Home

ଫେରିଲେ ସୁନୀତା

ଦୀର୍ଘ ୯ ମାସରୁ ଊର୍ଦ୍ଧ୍ୱ ସମୟ ପ୍ରତୀକ୍ଷାର ଅନ୍ତ ଘଟାଇ ମାର୍ଚ୍ଚ ୧୮, ୨୦୨୫ ତାରିଖ ଅପରାହ୍ନ ୫ଟା ୫୭ ମିନିଟ୍‌ ସମୟରେ ମେକ୍ସିକୋ ଉପସାଗରସ୍ଥିତ ଫ୍ଲୋରିଡା ଉପକୂଳବର୍ତ୍ତୀ ଟାଲ୍ଲାହାସିଠାରେ ସ୍ପେସ୍‌ଏକ୍ସର ଡ୍ରାଗନ ଫ୍ରିଡମ୍‌ କ୍ୟାପ୍‌ସୁଲ୍‌ (କ୍ରିଉ-୯) ସାହାଯ୍ୟରେ ଅନ୍ତର୍ଜାତୀୟ ମହାକାଶ…

ନିଜକୁ ଭଲପାଆନ୍ତୁ

ଖାଇବା ବନ୍ଦ କରି ମୃତ୍ୟୁ ଆପଣାଇଲେ ୧୮ ବର୍ଷୀୟା ବାଳିକା। ଶୁଣିବାକୁ ଯେତିକି ଅବିଶ୍ୱସନୀୟ ଲାଗୁଛି ବାସ୍ତବତା ଆହୁରି ଭୟଙ୍କର। ଏକଦା ମଧୁର ଜୀବନ ବିତାଉଥିବା କେରଳର ଶ୍ରୀନନ୍ଦ ଧୀରେ ଧୀରେ ଆତ୍ମହତ୍ୟା କରିବା ଆରମ୍ଭ କଲେ- କାରଣ ସେ ପତଳା…

ଏସୀୟ ଏକତା ଲୋଡ଼ା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏସିଆରେ ଭୂ-ରାଜନୈତିକ ଓ ଆର୍ଥିକ ସଙ୍କଟଜନିତ ବିପର୍ଯ୍ୟୟର ସମ୍ଭାବନା ସୃଷ୍ଟି କରିଛନ୍ତି। ଟ୍ରମ୍ପ୍‌ଙ୍କ ବ୍ୟବସାୟିକ କୂଟନୀତି, ସାମଗ୍ରୀ ଉପରେ ଟିକସ ଲଗାଇ ନିଜ ବାଣିଜ୍ୟ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବାର ରକ୍ଷଣାତ୍ମକ ନୀତି ତଥା…

କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ

ଏମ୍‌ଏସ୍‌ବି ଅଟୋମୋଟିଭ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏହାର ବ୍ୟାପକ ଡିଲରଶିପ୍‌ ନେଟ୍‌ୱର୍କ ସହିତ ଓଡ଼ିଶାର ୨ ଚକିଆ ବଜାରକୁ ନୂଆରୂପ ଦେଇଛି। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ମନସୁର ବକ୍ସ ଜଣେ ସିଭିଲ ଇଞ୍ଜିନିୟର ହୋଇଥିଲେ ମଧ୍ୟ ଅଟୋମୋବାଇଲ ପ୍ରତି ତାଙ୍କର ଅହେତୁକ ଆଗ୍ରହ…

୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫…

ୟୁନୁସ୍‌ଙ୍କ ଏମିତି ପ୍ରତିଶ୍ରୁତି ଦେଲେ ମୋଦି: ସମ୍ପର୍କ ସୁଦୃଢ ପାଇଁ….

ନୂଆଦିଲ୍ଲୀ,୨୮ା୩:ହିନ୍ଦୁଙ୍କ ପ୍ରତି ହିଂସା ବଢ଼ିବାକୁ ନେଇ ବାଂଲାଦେଶ ସହ ଭାରତର ରାଜନୈତିକ ସମ୍ପର୍କ ଉତ୍ତେଜନାପୂର୍ଣ୍ଣ ରହିଥିବାବେଳେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ନୂଆଦିଲ୍ଲୀର ପ୍ରତିଶ୍ରୁତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇଛନ୍ତି। ବାଂଲାଦେଶ ସ୍ବାଧୀନତା ଦିବସ ଅବସରରେ ମୋଦି ଏହାର ଅନ୍ତରୀଣ…

ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍‌ ସନ୍ଧାନ: ଭୂତତ୍ତ୍ୱବିତ୍‌ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର

ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍‌ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍‌ ବୈଜ୍ଞାନିକମାନେ ସର୍ଭେକୁ ଜୋରଦାର କରିଛନ୍ତି। ପ୍ରାୟ ୦.୨୫ ସ୍କୋୟାର କିଲୋମିଟର ସ୍ଥାନକୁ ଏବେ ମାପ କରାଯାଇ…

ଆଉ ୮ ସହରରେ ଗଡ଼ିବ ଆମ ବସ: ଜାଣନ୍ତୁ କେଉଁ କେଉଁ ସହର ଅଛି ସାମିଲ

ଭୁବନେଶ୍ୱର,୨୭।୩: କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର…

ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ସୂଚନା: କାହାର କଟିବ କାହାର କଟିବନି କଲେ ସ୍ପଷ୍ଟ

ଭୁବନେଶ୍ୱର,୨୭।୩: ରାଜ୍ୟରେ ରାଶନକାର୍ଡଧାରୀଙ୍କ ପାଇଁ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ଆସିଛି। ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି। ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ କହିଛନ୍ତି, କେବଳ…

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ ଆମ ହାତ ପାହାନ୍ତାରେ ଏମିତି କିଛି ଜିନିଷ ଅଛି ଯାହା ଆମକୁ ଏସବୁ ରୋଗ…

ବିଜେଡିକୁ ଶକ୍ତ ଧକ୍କା: ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ

ଥୁଆମୂଳ ରାମପୁର,୨୭।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିଜେଡିକୁ ଗୋଟେ ପରେ ଗୋଟେ ଶକ୍ତ ଧକ୍କା ଲାଗିଛି। ବିଗତ ଦିନରେ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧକ୍ଷ ଦୟାନିଧି ମାଝୀଙ୍କ ନାମରେ ଆଗତ ଅନାସ୍ଥା ଆଣିଥିଲେ କିଛି ସରପଞ୍ଚ…

‘୨୦-୩୦ ଆସନ ମିଳିଥିଲେ କେନ୍ଦ୍ରରେ ସରକାର ଗଠନ କରିଥାଆନ୍ତୁ’, କଂଗ୍ରେସ ନେତାଙ୍କ ବୈଠକରେ କାହିଁକି ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର (୨୭ ମାର୍ଚ୍ଚ, ୨୦୨୫) ଦଳର ଜିଲା ୟୁନିଟ ମୁଖ୍ୟମାନଙ୍କୁ ରାଜ୍ୟଗୁଡ଼ିକରେ ନିର୍ବାଚନ ଜିତିବା ପାଇଁ ଏକ ଦୀର୍ଘକାଳୀନ ରଣନୀତି ସହିତ ଏକତ୍ରିତ ହୋଇ କାମ କରିବାକୁ ଆହ୍ବାନ କରିଛନ୍ତି। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?