ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ
ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା। ବୁଧବାର ରାତିରେ (ପଶ୍ଚିମ ଇଣ୍ଡୋନେସିଆ ସମୟ) ପୂର୍ବ…
ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍’: ଡେଇଁପାରିବ ୨ ମିଟର
ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ ସୀମାକୁ ଅତିକ୍ରମ କରିପାରିବ ବୋଲି ଦାବି କରାଯାଇଛି। ‘ସୁପରମ୍ୟାନ୍’ ନାମରେ ନାମିତ ଏହି…
ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା
ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ କିରୋସିନ ଢାଳି ନିଆଁ ଲଗାଇ ଜଳିଯାଇଥିଲେ। ତାଙ୍କୁ ଆଇଜିଏଚ୍ରେ ଚିକିତ୍ସା ପାଇଁ ଭର୍ତ୍ତି…
ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ
ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ ଦେବୀ କୌଶଳ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ କାକୋରିର ଏକ ମନ୍ଦିରରେ ପ୍ରାର୍ଥନା…
ଲୋକ ସଭା ଆସନକୁ ନେଇ ବଡ଼ ଗେମ୍ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି
ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା ମଧ୍ୟ କହିଛି ଯେ 2029 ଲୋକ ସଭା ନିର୍ବାଚନରୁ ମହିଳାଙ୍କ ପାଇଁ 33…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର କଡ଼ା ନିଷେଧାଦେଶ ରହିଛି। ହେଲେ ସମ୍ବଲପୁର ଜିଲାରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି।…
ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ
ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକଙ୍କ ସହିତ ଇକ୍ୱେଡରର ଗୁପ୍ତଚର ମୁଖ୍ୟ ମିଶେଲ ସେନ୍ସି-କଣ୍ଟୁଗି ଏବଂ…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ ପ୍ରକ୍ରିୟା ବିଗତବର୍ଷ ତୁଳନାରେ ଧିମେଇ ଯାଇଛି।…
ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି ଯେ ସେମାନେ (ଇରାନ ନେତାମାନେ) ଏହି ସୁଯୋଗର ଫାଇଦା…
ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର
ଭୁବନେଶ୍ୱର,୨୦।୮(ସୁନିତ୍ ମିଶ୍ର):ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ମାର୍ଟ ମିଟର ଲଗାଇବାକୁ ନେଇ…
‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା
ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି ଯେ ‘ବନ୍ଦେ ମାତରମ’ ସେମାନଙ୍କ ପାଇଁ…
ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ କରି ସେଗୁଡ଼ିକୁ ତୁରନ୍ତ ଭାଙ୍ଗିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ମୁଖ୍ୟ…

