ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…
ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍ ବିସ୍ଫୋରଣ ହୋଇଥିଲା ଏବଂ ପରେ ବୁଧବାରରେ ୱାକି ଟକି, ସୋଲାର ପ୍ୟାନେଲ, ଫିଙ୍ଗର ପ୍ରିଣ୍ଟ ଉପକରଣ ଏବଂ ରେଡିଓରେ…
କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…
ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସି ଜିନପିଙ୍ଗ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ନୂତନ ଅବସର ନୀତି ଆସନ୍ତା ବର୍ଷ ଜାନୁୟାରୀ…
ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …
ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା ଜିଲାର ମେରାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ସେ କହିଛନ୍ତି ଯେ ମୋତେ…
ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ
ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର ବାଂଲାଦେଶର ଏକ ସଂଖ୍ୟାଲଘୁ ସଂଗଠନ କହିଛି ଯେ ଅଗଷ୍ଟ ୪ ରୁ ୨୦ ମଧ୍ୟରେ…
ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!
ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି ମନେ ହେଉନାହିଁ। ସୂଚନାନୁସାରେ, କେତେକ ଆସନରେ କଂଗ୍ରେସ ଏବଂ ଉଦ୍ଧବ ଠାକରେଙ୍କ ଦଳ ମଧ୍ୟରେ…
ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ
ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା ହେଲା ଅରବିନ୍ଦ କେଜରିୱାଲ କେବଳ ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବାକୁ ନୁହେଁ ବରଂ ଏହା…
ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?
ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଛନ୍ତି। ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କୁ ହତ୍ୟା…
କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…
କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ଗମ୍ଭୀରତାକୁ ବିଚାର କରି ଏହାର ତଦନ୍ତ ସିବିଆଇକୁ ହସ୍ତାନ୍ତର…
ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି
ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ତାଙ୍କୁ…
ବନ୍ଦର ସହର ପାରାଦୀପ
ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ ସଙ୍ଗମସ୍ଥଳ ଓ ବିସ୍ତୀର୍ଣ୍ଣ ବେଳାଭୂମି। ପାରାଦୀପକୁ ଯାତାୟାତ ପାଇଁ ରହିଛି ରାଜ୍ୟ ଓ ଜାତୀୟ…
ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…
ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ଉପରେ ଦେଇଥିବା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ…
ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…
ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ କାରକୁ ଫଲୋ କରିଥିଲେ। ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ଗାଲାକ୍ସି ବାହାରେ ଧରି…
Archives


