ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ
ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ ଏହାର କାରଣ ଅସ୍ପଷ୍ଟ ରହିଛି। ୩ ବନ କର୍ମଚାରୀ ଆହତ ହୋଇଥିବା ବେଳେ ଅନୁଗୋଳ…
ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍ କଲା ସେନସେକ୍ସ
ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ
ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ ଶୌଚ ହେବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ବିଲରୁ କାମସାରି ଫେରିବା ବିଳମ୍ବ ହେବାରୁ…
ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍ ଲଞ୍ଚର ବ୍ୟାରେଲ୍କୁ କଲା ନଷ୍ଟ
ଜେରୁଜେଲମ୍,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ ମଧ୍ୟ ନିସ୍ତାର ପାଇ ନ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ…
ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ
ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ…
ଆଇଫୋନ୍ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି
ମୁମ୍ବାଇ,୨୦।୯:ଭେଟେରାନ ଟେକ୍ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ କମ୍ପାନୀ ଆଇଫୋନ ୧୬ ସିରିଜ ଲଞ୍ଚ କରିଥିଲା। ପ୍ରଥମ ବିକ୍ରୟ ଲାଇଭ ହେବା ମାତ୍ରେ…
ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍ରେ ଜିତାଇଲେ ମ୍ୟାଚ୍
ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୧୯ରେ ଖେଳାଯାଇଥିଲା। ହାଇ ସ୍କୋରିଂ ସତ୍ତ୍ୱେ ଅଷ୍ଟ୍ରେଲିଆ ଏହି ମ୍ୟାଚକୁ ଅତି ସହଜରେ…
ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…
ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି ଯେ, ଗୁଜରାଟର ଏକ ପଶୁପାଳନ ଲାବୋରେଟୋରୀ ଦ୍ୱାରା ଏହା ଚିହ୍ନଟ ହୋଇଛି। ପ୍ରସାଦ ଭାବରେ…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…
ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି। କମ୍ବିଂ ବେଳେ ଏହାକୁ ନିଷ୍କ୍ରିୟ କରିଛନ୍ତି ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ମାଓବାଦୀମାନେ ଏପରି…
ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ
କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ। କଟକ ବିଜୁ ପଟ୍ଟନାୟକ ଛକଠାରେ ଆୟୋଜିତ ଏକ ବୈଠକରେ…
ଶେୟାର ବଜାର କାରବାରରେ ଉତ୍ସାହ
ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଗୁରୁବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ…
ରିଲାଏନ୍ସ ଡିଜିଟାଲରେ ଆଇଫୋନ୍ ୧୬ ରେଞ୍ଜ
ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍ର ଅଗ୍ରଣୀ ପ୍ଲାଟ୍ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ ହେଉଛି। ଏପରିକି ସର୍ବଭାରତୀୟ ସ୍ତରରେ ଥିବା ରିଲାଏନ୍ସ ଡିଜିଟାଲା ଅଫ୍ଲାଇନ ଷ୍ଟୋର (ଏକ୍ସକ୍ଲୁସିଭ ଆଉଟ୍ଲେଟ୍)…
Archives


