Home

IPLରେ ବିକ୍ରି ନ ହୋଇ ବି କୋଟି କୋଟି ରୋଜଗାର କଲେ ଓ୍ବାର୍ନର; ଫିଲ୍ମ ‘ରବିନହୁଡ୍‌’ ପାଇଁ ମିଳିଛି…

ହାଇଦ୍ରାବାଦ: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ୍‌ ଓ୍ବାର୍ନର ଭାରତକୁ ବହୁତ ଭଲ ପାଆନ୍ତି। ବିଶେଷକରି ଭାରତର ଲୋକ, ସଂସ୍କୃତି ଏବଂ ସିନେମା ତାଙ୍କୁ ପସନ୍ଦ। ଏଥିନେଇ ସେ ଭାରତୀୟ ସିନେମା ଗୀତରେ ପିଲାମାନଙ୍କ ସହ ନାଚୁଥିବା ଦେଖାଯାଇଥାଏ। ହେଲେ ଏବେ ସିନେମାରେ…

ମ୍ୟାନମାର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୦୦୦ଟପିଲା ୨୩୦୦ରୁ ଅଧିକ ଆହତ

ନାପିଦାଉ,୨୯।୩: ଶୁକ୍ରବାର ମ୍ୟାନମାର ଏବଂ ଥାଇଲ୍ୟାଣ୍ଡରେ ଘଟିଥିବା ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଅନେକ କୋଠା ଭୁଶୁଡ଼ି ପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଶହ ଶହ ଲୋକ ପୋତି ହୋଇ ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ସନ୍ଧାନ ଅଭିଯାନ ଏବେ…

ଫାଇନାଲ ମୁକାବିଲାରେ ବୋଲର୍‌ ଏକାକି ନେଲେ ୧୧ ଉଇକେଟ, ଇତିହାସ ରଚିଲା ଟିମ୍‌ 

କାନ୍‌ବେରା,୨୯।୩: ଦକ୍ଷିଣ ଅଷ୍ଟ୍ରେଲିଆ ଦଳ ସେଫିଲ୍ଡ ସିଲ୍ଡ ଟାଇଟଲ ଜିତି ଇତିହାସ ରଚିଛି। ଏହି ଟୁର୍ନାମେଣ୍ଟର ଫାଇନାଲରେ କୁଇନ୍ସଲ୍ୟାଣ୍ଡକୁ ପରାସ୍ତ କରି ଦଳ ୨୯ ବର୍ଷ ପରେ ଟାଇଟଲ ଜିତିଛି। ଦକ୍ଷିଣ ଅଷ୍ଟ୍ରେଲିଆ ଟୁର୍ନାମେଣ୍ଟ ଫାଇନାଲକୁ ୪ ଉଇକେଟରେ ଜିତିଥିବା ବେଳେ…

ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଓକିଲ ସଂଘର ନିର୍ବାଚନ ପରିପ୍ରେକ୍ଷୀରେ ଜାରି ରହିଛି ମତଦାନ। ସମ୍ବଲପୁର ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ସକାଳ ସାଢ଼େ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର ଓକିଲ ସଂଘରେ ମୋଟ୍‌…

ପିସିସି ସଭାପତିଙ୍କ ତାରାତାରିଣୀ ଦର୍ଶନ: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଲାଗି କଲେ କାମନା

ପୁରୁଷୋତ୍ତମପୁର,୨୯।୩(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ତାରାତାରିଣୀଙ୍କୁ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତଚରଣ ଦାସ ଦର୍ଶନ କରିଛନ୍ତି। ସେଠାରେ ପୂଜାର୍ଚ୍ଚନା କରି ରାଜ୍ୟରେ ଯେପରି ମହିଳାମାନେ ସୁରକ୍ଷିତ ରହିବେ ସେନେଇ କାମନା କରିଛନ୍ତି। ପିସିସି ସଭାପତିଙ୍କ ସହ…

ମ୍ୟାଚ୍‌ ପରେ CSK ବୋଲରଙ୍କ ଉପରେ ରାଗିଗଲେ ବିରାଟ କୋହଲି? ଭାଇରାଲ Videoକୁ ନେଇ ବଢ଼ୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୩: ଆଇପିଏଲ୍‌ ୨୦୨୫ରେ ଲଗାତାର ୨ ମ୍ୟାଚ୍‌ରେ ବିଜେତା ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଶୁକ୍ରବାର ସିଏସ୍‌କେ ବିପକ୍ଷରେ ଖେଳାଯାଇଥିବା ମୁକାବିଲାରେ ଦଳ ୫୦ ରନ୍‌ରେ ବାଜି ମାରିନେଇଥିଲା। ହେଲେ ମ୍ୟାଚ୍‌ରେ ବିରାଟ କୋହଲି ଆଶା ମୁତାବକ ପ୍ରଦର୍ଶନ କରିପାରି ନ…

ବିଧାନସଭା ଘେରିଲେ ରାଜ୍ୟ ରଙ୍ଗତୂଳୀ କଳାକାର

ମାଲକାନଗିରି,୨୯ା୩: ଅଲ୍‌ ଓଡିଶା ପେଣ୍ଟିଂ ଆର୍ଟିଷ୍ଟ ଓ୍ବାର୍କର୍ସ ଆସୋସିଏଶନ ପକ୍ଷରୁ ୧୦ ଦଫା ଦାବି ନେଇ ରଜ୍ୟର ରଙ୍ଗତୂଳୀ କଳାକାରଙ୍କ ଏକ ବିରାଟ ଶୋଭାଯାତ୍ରା ରାଜମହଲ ଛକଠାରୁ ବାହାରି ବିଧାନସଭା ଧାରଣା ସ୍ଥଳ ନିକଟରେ ପହଞ୍ଚିଛି। ରଙ୍ଗତୂଳୀ ଦ୍ୱାରା ପାରମ୍ପରିକ ପଦ୍ଧତିରେ…

ସରିଲା ଭୋଟ: ଫଳାଫଳକୁ ଅପେକ୍ଷା

ଅନୁଗୋଳ ଅଫିସ,୨୯।୩(ମାନସ ବିଶ୍ୱାଳ): ସାରା ରାଜ୍ୟରେ ଶନିବାର ସମସ୍ତ ବାର ଆସୋସିଏସନର ନିର୍ବାଚନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ମତଦାନ ସମୟ ଥିବାବେଳେ ଅପରାହ୍ନ ୪ଟା ସମୟରେ ଗଣତି କାର୍ଯ୍ୟକ୍ରମ ଆରମ୍ଭ ହେବ। ଅନୁଗୋଳ ଜିଲା…

କୃଷି ସମବାୟ ସମିତି ଉଦ୍‌ଘାଟନ:କୃଷକମାନଙ୍କର ହେବ ବିକାଶ

କେସିଙ୍ଗା,୨୯/୩ (ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର କଲ୍ୟାଣ ମଣ୍ଡପଠାରେ ସଭାପତି ପ୍ରଫୁଲ୍ଲ ନାଏକଙ୍କ ନେତୃତ୍ୱରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିଃର ଉଦ୍‌ଘାଟନ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ARCS…

୪୧.୯୪ ଲକ୍ଷ ଟଙ୍କାର ଅନିୟମିତତା: ୨ ପୂର୍ବତନ ପାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ) – ଏକ ବଡ ଧାରଣର ଆର୍ଥିକ ଅନିୟମିତତା ମାମଲାରେ ଶନିବାର ଭିଜିଲାନ୍ସ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ୨ପୂର୍ବତନ ସମ୍ପାଦକଙ୍କୁ ଗିରଫ କରିଛି। ସେମାନେ ହେଲେ ଛବିଲ ବେହେରା ଏବଂ କାନ୍ତିଲାଲ ଭୋଇ।…

ନବରଙ୍ଗପୁର ଓକିଲ ସଂଘ ନିର୍ବାଚନ: ସିରାଜ ସଭାପତି, ତପନ ସମ୍ପାଦକ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଓକିଲ ସଂଘ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ୨୦୨୫-୨୬ ବର୍ଷ ପାଇଁ ଅପ୍ରତିଦ୍ବନ୍ଦୀ ଭାବରେ ବିଜୟ ଲାଭ କରିଥିବା ପ୍ରାର୍ଥୀ ମାନଙ୍କ ନାମ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ବିଧିବଦ୍ଧ ଭାବରେ…

ପୁରୀ ବାର୍‌ ଆସୋସିଏଶନ୍‌ରେ ଚାଲୁରହିଛି ମତଦାନ

ପୁରୀ,୨୯ା୩: ଶନିବାର ରାଜ୍ୟର ୧୫୬ ବାର୍‌ରେ ନିର୍ବାଚନ ଅନୁଷ୍ଠିତ ହେଉଛି। କାର୍ଯ୍ୟରତ ଆଇନଜୀବୀମାନେ ଏହି ନିର୍ବାଚନରେ ଭାଗ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ପୁରୀ ବାର୍‌ ଆସୋସିଏଶନରେ ମଧ୍ୟ ନିବାର୍ଚନ ଅନୁଷ୍ଠିତ ହେଉଛି। ସକାଳ ୭.୩୦ ମିନିଟ୍‌ରୁ ଏହି ନିର୍ବାଚନ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?