ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ
ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଆଦିତ୍ୟ ଏବଂ ସିଦ୍ଧାର୍ଥ ପାରମ୍ପାରିକ ପୋଷାକରେ ନଜର ଆସିଛନ୍ତି। ଆଦିତ୍ୟ ଏବଂ ସିଦ୍ଧାର୍ଥ ୱାନାପାର୍ଥିର…
ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…
ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର ପାଇଁ ଚାମ୍ପିଅନ ହେବାକୁ ବଞ୍ଚିତ ହୋଇଥିଲେ। ଏହା ପରେ ନୀରଜ ଏକ ପୋଷ୍ଟ ମାଧ୍ୟମରେ…
ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…
ଢାକା,୧୬ା୯: ଶେଖ୍ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା ଶୁଣିବା ପରେ ଲାଗୁଛି ଯେ; ବାଂଲାଦେଶ ବର୍ତ୍ତମାନ ପାକିସ୍ତାନ ସହ ବନ୍ଧୁତା ସ୍ଥାପନ କରିବାକୁ…
ରାଜନୀତିରେ ଯିବାକୁ ମୁଁ ମନା କରିଥିଲି, କେଜରିଓ୍ବାଲଙ୍କୁ ନେଇ ଏମିତି କାହିଁକି କହିଲେ ଆନ୍ନା ହଜାରେ
ନୂଆଦିଲ୍ଲୀ,୧୬।୯: କର୍ମୀଙ୍କ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ଼ ଘୋଷଣା କରିଛନ୍ତି। ରବିବାର ସେ କହିଛନ୍ତି ଯେ ସେ ଦୁଇ ଦିନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ରାଜନୈତିକ ଦଳ କେବଳ ଏ ସମ୍ପର୍କରେ ନିଜର ମତ…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ
ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ ପ୍ରାୟତଃ ଝିଅ ଆରାଧ୍ୟାଙ୍କ ସହିତ ନଜର ଆସିଥାନ୍ତି। ନିକଟରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କ ସହ…
ବ୍ରିଜ୍ ଉପରେ ୪ ଫୁଟର ପାଣି, କେନ୍ଦୁଝର-ମୟୂରଭଞ୍ଜକୁ ଯୋଗାଯୋଗ ବିଚ୍ଛିନ୍ନ
ପାଟଣା,୧୬ା୯(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୂଳା ବାହାଳୀ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଖସା କୁଦର ସୀମା ଦେଇ ପ୍ରବାହିତ ତେଲ ନଦୀ ବ୍ରିଜ୍ ଉପରେ ସୋମବାର ୪…
କେଜରିଓ୍ବାଲଙ୍କ ଇସ୍ତଫା ମାଷ୍ଟରଷ୍ଟ୍ରୋକ ନା ସେଲ୍ଫ ଗୋଲ…, ହେବନିତ ନୀତୀଶ-ହେମନ୍ତଙ୍କ ପରି ଅବସ୍ଥା
ନୂଆଦିଲ୍ଲୀ,୧୬।୯: ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ହରିୟାଣା ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି। ସେପ୍ଟେମ୍ବର ୧୭ରେ ଅରବିନ୍ଦ କେଜରିୱାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ରବିବାର ଅରବିନ୍ଦ କେଜରିୱାଲ ଏହା ଘୋଷଣା…
ମାତ୍ର ୫୮ ରନ୍ କରିବା ମାତ୍ରେ ଇତିହାସ ରଚିବେ ବିରାଟ କୋହଲି: ଭାଙ୍ଗିବେ ମାଷ୍ଟରବ୍ଲାଷ୍ଟରଙ୍କ ରେକର୍ଡ
ନୂଆଦିଲ୍ଲୀ,୧୬।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୧୯ରୁ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ନାମରେ ଏକ ବଡ଼ ରେକର୍ଡ ସୃଷ୍ଟି କରିପାରିବେ।…
ଓଜୋନ ସୁରକ୍ଷା, ଜୀବନ ରକ୍ଷା
ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ ଆସୁଥିବା ମାରାତ୍ମକ ଅତିବାଇଗଣି ରଶ୍ମିକୁ ଶୋଷିନେଇ ଏକ ଛତା ସଦୃଶ ଆମ ଜୀବମଣ୍ଡଳକୁ ସୁରକ୍ଷା…
ଦିଲ୍ଲୀକୁ ମିଳିପାରେ ଏସସି ମୁଖ୍ୟମନ୍ତ୍ରୀ, ରେସ୍ରେ ଆତିଶି, ଖୋଲିବ କୁଲଦୀପଙ୍କ ଭାଗ୍ୟ!
ନୂଆଦିଲ୍ଲୀ,୧୬।୯: ଏବେ ସବୁଠି ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। କୁହାଯାଉଛି ଅନୁସୂଚିତ ଜାତିରୁ ଦିଲ୍ଲୀ ଏହାର ପ୍ରଥମ ମୁଖ୍ୟମନ୍ତ୍ରୀ ପାଇପାରେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଇସ୍ତଫା ଘୋଷଣା ପରେ ଏଏପି ଏହି ସମ୍ପ୍ରଦାୟରୁ ଆସିଥିବା କୁଲଦୀପ…
ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର
ଲସ ଆଞ୍ଜେଲ୍ସର ପିକକ୍ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’ ଏବଂ ‘ଦ ବିୟର୍’ ପ୍ରାଧାନ୍ୟ ବଜାୟ କରିଛନ୍ତି। ଏହି ବର୍ଷ ‘ଶୋଗୁନ’ ସର୍ବାଧିକ ସଂଖ୍ୟକ…
ମଣିପାଲ୍ ହସ୍ପିଟାଲରେ ବୋନ୍ କ୍ୟାନ୍ସର ଚିକିତ୍ସା
ଭୁବନେଶ୍ୱର,୧୬।୯: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ମଣିପାଲ୍ ହସ୍ପିଟାଲରେ ବୋନ୍ କ୍ୟାନ୍ସର (ଅସ୍ଥିଶଲ୍ୟ କର୍କଟ) ରୋଗର ଚିକିତ୍ସା ଆସନ୍ତା ୧୯ ତାରିଖରୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହେବ। ଦେଶର ବରିଷ୍ଠ ଅର୍ଥୋପେଡିକ୍ ଅଙ୍କୋଲଜିଷ୍ଟ୍ ଡା. ଶ୍ରୀମନ୍ଥ ବି.ଏସ୍. ଉକ୍ତ…
Archives


