Home

ଚାର୍ଜରେ ବସିଥିବାବେଳେ ବ୍ୟାଟେରି ଗାଡ଼ିରେ ଲାଗିଲା ନିଆଁ, ଜଳିଗଲା ୫ ବାଇକ୍‌

ସୁନ୍ଦରଗଡ଼,୯ା୧୨(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ କଲେଜ ରୋଡ୍‌ରେ ରବିବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ଚାଳିତ ସ୍କୁଟି ଚାର୍ଜରେ ବସିଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ଫଳରେ ଉକ୍ତ ଗାଡ଼ି ପାଖରେ ଥିବା ଆଉ ୪ ଗାଡ଼ି ଏହିପରି ମୋଟ୍‌…

ଜଣଙ୍କ ଜୁଇ ଜଳୁଥିବାବେଳେ ଆଉ ଜଣଙ୍କୁ ସେହି ନିଆଁରେ ପକାଇ ଜାଳିଦେଲେ ଲୋକେ, କାରଣ ଜାଣିଲେ ହେବେ ଚକିତ

କୋରାପୁଟ,୯ା୧୨: କୋରାପୁଟ ଜିଲା ବନ୍ଧୁଗାଁ ଛାରପା ଗାଁରେ ଏକ ଅଭାବାନୀୟ କାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କ ଶବଦାହ ଚାଲିଥିବାବେଳେ ସେହି ନିଆଁରେ ଆଉ ଜଣଙ୍କୁ ଜିଅନ୍ତା ପୋଡ଼ି ମାରିଛନ୍ତି ପରିବାର ଲୋକେ। ଶନିବାର ସନ୍ଧ୍ୟାରେ ଗାଁରେ ଜଣଙ୍କର ଅଚାନକ ମୃତ୍ୟୁ…

କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ  ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ରାସ୍ତା ସମ୍ପ୍ରସାରଣ ନ ହେଲେ ଗଣଧାରଣା ଦେବେ ଅଞ୍ଚଳବାସୀ, ଚେତାବନୀ ଦେଇ କହିଲେ…

କେସିଙ୍ଗା,୯ା୧୨(ତୁମୋଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନିର୍ମାଣ ହେଉଥିବା ଆର୍‌ ଓ ବି (ରେଳ ଓଭର ବ୍ରିଜ୍‌)କୁ ବିଶିଷ୍ଟ ସମାଜବେୀ ସୁରେଶ ରାଓଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବିରୋଧ କରି ସ୍ଥାନୀୟ ଆମ୍ବେଦକର ନିକଟସ୍ଥ ପଣ୍ଡରା ଭବନରେ ଏକ ବୈଠକ କରିଥିଲେ।…

ବାଂଲାଦେଶ ଗସ୍ତରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି, ୟୁନୁସଙ୍କ ସହ ହୋଇପାରେ ସାକ୍ଷାତ୍‌

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ସେଠାରେ କୌଣସି ଉନ୍ନତି ହୋଇପାରି ନାହିଁ। ବାଂଲାଦେଶରେ ହିନ୍ଦୁ ଏବଂ ସେମାନଙ୍କ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି। ଏହି ସମୟରେ, ଡିସେମ୍ବର ୯ରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି ବାଂଲାଦେଶ ଗସ୍ତରେ ଏକ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ,୯।୧୨: କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାର ସାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି…

ପୁଷ୍ପେନ୍ଦ୍ର-ଦିବ୍ୟଶଙ୍କର କଳି ବଢ଼ୁଛି

କୋକସରା,୯।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ବିଜୁ ଜନତା ଦଳ (ବିଜେଡି) ରାଜନୀତିରେ ଦଳୀୟ ନେତାଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଏବେ ପଦାକୁ ଆସିଲାଣି। ବିଜେଡି ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଦଳର ଜଣେ ତୃଣମୂଳ ସ୍ତରରୁ ରାଜନୀତିରେ ସକ୍ରିୟ ରହିଥିବା ନେତା।…

ଡିପିଏସ୍‌ ସମେତ ୪୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୯।୧୨: ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର ଡିପିଏସ, ପଶ୍ଚିମ ବିହାରଙ୍କ ଜିଡି ଗୋଏଙ୍କା ସ୍କୁଲ, ମଦର ମେରି ସ୍କୁଲ ସହିତ ୪୦ଟି…

ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୯ ଜଣ ଘରକୁ ଫେରିଲେ, ଜଣେ ବ୍ରହ୍ମପୁର ସ୍ଥାନାନ୍ତର

ଦାରିଙ୍ଗବାଡି,୯ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଓ ୧୨ ଗୁରୁତରଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ରବିବାର ୯ ଛାତ୍ରୀଛାତ୍ର ସୁସ୍ଥ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରୁ…

ଘର ଉପରକୁ ମାଡ଼ିଗଲା କଣ୍ଟେନର: ଚାଲିଗଲା ମହିଳାଙ୍କ ଜୀବନ, ୨ ଆହତ

ବରଗଡ଼,୯ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ତୁରୁଙ୍ଗା ଶ୍ରୀହରି ନଗର ଛକରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କଣ୍ଟେନର (ନଂ- ଏମ୍‌ଏଚ୍‌ ୦୪କେୟୁ ୧୫୫୨) ଏହି ଛକର ରାସ୍ତା ପାର୍ଶ୍ୱରେ ଥିବା ଏକ ଘର…

ସିରିଆରେ ଉତ୍ସବର ମାହୋଲ, ଏପଟେ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଦେଲେ ରାଜନୈତିକ ଶରଣ

ମସ୍କୋ/ଦାମସକସ,୯।୧୨: ସିରିଆ ରାଷ୍ଟ୍ରପତି ବଶର ଅଲ-ଅସାଦ ଦେଶ ଛାଡି ରୁଷିଆରେ ପହଞ୍ଚିଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅସାଦ ଏବଂ ତାଙ୍କ ପରିବାରକୁ ଆଶ୍ରୟ ଦେଇଛନ୍ତି। ରାଷ୍ଟ୍ରପତି ଅସାଦ ତାଙ୍କ ପତ୍ନୀ ଆସମା ଏବଂ ଦୁଇ ପିଲାଙ୍କ ସହ ରାତିରେ ରୁଷିଆର…

ଦୀର୍ଘ ଜୀବନର ରହସ୍ୟ

ଯଦାବଧ୍ନନ ଦାକ୍ଷୟଣା ହିରଣ୍ୟଂ ଶତନୀକାୟ ସୁମନସ୍ୟ ମାନାଃ ତତତେ ବଧ୍ନାମ୍ୟାୟୁଷେ ବର୍ଚ୍ଚସେ ବଳାୟ ଦୀର୍ଘାୟୁତ୍ୱାୟ ଶତଶରଦାୟ॥ (ଅଥର୍ବ ବେଦ= କାଣ୍ଡ-୧, ସୁକ୍ତ-୩୫, ମନ୍ତ୍ର-୧)। ଉପରୋକ୍ତ ମନ୍ତ୍ରଟି ଅଥର୍ବ ବେଦରୁ ଆନୀତ। ମନ୍ତ୍ର ମାଧ୍ୟମରେ ବ୍ରହ୍ମଚର୍ଯ୍ୟ ପାଳନ ଦ୍ୱାରା ଶାରୀରିକ ଓ ମାନସିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri