ଅକାଳ ଜାତ ଶିଶୁ ଓ କଙ୍ଗାରୁ ଯତ୍ନ
ଶ୍ୱ ସ୍ବାସ୍ଥ୍ୟ ସଂସ୍ଥା ୨୦୨୦ ମସିହାରେ କରିଥିବା ଏକ ଆକଳନ ଅନୁସାରେ ପ୍ରତିବର୍ଷ ଗର୍ଭଧାରଣର ସାଧାରଣ ସମୟକାଳ, ଅର୍ଥାତ୍ ୩୭ ସପ୍ତାହ ସମ୍ପୂର୍ଣ୍ଣ ହେବା ପୂର୍ବରୁ ପୃଥିବୀରେ ଜନ୍ମ ନିଅନ୍ତି ୧୩.୪ ନିୟୁତ ଶିଶୁ (ପ୍ରାୟ ପ୍ରତି ୧୦ ଜଣରେ ଜଣେ)।…
ଆଧୁନିକ ଦାସତ୍ୱ
ଦାସତ୍ୱ କଥା ଆଲୋଚନା ହେଲେ ଆମେରିକା କଥା ମନକୁ ଆସେ। ଏହା ସହ ଆଫ୍ରିକାରେ ଅଭାବ, ଅନଟନରେ ଶଢ଼ୁଥିବା ମଣିଷକୁ କ୍ରୀତଦାସ ରୂପେ କ୍ରୟ, ବିକ୍ରୟ କରି ବିଶ୍ୱ ଇତିହାସରେ ଏକ କଳଙ୍କମୟ ଅଧ୍ୟାୟ ସୃଷ୍ଟି କରିଦିଆଗଲା। ଯେଉଁ କେତେକ ପ୍ରଭାବଶାଳୀ…
ମିଥେନ୍ ଚିନ୍ତା
ପୃଥିବୀର ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମ ଶେଷ ହେବାକୁ ଯାଉଛି। ଏହି ସମୟରେ ଏଠାରେ ଅତ୍ୟଧିକ ତାପମାତ୍ରା ବୃଦ୍ଧି ରେକର୍ଡ କରାଯାଇଛି। ୨୦୨୩କୁ ଟପି ୨୦୨୪ ସବୁଠୁ ଉତ୍ତପ୍ତ ବର୍ଷ ହେବ ବୋଲି ପ୍ରାୟ ୯୫ ପ୍ରତିଶତ ସମ୍ଭାବନା ରହିଛି। ୨୦୨୩ରେ ଆମେରିକା…
୧୪୭ ବର୍ଷ କ୍ରିକେଟ୍ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍. ଅଶ୍ୱିନ
ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍ର ପ୍ରଥମ ଦିନରେ ସେ ନିଜ ଟେଷ୍ଟ କ୍ୟାରିୟରର ଷଷ୍ଠ ଶତକ ସ୍କୋର କରି ଏପର୍ଯ୍ୟନ୍ତ ଅପରାଜିତ ରହିଛନ୍ତି।…
ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି
ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ସମବାୟ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଫେରସ୍ତ…
ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍, ଦୁର୍ବିପାକ ବେଳେ କରିବ ସହାୟତା
ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ। ଏହି ଫେରି ଘାଟ ୭୦ଲକ୍ଷ ଟଙ୍କାରୁ ଅଧିକ ନିଲାମ ହୋଇଥାଏ। ବିଗତଦିନରେ ଏହି ଫେରି…
ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍ଦାର ଉଦ୍ୟମ
ଭୁବନେଶ୍ୱର, ୨୦ା୯(ସୁନିତ୍ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ ୫ଦିନ ବିତିଲାଣି। ସମୟ ଯେତିକି ଗଡ଼ିଚାଲିଛି ନୂଆ କଥା ସବୁ ସାମ୍ନାକୁ ଆସିବାରେ ଲାଗିଛି।…
ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍ଗ ଦେଖାଇଥିଲେ ଥାନା ଆଇଆଇସି
ଭୁବନେଶ୍ୱର,୨୦ା୯(ସୁନିତ୍ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର୍ ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ କିପରି ଭାବେ…
ଲିଜ୍ଧାରୀଙ୍କୁ ୭.୩୮ କୋଟି ଜରିମାନା
ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍ଧାରୀ ନାରାୟଣ ରାଉତଙ୍କୁ ସମୁଦାୟ ୭ କୋଟି ୩୮ ଲକ୍ଷ ୪୨ ହଜାର ୮୧୮ ଟଙ୍କା ଜରିମାନା ନୋଟିସ…
ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ
ବେରୁଟ୍/ଜେରୁଜେଲମ୍,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍ କରିଛି। ବିଶେଷକରି…
ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି। ସେ ଫୁଲବାଣୀ ଏସ୍ପି କାର୍ଯ୍ୟାଳୟରୁ ଏଠାକୁ ବଦଳି ହୋଇ ଆସିଥିବା ବେଳେ ସେଠାରେ କାର୍ଯ୍ୟ…
ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି
ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ସେଠାରେ ହିଂସା ପରେ ଶେଖ ହାସିନା ଦେଶ ଛାଡି ଭାରତ ଚାଲି ଆସିଥିଲେ।…
Archives


