Home

ଭୂକମ୍ପ ପରେ ଧ୍ୱଂସର ଚିତ୍ର: ରେସ୍କ୍ୟୁ, ରିଲିଫ୍‌ ବଡ଼ ଚ୍ୟାଲେଞ୍ଜ

ନାପିଦାଉ/ବ୍ୟାଙ୍କକ୍‌/ ନୂଆଦିଲ୍ଲୀ,୨୯ା୩:ମ୍ୟାନ୍‌ମାରରେ ଶୁକ୍ରବାର ୭.୭ ତୀବ୍ରତା ବିଶିଷ୍ଟ ଭୂକମ୍ପ ହୋଇଛି, ଯାହାର ପ୍ରଭାବ ଦେଶ ଭିତରେ ସୀମିତ ନ ରହି ଦକ୍ଷିଣପୂର୍ବ ଏସିଆକୁ ଥରାଇ ଦେଇଛି। କେବଳ ମ୍ୟାନ୍‌ମାରରେ ୧୪୪ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ଅନ୍ୟ ୭୩୨ ଜଣ ଆହତ ହୋଇ…

ଚିକିତ୍ସା ପାଇଁ ସହାୟତାକୁ ଅପେକ୍ଷା

ବଡ଼ଗାଁ,୨୯।୩(ଅଶୋକ ଷଡ଼ଙ୍ଗୀ): ପରିବାରର ଏକମାତ୍ର ରୋଜଗାରକ୍ଷମ ଥିଲେ। ହଠାତ୍‌ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଚଳାଇବା କଷ୍ଟକର ହେଉଛି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କଲବଲ ହେବାକୁ ପଡୁଛି। ସ୍ତ୍ରୀ ଓ ଦୁଇ ଜାଆଁଳା ଝିଅଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ…

ବିଧାନସଭା ବାହାରେ ପୁଣି ଘଣ୍ଟ ପିଟିଲା କଂଗ୍ରେସ

ଭୁବନେଶ୍ୱର,୨୯।୩(ରବିନାରାୟଣ ଜେନା): ବିଧାନସଭା ଗୃହ ଭିତରେ ଘଣ୍ଟ ମାଡ଼କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବିତ ହେବା ପରେ ଶୁକ୍ରବାର ପୁଣି ବିଧାନସଭା ବାହାରେ ଘଣ୍ଟମାଡ଼ କରିଛନ୍ତିି। ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଯେ ପର୍ଯ୍ୟନ୍ତ ସରକାରଙ୍କୁ ନିଦରୁ ନ ଉଠାଇଛୁ ସେପର୍ଯ୍ୟନ୍ତ ଘଣ୍ଟମାଡ଼…

ବଜାରରେ ରୟାଲ ଏନ୍‌ଫିଲ୍ଡର ଅଲ୍‌

ନୂଆଦିଲ୍ଲୀ,୨୯।୩ (ଅଭୟ ଦାଶ): ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ କ୍ଲାସିକ୍‌ ୬୫୦ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି କ୍ଲାସିକ୍‌ ୬୫୦ରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଓ ଫିଚର ସାମିଲ ରହିଛି।…

ବାର୍ଦ୍ଧକ୍ୟର ଅନୁଚିନ୍ତା

ମଣିଷର ବୟସ ବଢିଲେ ପରମାୟୁ କମି କମି ଚାଲେ। ଏଣୁ ବୟସକୁ ସମ୍ମାନ ଦେଇ ସର୍ବାଗ୍ରେ ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ବିଧେୟ। ଶରୀର ସୁସ୍ଥ ଥିଲେ ମନ ସୁଖୀ ରହେ। ନିଜର ବିଚାର ଶକ୍ତି ବଢ଼େ। ଚିଡାପଣ କମେ।…

ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍‌ ଭାଇସ୍‌ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ ହାଇସ୍କୁଲ, ବାରିପଦାର ଏମ୍‌ପିସି କଲେଜରେ ପାଠପଢ଼ା ପରେ ଫାର୍ମାସିରେ ଡିପ୍ଲୋମା ଓ ପରେ…

ପତଙ୍ଗ ଭାରତ

ଦେଶ ବା ରାଜ୍ୟ ଚଳେଇବା ଛୋଟିଆ କଥା ନୁହେଁ। ସରକାରୀ କଳକୁ ଚଳେଇବା ମଧ୍ୟ କୋଉ ଯୁଦ୍ଧଠାରୁ କମ୍‌ ନୁହେଁ। ପ୍ରତ୍ୟହ ନୂଆ ନୂଆ ଚ୍ୟାଲେଞ୍ଜ, ସମସ୍ୟା। ତାକୁ ସମାଧାନ କରିବାକୁ ଲୋଡ଼ା ଅର୍ଥବଳ ଓ ମାନବ ସମ୍ବଳ, ନୂଆ ବିଚାରଧାରା…

ଏମ୍‌ଏଲ୍‌ଏଙ୍କୁ ଅଣଦେଖା

ଭାରତୀୟ ଜନତା ପାର୍ଟି (ଭାଜପା) ଉଭୟ କେନ୍ଦ୍ର ଓ ଦିଲ୍ଲୀରେ କ୍ଷମତାରେ ଥିବାରୁ ଅମଲାତାନ୍ତ୍ରିକ ପ୍ରକ୍ରିୟା ସରଳରେ ଏବଂ ପ୍ରଭାବୀ ଭାବେ କାର୍ଯ୍ୟ କରିବ ବୋଲି ମନେକରାଯାଉଥ୍‌ତ୍ଲା। କିନ୍ତୁ ଏବେ ଏଭଳି ହେଉନାହିଁ। ନିକଟରେ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା…

ଆବାସିକ ଅଞ୍ଚଳରେ ସିଏନ୍‌ଜି ଷ୍ଟେଶନ ନିର୍ମାଣକୁ ଝଟକା

ଭୁବନେଶ୍ୱର, ୨୯ା୩ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ କାନନବିହାର ଫେଜ୍‌-୧ସ୍ଥିତ ଆବାସିକ ଅଞ୍ଚଳରେ ଗେଲ୍‌ ଇଣ୍ଡିଆ ପକ୍ଷରୁ ନିର୍ମାଣ ହେଉଥିବା ସିଏନ୍‌ଜି ଷ୍ଟେଶନ ନିର୍ମାଣକୁ ଝଟକା ଲାଗିଛି। କୌଣସି ଅନୁମତି ନ ନେଇ ଜନବସତି ଅଞ୍ଚଳରେ ସିଏନ୍‌ଜି…

ଓଡ଼ିଶାରେ ୫୦ ବର୍ଷ ଯାଏ ରହିବ ଭାଜପା ସରକାର: ଭବିଷ୍ୟବାଣୀ କଲେ ହିମନ୍ତ

ଭୁବନେଶ୍ୱର, ୨୯ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ଛତିଶଗଡ଼ ବିଧାନସଭାର ବାଚସ୍ପତି ରମଣ ସିଂ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଫଡ୍‌ନବିସ୍‌ ଲୋକ ସେବା…

ଆଜି ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ

ପୁରୁଣା ଭୁବନେଶ୍ବର,୨୯ା୩(ସୁବାସ ଚନ୍ଦ୍ର ପ୍ରଧାନ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହିକ୍ରମରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ରାତି…

୧୨ ଦଫା ଦାବି ନେଇ ଗର୍ଜିଲା ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି

ଦେବଗଡ,୨୯।୩(ଶଶାଙ୍କ ଶେଖର ଝାଙ୍କର):ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି, ଦେବଗଡ, ପାଳଲହଡା ପକ୍ଷରୁ ଏକ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହେବାସହ ମାନ୍ୟବର ମୂଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେବଗଡ ଜିଲାପାଳଙ୍କୁ ୧୨ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ରେଙ୍ଗାଳି ବାସଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?