ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ସହାୟତା ରାଶି ଘୋଷଣା କଲେ ବିଧାୟକ
ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଂଚାୟତ ସଦର ମହକୁମାରେ ଏକ ସ୍ପର୍ଶକାତର ଘଟଣା ଘଟିଛି। ଗାଁ ଉପକଣ୍ଠରେ ଥିବା ଏକ ଟାୱାର ନିକଟ ବୁଦାରୁ ୫ମ ଶ୍ରେଣୀ ଛତ୍ରୀ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…
ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ
ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା…
ଏଡିଜେ କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ
ବାଲିଗୁଡା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଟପ୍ ମାଓବାଦୀ ନେତା ଆଜାଦ କନ୍ଧମାଳ ଜିଲା ବାଲିଗୁଡା ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲରୁ କଡା ସୁରକ୍ଷାରେ ବାଲିଗୁଡାକୁ ଅଣାଯାଇଛି। ଅତିରିକ୍ତ ଜିଲା ଜଜ ଶୁଭଦର୍ଶି ତ୍ରିପାଠୀଙ୍କ କୋର୍ଟରେ…
ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…
ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର, ବନ୍ୟା ପରିସ୍ଥିତିର ମୁକାବିଲା, ଉନ୍ନତ ବାୟୁ ଗୁଣବତ୍ତା ପାଇଁ ବାଂଲାଦେଶକୁ ଏହି ୨ ବିଲିୟନ…
ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ
ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ ଆଗକୁ ବଢ଼ିଛନ୍ତି। ଭାରତର ଜିଡିପିରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ଏହି ରାଜ୍ୟଗୁଡିକର ମୁଣ୍ଡପିଛା ଆୟ…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଆନ୍ଦୋଳନ ଚେତାବନୀ ଦେଲେ ପ୍ରଦୀପ ମାଝୀ
ନବରଙ୍ଗପୁର,୧୮।୯: ନବରଙ୍ଗପୁର କଣ୍ଟାଗାଁରେ ନାବାଳିକାଙ୍କୁ ହତ୍ୟା ଅଭିଯୋଗ ଘଟଣାରେ ଚାପା ଉତ୍ତେଜନା ଦେଖାଦେଇଛି। ଘଟଣାରେ ଜଡିତ ଦୋଷୀଙ୍କୁ ନ ଧରିବା ଯାଏ ମୃତଦେହ ଛାଡିବୁ ନାହିଁ ବୋଲି ପରିବାର ଲୋକେ ଓ ଗ୍ରାମବାସୀ ଜିଦ ଧରିଛନ୍ତି। ଅପରପକ୍ଷରେ ଘଟଣାସ୍ଥଳରେ ପୂର୍ବତନ ନବରଙ୍ଗପୁର…
ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର
ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ
ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି କରିଥିବା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ନିକଟରେ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ ସହ ଦକ୍ଷିଣ…
ଟ୍ରେନ ଟିକେଟ କନଫର୍ମ ନ ହେଲେ ବି ଏସି ବଗିରେ କରିପାରିବେ ଯାତ୍ରା
ନୂଆଦିଲ୍ଲୀ,୧୮।୯: ଟ୍ରେନ ଯୋଗେ ଯାତ୍ରା କରୁଥିବା ଲୋକମାନେ ଉତ୍ସବ ଏବଂ ଛୁଟିଦିନରେ ସବୁଠାରୁ ବଡ ସମସ୍ୟାର ସମ୍ମୁଖୀନ ହୁଅନ୍ତି, କାରଣ ସେହି ସମୟରେ ଏକ କନଫର୍ମ ଟିକେଟ ପାଇବା ବହୁତ କଷ୍ଟସାଧ୍ୟ, ୧୨୦ ଦିନ ପୂର୍ବରୁ ବୁକିଂ ଆରମ୍ଭ ହେବା ମାତ୍ରେ…
ପେଜର କ’ଣ? କେମିତି ହୁଏ ବ୍ଲାଷ୍ଟ
ବେରୁତ,୧୮।୯: ଲେବାନନର ପେଜର୍ ବ୍ଲାଷ୍ଟରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୩୦୦୦ଲୋକ ଆହତ ହୋଇଛନ୍ତି। ଲେବାନନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ୨୦୦ରୁ ଅଧିକ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ପେଜର୍ ବିସ୍ଫୋରଣ ପାଇଁ ଲେବାନାନର ଉଗ୍ରବାଦୀ…
କାହା ପାଇଁ ବିପଦରେ କେଜରିଓ୍ବାଲ? ଆଠ ଦିନ ପରେ ଛାଡିବେ ଘର-ଗାଡି
ନୂଆଦିଲ୍ଲୀ,୧୮।୯: ମଙ୍ଗଳବାର ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନାଙ୍କ ନିକଟରେ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ଏବେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଦଳ…
ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍…
ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ ଉଭୟ ମହାନଙ୍କୁ ଏକାଠି ଦେଖାଯାଉଥିଲେ ମଧ୍ୟ ଉଭୟେ ପରସ୍ପରର ସବୁଠାରୁ ବଡ ‘ଶତ୍ରୁ’ ବୋଲି…
Archives


