ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍ସନର ଶୁଭାରମ୍ଭ
ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍ସନ’ ପ୍ଲାନ୍ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ ବଜାର ସଂଯୋଜିତ ପେନ୍ସନ ଉପତ୍ାଦ ହୋଇଥିଲାବେଳେ ଗ୍ରାହକଙ୍କୁ ଏହା ଏକ ମୂଲ୍ୟ ଓ ଟିକସ…
ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା
ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା। ମାତ୍ର ଏହି ଆଶା ମଉଳିବାରେ ଲାଗିଛି। ପେଟ୍ରୋଲିୟମ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି,…
ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା
ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ପ୍ରଦାନ କରାଯିବ ବୋଲି ଘୋଷଣା କରିଛି। ଅନ୍ୟପକ୍ଷେ କଂଗ୍ରେସ ଏହାକୁ ଭାଜପାର ଜୁମ୍ଲା ଆଖ୍ୟା ଦେଇ…
ଭାରତର ସମ୍ମାନ ରଖିଲେ ଅଶ୍ୱିନ
ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ କରିଥିଲେ।…
୨୦ ବର୍ଷ କ୍ରିକେଟ୍ରୁ ବାସନ୍ଦ ହେଲେ ଏହି ଖେଳାଳି
ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍ ଭାବେ କାର୍ଯ୍ୟ କରୁଥିଲେ। ସମରବୀରା ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ…
ହଠାତ୍ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ। ଏଠାରେ ସେ ଜଣେ ଯୁବକଙ୍କର ପରିବାରକୁ ଭେଟିଥିଲେ। ବାସ୍ତବରେ ରାହୁଲ ଗାନ୍ଧୀ ଅମିତ ନାମକ…
ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ
ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍ସ ଫର୍ ଜଷ୍ଟିସ୍ର ଜେନେରାଲ କାଉନସିଲ ଗୁରପତ୍ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଅନ୍ୟମାନଙ୍କ ବିରୋଧରେ ଆମେରିକାର ସଂଘୀୟ ଜିଲା ଅଦାଲତରେ ମାମଲା ଦାଏର କରିଛନ୍ତି।…
ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ…
ଫୁଡ୍ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ
ଜୁରିଚ୍, ୨୦।୯:ଫୁଡ୍ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍ସ୍ଥିତ ଫୁଡ୍ ପ୍ୟାକେଜିଂ ଫୋରମ ଫାଉଣ୍ଡେଶନ ନାମକ ଏକ ଏନ୍ଜିଓ ପକ୍ଷରୁ କରାଯାଇଥିବା ଏହି ଅଧ୍ୟୟନର…
ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା ପାଇଁ ସର୍ଭେଲାନ୍ସ ବଢାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂକ୍ରମଣ ରୋକିବା ପାଇଁ ଯଥେଷ୍ଟ ସତର୍କତା ଅବଲମ୍ବନ…
ଏଇ ଭାରତରେ
ପେସାରେ ଶିକ୍ଷୟିତ୍ରୀ ହେଲେ ବି ଫୁଲଚାଷ ତାଙ୍କ ପାଇଁ ଆଣିଛି ସ୍ବତନ୍ତ୍ର ପରିଚୟ। କେରଳ ଥ୍ରିଶୂର ଜିଲା ବାସିନ୍ଦା ଲତିକା ସୁତାନ ବଗିଚାରେ ପଦ୍ମ ଓ କଇଁ ଚାଷ କରି ମାସକୁ ୪୦ ହଜାରରୁ ଅଧିକ ଟଙ୍କା ରୋଜଗାର କରୁଛନ୍ତି। ଏହାସହ…
ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ
ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରାଯାଉଛି।…
Archives


