Home

CBSE ଦଶମ-ଦ୍ୱାଦଶ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୫।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷା ସକାଳ ୧୦:୩୦ ରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧:୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିଛି ବିଷୟ ପାଇଁ ପରୀକ୍ଷା ସକାଳ…

ଭାରତ ଫେରିଲେ ମୋଦି, ହଟିବ ଦିଲ୍ଲୀ ସସ୍ପେନ୍ସ: ଶାହା-ନଡ୍ଡାଙ୍କ ସହ ହେବ ମନ୍ଥନ

ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଏବଂ ଆମେରିକା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଖୁବ ଶୀଘ୍ର ଅନ୍ତ ହେବ। ନୂତନ ମୁଖ୍ୟମନ୍ତ୍ରୀ ଏବଂ ନୂତନ ସରକାରଙ୍କ ଶପଥ ଗ୍ରହଣ ତାରିଖ ଘୋଷଣା…

ଆକ୍ସନ ମୋଡ୍‌ରେ ଟ୍ରମ୍ପ-ମସ୍କ: ୧୦ ହଜାର ଲୋକଙ୍କ ଚାକିରି ଗଲା

ଓ୍ବାଶିଂଟନ୍‌,୧୫।୨:ଆମେରିକାରେ କ୍ଷମତା ଗ୍ରହଣ କରିବା ପରେ, ରାଷ୍ଟ୍ରପତି ଟ୍ରମ୍ପ ଏପର୍ଯ୍ୟନ୍ତ ଅନେକ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଏବଂ ଶିଳ୍ପପତି ଏଲନ ମସ୍କ ଏବେ ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦେଶରେ ୧୦ ହଜାର ଲୋକଙ୍କୁ ଚାକିରିରୁ…

ମଦ ପିଇବାରେ ଏହି ରାଜ୍ୟର ମହିଳା ସବୁଠୁ ଆଗରେ: ସର୍ଭେ ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୨: ଦେଶରେ ମଦ୍ୟପାନକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଏକ ସର୍ଭେ କରାଯାଇଛି, ଯେଉଁଥିରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏହି ସର୍ଭେ ବହୁତ ଆକର୍ଷଣୀୟ, ଯାହା ଆଜିକାଲି ବହୁତ…

ନିଜ ବିବାହରେ ପିତାଙ୍କୁ ନିମନ୍ତ୍ରଣ କଲେନି ଏହି ଅଭିନେତା

ଅଭିନେତା ପ୍ରତୀକ ବବର ଏବଂ ପ୍ରିୟା ବାନାର୍ଜୀ ଭାଲେଣ୍ଟାଇନ୍ସ ଡେ’ରେ ବିବାହ ବନ୍ଧନlରେ ଆବଦ୍ଧ ହୋଇଛନ୍ତି। ପ୍ରତୀକଙ୍କ ସ୍ବର୍ଗତ ମାଆ ଏବଂ ପ୍ରସିଦ୍ଧ ଅଭିନେତ୍ରୀ ସ୍ମିତା ପାଟିଲ ମୁମ୍ବାଇର ବାନ୍ଦ୍ରାରେ କିଣିଥିବା ଘରେ ହିଁ ବିବାହ କରିଥିଲେ। ଏହି ବିବାହରେ ପିତା…

ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

ଭୁବନେଶ୍ୱର,୧୫ା୨(ସତ୍ୟଜିତ୍‌ ରାଉତ):ଆସନ୍ତା ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ…

ମହାକୁମ୍ଭ ଯାଉଥିବାବେଳେ ଅଘଟଣ: ବୋଲେରୋ-ବସ୍‌ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ

ପ୍ରୟାଗରାଜ,୧୫।୨: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି…

ଓଡ଼ିଆ ସିନେ ପରଦାରେ ଢେଙ୍କାନାଳ ମାଟିର ମହକ

ଢେଙ୍କାନାଳ କଳା ସଂସ୍କୃତିର ଜିଲା ଭାବେ କେବଳ ରାଜ୍ୟ କାହିଁକି ଜାତୀୟସ୍ତରରେ ମଧ୍ୟ ନିଜର ସ୍ବତନ୍ତ୍ରତା ବଜାୟ ରଖିଛି। ଢେଙ୍କାନାଳର ପ୍ରତିଭାବାନ କଳାକାରମାନେ କେବଳ ଶାସ୍ତ୍ରୀୟ ନୃତ୍ୟ କାହିଁକି, ମଞ୍ଚ ଅଭିନୟ ଏବଂ ଚଳଚ୍ଚିତ୍ର ଅଭିନୟରେ ନିଜର ପାରଦର୍ଶିତା ଦେଖାଇ ଓଡ଼ିଶାରେ…

ଦଳ ଛାଡ଼ିଥିବା ନେତାଙ୍କୁ ଫେରି ଆସିବାକୁ ପିସିସି ସଭାପତିଙ୍କ ନିବେଦନ

ଭୁବନେଶ୍ୱର,୧୫।୨(ସୁନୀତ ମିଶ୍ର):କଂଗ୍ରେସରୁ ବିଗତ ଦିନରେ ଦଳ ବିରୋଧୀ କାର୍ଯ୍ୟ ହେଉ ବା ଅନ୍ୟ କୌଣସି କାରଣରୁ ନିଲମ୍ବିତ ନେତାମାନଙ୍କୁ ପୁଣି ଥରେ ଦଳକୁ ଫେରାଇ ଅଣାଯିବ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏନେଇ ଏକ…

ଆର୍‌ଏମ୍‌ସି ଗୋଦାମରେ ଚାଲିଛି ଉପଜିଲାପାଳଙ୍କ ଅଫିସ: ଖର୍ଚ୍ଚାନ୍ତ ହେଉଛନ୍ତି ଲୋକେ, ଅଟୋରେ ଗଲେ ପଡୁଛି ୩ ଶହ

ଭବାନୀପାଟଣା,୧୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରର ମଧ୍ୟ ଭାଗରେ ଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ଦୀର୍ଘଦିନ ହେବ ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ଏହି କାର୍ଯ୍ୟାଳୟର ନୂତନ କୋଠା ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ସାଢେ ୬ କୋଟି ଟଙ୍କା ଅନୁଦାନ ଆସିବା…

୧୦ ତାଲିମ କେନ୍ଦ୍ରର କର୍ମକର୍ତ୍ତା ଯୋଗଦେଲେ: ୮୦ ଜଣ ପ୍ରାର୍ଥୀଙ୍କ ନାମ ପଞ୍ଜୀକରଣ

ଥୁଆମୂଳ ରାମପୁର,୧୫ା୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ତି ଜିଲା କର୍ମନିୟୋଜନ ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ବ୍ଲକ୍‌ଠାରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ଜିଲା କର୍ମନିୟୋଜନ ଅଧିକାରୀ ସୁବୁଲିତ…

ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍‌ ସଂଯୋଗ: ଚାଷୀଙ୍କ ଆଶା ଧୂଳିସାତ୍‌

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ବିଭିନ୍ନ ଗ୍ରାମରେ ବିଜୁ କୃଷକ କଲ୍ୟାଣ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। କିନ୍ତୁ ବର୍ଷ ବର୍ଷ ଧରି ସେଠାକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ଫଳରେ ଏପର୍ଯ୍ୟନ୍ତ ଗଭୀର ନଳକୂପଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାବେଳେ ଚାଷୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri