Home

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ତାଙ୍କୁ…

ବନ୍ଦର ସହର ପାରାଦୀପ

ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍‌ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ ସଙ୍ଗମସ୍ଥଳ ଓ ବିସ୍ତୀର୍ଣ୍ଣ ବେଳାଭୂମି। ପାରାଦୀପକୁ ଯାତାୟାତ ପାଇଁ ରହିଛି ରାଜ୍ୟ ଓ ଜାତୀୟ…

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ଉପରେ ଦେଇଥିବା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ…

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ କାରକୁ ଫଲୋ କରିଥିଲେ। ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ଗାଲାକ୍ସି ବାହାରେ ଧରି…

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଗୋଟିଏ…

ବି.ଫଟକରା ଗାଁରେ ଗୁଳିକାଣ୍ଡ: ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ବଲାଙ୍ଗୀର,୧୯ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ବି. ଫଟକରା ଗାଁରେ ଗତ ୧୧ ତାରିଖ ବିଳମ୍ବିତ ରାତିରେ କିଛି ଯୁବକ ମାରଣାସ୍ତ୍ର ଧରି ଧମକ ଚମକ ଦେଇଥିଲେ। ସେହି ଗାଁର ନିତେଇ ନନ୍ଦ ନାମକ ଜଣେ ଯୁବକଙ୍କୁ…

ପାକିସ୍ତାନକୁ ସିଧା ଜବାବ ଦେବେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀର ନିର୍ବାଚନ ମଧ୍ୟରେ ପଡୋଶୀ ଦେଶରୁ ଧାରା ୩୭୦କୁ ନେଇ ଏକ ବିବାଦୀୟ ବିବୃତ୍ତି ଆସିଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ ରଦ୍ଦ କରିବାକୁ ନେଇ ଓକିଲାତି କରିଛନ୍ତି। ନିର୍ବାଚନ ପ୍ରଚାର ପାଇଁ କଟରା…

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା ଦେଇଛି। ପିଲାଟିକୁ ଗୁରୁତର ଅବସ୍ଥାରେ ପ୍ରଥମେ ଧରାକୋଟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ ନିଖୋଜ ଅଛନ୍ତି। ଗୁରୁବାର ସକାଳେ ମନ୍ଦାକିନୀ ନିଜ ସ୍କୁଟି ଯୋଗେ ଆସି ବ୍ରିଜ୍‌ ଉପରେ…

୩ ବର୍ଷ ବିତିଲା, ସରୁନି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ, ଆନ୍ଦୋଳନ ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ସିମନବାଡ଼ି-ସିକକେତା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୩ ବର୍ଷ ହେଲା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିଲେ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନାହିଁ ଫଳରେ ଅଞ୍ଚଳବାସୀ ବହୁତ ହଇରାଣ ହରକତ ହେଉଛନ୍ତି। ଗୁରୁବାର ଉକ୍ତ ଅଞ୍ଚଳବାସୀ ଓ ଅନ୍ତରଙ୍ଗ ଯୁବସଂଘ…

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦…

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇଥିବା ବେଳେ ସମ୍ମାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri