Home

ନାମ ପରିବର୍ତ୍ତନ କରି ଧୋକା ଦେବାରେ ବିଜେଡି ସରକାର ଓସ୍ତାଦ ଥିଲା: ଭାଜପା

ଭୁବନେଶ୍ୱର, ୩୦।୭(ସୁନିତ୍‌ ମିଶ୍ର):ବାସ୍ତବରେ ଓଡ଼ିଶାବାସୀ ହେଉଛନ୍ତି ପ୍ରକୃତ ଗେମ୍‌ ଚେଞ୍ଜର। ୨୫ ବର୍ଷର ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାରରେ ଶିକାର ହୋଇଥିବା ରାଜ୍ୟବାସୀ ନବୀନ ପଟ୍ଟନାୟକଙ୍କ ସରକାରକୁ ଉପାଡ଼ି ଫୋପାଡ଼ି ଦେଇଛନ୍ତି। ଏହାସତ୍ତ୍ୱେ ରାଜ୍ୟବାସୀଙ୍କ ନିଷ୍ପତ୍ତିକୁ ସ୍ବୀକାର କରିବା ପାଇଁ ଖୋଦ୍‌ ନବୀନ…

ମଣି-କାଞ୍ଚନ ଯୋଗ

ଏକଦା ଶ୍ରୀମନ୍ଦିରରେ ଭକ୍ତି ଆନ୍ଦୋଳନର ପୁରୋଧା ଶ୍ରୀଚୈତନ୍ୟଦେବ ମାନସ ପୂଜା କରୁଥିବା ସମୟରେ ନିଜ ହାତତିଆରି ଗେଣ୍ଡୁଫୁଲମାଳ ଜଗନ୍ନାଥଙ୍କୁ ଲାଗି କଲାବେଳେ ତାହା ମହାପ୍ରଭୁଙ୍କ ମସ୍ତକରେ ଯାଉ ନ ଥାଏ। ଏହା ଭାବି ଭାବି ଚୈତନ୍ୟଦେବ ବ୍ୟସ୍ତ ବିବ୍ରତ ହେଉଥିବା ବେଳେ…

ଓଡ଼ିଶାର ବିକାଶ ସ୍ବପ୍ନ-୨୦୩୬

ଓଡ଼ିଶାରେ ୨୪ବର୍ଷର ବିଜେଡି ଶାସନର ଅବସାନ ଘଟି ପ୍ରଥମଥର ପାଇଁ ଭାଜପା ଶାସନ ଆରମ୍ଭ ହୋଇଛି। ନୂଆ ସରକାର ୨୦୨୪-୨୫ ବର୍ଷ ପାଇଁ ୨,୬୫,୦୦୦ କୋଟି ଟଙ୍କାର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ୨୦୩୬ରେ ଓଡ଼ିଶା ଏହାର ସ୍ବତନ୍ତ୍ର ରାଜ୍ୟ ପ୍ରତିଷ୍ଠାର…

ନୀତି ଆୟୋଗ ବୈଠକରୁ ଫେରିବା ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୭: ନୀତି ଆୟୋଗ ବୈଠକରେ ଯୋଗ ଦେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଆଗାମୀ ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ । ୨୦୩୬ରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…

ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ ମମତାଙ୍କୁ…

ରତ୍ନଭଣ୍ଡାରକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ କମିଟି ସଦସ୍ୟ: କହିଲେ, ସନ୍ଦେହ ବଢୁଛି

ଭୁବନେଶ୍ୱର,୨୯।୭: ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏସବୁ ଭିତରେ ରତ୍ନଭଣ୍ଡାରକୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି ରତ୍ନଭଣ୍ଡାର ଖୋଲିବା ପାଇଁ ଗଢା ଯାଇଥିବା ଉଚ୍ଚସ୍ତରୀୟ କମିଟି…

ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୭: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ…

ଆୟବର୍ହିଭୁତ ସମ୍ପତ୍ତି ଠୁଳ ମାମଲା: ତତ୍କାଳୀନ ଆରଟିଓଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର,୨୯।୭(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଅରୁଣ କୁମାର ସାହୁ ସୋମବାର ଏକ ଆୟବର୍ହିଭୁତ ସମ୍ପତ୍ତି ଠୁଳ ମାମଲାର ଚୂଡାନ୍ତ ରାୟ ୨୨ବର୍ଷ ପରେ ପ୍ରକାଶ ପାଇଛି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

ମୋହନ ସରକାରଙ୍କ ନାଁରେ ଏମିତି ଅଭିଯୋଗ ଆଣି ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୯।୭: ବିଧାନସଭାରେ ବଜେଟ ଆଲୋଚନାବେଳେ ମୋହନ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏଥର ବଜେଟ ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର। ବିଜେଡି ସରକାରର ୮୦%ରୁ ଅଧିକ ଯୋଜନା ଆପଣେଇଛନ୍ତି ନୂଆ ସରକାର।…

ଫ୍ଲାଟ୍‌ କିଣିଲେ ଶାହରୁଖଙ୍କ ପୁଅ: ଦାମ୍‌ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବଲିଉଡ୍‌ର କିଙ୍ଗ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ଡେବ୍ୟୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ତାଙ୍କର ଡେବ୍ୟୁ ସିରିଜର ନାମ ହେଉଛି ‘ଷ୍ଟାରଡମ’। ତାଙ୍କ ସିରିଜ ରିଲିଜ ପୂର୍ବରୁ ମଧ୍ୟ ଦିଲ୍ଲୀରେ ଫ୍ଲାଟ କିଣିଛନ୍ତି। ନିକଟରେ ଆର୍ଯ୍ୟନ ଦକ୍ଷିଣ ଦିଲ୍ଲୀର ପଞ୍ଚଶିଲ…

ଟ୍ରେନରେ କଟି ଚାଲିଗଲା ମାନସିକ ରୋଗୀଙ୍କ ଜୀବନ

କେସିଙ୍ଗା,୨୯।୭(ତୁମେଶର ସାହୁ): କେସିଙ୍ଗା ରେଲୱେ ଷ୍ଟେଶନଠାରୁ ପ୍ରାୟ ୪ କି.ମି ଦୂରରେ ଟ୍ରେନରେ କଟି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଲମ୍ବୋଦର ଗୌଡ଼। ସେ ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ବୋଲି ଜଣାପଡିଛି। ସେ…

କାଉଡିଆଙ୍କୁ ଚାପୁଡା ମାରିବା ପୋଲିସକୁ ପଡ଼ିଲା ମହଙ୍ଗା

ଜୟପୁର,୨୯।୭: ରାଜସ୍ଥାନର ଜୟପୁରର ସାମ୍ବର ପୋଲିସ ଷ୍ଟେସନ ଅଞ୍ଚଳରେ କାଉଡିଆଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ଜଣେ ପୋଲିସ କନଷ୍ଟେବଳଙ୍କୁ ନିଲମ୍ବିତ କରାଯାଇଛି। ପୋଲିସ ଅଧୀକ୍ଷକ ଶାନ୍ତନୁ କୁମାର ସିଂ ଏନେଇ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କାଉଡିଆମାନେ ନିକଟସ୍ଥ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri