Home

ଜଳସଙ୍କଟଙ୍କୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କଲେ ବିଧାୟକ

ଗଜପତି,୨୭।୩(ଗିରିଧାରୀ ପରିଛା):ଜିଲାରେ ଦିନକୁ ଦିନ ତାପମାତ୍ରା ବଢ଼ୁଥିବା ବେଳେ ଚଳିତ ବର୍ଷ ଗ୍ରୀଷ୍ମ ଆରମ୍ଭରୁ ଗଜପତି ଜିଲା ଜଳସଙ୍କଟ ଦେଖିବାକୁ ମିଳିଛି। ଜିଲାରେ ବିଗତ ବର୍ଷ ଅଗଷ୍ଟ ମାସଠାରୁ ବର୍ଷା ଗାୟବ ହୋଇଯାଇଛି। ଜିଲାର ଜଳ ଉତ୍ସଗୁଡିକ ଶୁଷ୍କ ହୋଇଯାଇଥିବା ବେଳେ…

ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯାଳୟରେ ଶୁକ୍ରବାର ଅନୁଗୋଳ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଲାଞ୍ଚ ନେଉଥିବା ବେଳେ ଆଠମଲ୍ଲିକ ତହସିଲ ଅଫିସର କିରାଣି ସତ୍ୟପ୍ରିୟ ନାୟକଙ୍କୁ ଗିରଫ କରାଯାଇଛି। ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ…

ଥାଇଲାଣ୍ଡରେ ଭୟଙ୍କର ଭୂମିକମ୍ପ: ୪୩ ଲୋକ ନିଖୋଜ, କୋଠା ଭୁଶୁଡିବା ଭିଡିଓ ଭାଇରାଲ

ବ୍ୟାଙ୍କକ,୨୮।୩: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ରେ ଶୁକ୍ରବାର ୭.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କୋଠାଗୁଡ଼ିକ ଭୁଶୁଡି ପଡ଼ିଛି। ୪୩ ଜଣ ଲୋକ ନିଖୋଜ ଅଛନ୍ତି। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଏବଂ ଜର୍ମାନୀର GFZ…

ହଜି ଯାଉଥିବା ପାରମ୍ପରିକ ଖାଦ୍ୟ, ବାଦ୍ୟଯନ୍ତ୍ରର ପୁନରୁଦ୍ଧାର ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜନଜାତି ସମ୍ମିଳନୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦୀପ ମଲିକ ମଞ୍ଚ ପରିଚାଳନା କରିଥିବାବେଳେ ବସନ୍ତ ମହାନ୍ତି, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ପୂର୍ବତନ ବ୍ଲକ…

୧୩ ମାସ ହେଲା ଅଙ୍ଗନଓ୍ବାଡ଼ି ଦରମା ବନ୍ଦ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ଛତପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଅପରପକ୍ଷରେ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଆନ୍ଦୋଳନ ଓ ଜିଲାପାଳଙ୍କଠାରୁ ଆରମ୍ଭ କରି ଜିଲା ସମାଜମଙ୍ଗଳ ଅଧିକାରୀ, ସିଡିପିଓଙ୍କ ଦୃଷ୍ଟି ଆକର୍ଷଣ…

ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ ଆଉ ଜଣେ ଆହତ ହୋଇଥିବା ଖବର ଶୁକ୍ରବାର ଜଣାପଡ଼ିଛି। ସେମାନେ…

ଡା.ଦେବେନ୍ଦ୍ର ପ୍ରଧାନ: ନିଜ ପାଇଁ ନୁହେଁ, ଅନ୍ୟ ପାଇଁ ବଞ୍ଚୁଥିଲେ

ସନ୍ଥ କବି ଭୀମ ଭୋଇଙ୍କ ଦ୍ବାରା ଲିଖିତ ଏହି ବାଣୀକୁ ଦିବଂଗତ ସମାଜସେବୀ ତଥା କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନ ନିଜ ଜୀବନର ବ୍ରତ କରି ନେଇଥିଲେ। ନିଜକୁ ସମାଜସେବା ପାଇଁ ସମର୍ପି ଦେଇଥିଲେ। ନିଜ ପାଇଁ ନୁହେଁ, ଅନ୍ୟ ପାଇଁ…

ମ୍ୟାନମାରରେ ଭୟଙ୍କର ଭୂକମ୍ପ

ନାଇପିଦ,୨୮।୩: ମ୍ୟାନମାରରେ ୭.୨ ତୀବ୍ରତାର ଏକ ବଡ଼ ଭୂମିକମ୍ପ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଶୁକ୍ରବାର (୨୮ ମାର୍ଚ୍ଚ) ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂମିରୁ…

Family Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାର

ନୂଆଦିଲ୍ଲୀ,୨୮।୩: ପରିବାର ଭାଙ୍ଗିଯିବା ଉପରେ ଚିନ୍ତା ପ୍ରକାଶ କରି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି ଯେ ଭାରତରେ ଲୋକମାନେ ‘ବସୁଧୈବ କୁଟୁମ୍ବକମ’ ନୀତିରେ ବିଶ୍ୱାସ କରନ୍ତି କିନ୍ତୁ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ସହିତ ମଧ୍ୟ ଏକତାରେ ରହିବାରେ ବିଫଳ ହେଉଛନ୍ତି। ବିଚାରପତି ପଙ୍କଜ…

‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଯୋଗଦେଇଥିବା ବେଳେ ମୁଖ୍ୟ…

କେଜ୍‌ରିୱାଲଙ୍କ ବିରୋଧରେ FIR: ଏପ୍ରିଲ ୧୮ରେ ଶୁଣାଣି

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ଶେଷ ହେବାର ନାଁ ଧରୁନି। ନିର୍ବାଚନରେ ଶେଚନୀୟ ପରାଜୟ ପରେ, ଦିଲ୍ଲୀ ପୋଲିସ ଏବେ କେଜରିୱାଲ ଏବଂ ଅନ୍ୟମାନଙ୍କ ବିରୋଧରେ ଏଫଆଇଆର ରୁଜୁ…

ଭାରତ କାହାକୁ ଡରେ ନାହିଁ, ଖୋଲାଖୋଲି ଘୋଷଣା କଲେ ପୁଟିନ

ମସ୍କୋ,୨୮।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ନୂଆ ପ୍ରସ୍ତାବ ଏବେ ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଯୋଜନା ପରାମର୍ଶ ଦେଇଛନ୍ତି। ଏହା କେବଳ ଯୁଦ୍ଧ ସମାପ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ହୋଇପାରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?