ୟ ଯୋଗାଯୋଗ ଯନ୍ତ୍ରକୁ ବିସ୍ଫୋରଣ ଘଟାଇ ଅଧିକାଂଶ ଲଢ଼ୁଆ ହେଜ୍ବୋଲ୍ଲା ସଦସ୍ୟଙ୍କ ଚକ୍ଷୁ…
ସ୍କୁଲ ମାଷ୍ଟରଙ୍କୁ ପତ୍ରଟିଏ
ସମ୍ମାନନୀୟ ଗୁରୁଜୀ, ମୋର ନମସ୍କାର ନେବେ। ଅନେକ ଭାବିଚିନ୍ତି ପତ୍ରଟିଏ ଲେଖିଲି। ମନକୁ ଆସୁଥିବା କଥାଗୁଡ଼ିକ ଏକାଥରକେ ସଜାଡ଼ି କହିବା ସମ୍ଭବ ନୁହେଁ ବୋଲି ପତ୍ର ମାଧ୍ୟମରେ ଜଣାଇବାକୁ ଉଚିତ ମଣିଲି। ବିଶ୍ୱାସ କରିବେକି ନାହିଁ ଜାଣେ ନାହିଁ, ଏହି ପତ୍ରଟି…
କ୍ୱାଡ୍ରେ ଚାଇନାକୁ ଟାର୍ଗେଟ
ଓ୍ବିଲ୍ମିଙ୍ଗଟନ୍,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ ବିବୃତିରେ…
କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!
କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି ରହିଛି ଚର୍ଚ୍ଚା। ଏହି ମୃତ ଦେହରେ କ୍ଷତ ଚିହ୍ନ ରହିଥିଲା। ଅଭୟା ଯୁଦ୍ଧ ଜାରି…
Archives


