Home

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା…

ଗାଁକୁ ନାହିଁ ରାସ୍ତା, ଭାରରେ ବୁହାହେଲେ ଗର୍ଭବତୀ

ପଟ୍ଟାଙ୍ଗି,୧୬।୯(ଶରତ ଧଳ):ଗାଁକୁ ନାହିଁ ରାସ୍ତା ଭାରରେ ବୁହାହେଲେ ଗର୍ଭବତୀ ମହିଳା। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତରେ ଏହିପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏଟି ଗାବ୍‌ଡାର ଗ୍ରାମରେ ବସବାସ କରୁଥିବା ରାମଚନ୍ଦ୍ର ହନ୍ତାଳଙ୍କ ପରିବାରରେ ଏହି ଘଟଣା…

ଆକାଉଣ୍ଟକୁ ୧ ଟଙ୍କା ଆସି ନ ଥିଲେ ସୁଭଦ୍ରା ଟଙ୍କା ପାଇବେ ନା ନାହିଁ: ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍‌ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର ଆସି ଏହି ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫-୫…

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର ଚତୁର୍ଥ ସଂସ୍କରଣରେ ଦେଶର ପ୍ରଧାନମନ୍ତ୍ରୀ ୧୦୦ ଦିନର କାର୍ଯ୍ୟ ସହିତ ଆଗାମୀ ୧୦୦୦ ବର୍ଷ…

ରେଡ୍‌ ମଡ୍‌ ପଣ୍ଡ୍ ଭାଙ୍ଗିବା ଘଟଣାରେ ବିଧାୟକ କହିଲେ ୫ ଗୁଣା…

ଭବାନୀପାଟଣା,୧୬ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତର ନୂଆ ରେଡ୍‌ ମଡ୍‌ ପଣ୍ଡ ପଣ୍ଡର ହୁଡା ଶନିବାର ବିଳମ୍ବିତ ରାତିରେ ଭାଙ୍ଗି ଯିବାରୁ ସ୍ଥାନୀୟ ଅଞ୍ଚଳର ରାସ୍ତା, ଚାଷଜମି ଓ ନିକଟସ୍ଥ ବଂଶଧାରା ନଦୀରେ ଦୂଷିତ ଜଳ ପ୍ରବାହିତ ହୋଇଥିଲା।…

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ ଅନେକ ଜାଣନ୍ତି। ଏହାକୁ ନିୟମିତ ଖାଇଲେ ରକ୍ତରେ ସୁଗାର ପରିମାଣ ଅନେକାଂଶରେ ସନ୍ତୁଳିତ ରହିଥାଏ।…

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା ବିୟର, ପରିସ୍ରା, କ୍ଷୀର, ପଶୁ ରକ୍ତ ଏବଂ ଅଫିମ ଦ୍ୱାରା ରକ୍ତ ବଦଳାଇବାକୁ ଚିନ୍ତା…

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ର…

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ ସେମାନଙ୍କ ଜିଦରେ ଅଡି ବସିଛନ୍ତି। ରାଜ୍ୟ ସରକାର ଏମାନଙ୍କ ସହ ଆଲୋଚନା କରିବାକୁ ଆସିଥିଲେ…

ବଲାଙ୍ଗୀରରେ ଧୂମ୍‌ଧାମ୍‌ରେ ଚାଲିଛି ଦେବଶିଳ୍ପୀଙ୍କ ପୂଜା

ବଲାଙ୍ଗୀର,୧୬ା୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ସୋମବାର ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବଲାଙ୍ଗୀର ସରକାରୀ ନୂତନ ବସ୍‌ ଟର୍ମିନାଲଠାରେ ଘରୋଇ ବସ୍‌ ମାଲିକ ସଂଘ, ରାଣୀବନ୍ଧ ରାସ୍ତାରେ ଟ୍ରକ ଅପରେଟର ଆସୋସିଏଶନ,…

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ କି…

ସିଜେଆଇଙ୍କୁ କାହିଁକି ଧନ୍ୟବାଦ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୬।୯: ପ୍ରଧାନ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡଙ୍କ ଘରେ ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଂଶଗ୍ରହଣକୁ ନେଇ ଅନେକ ଆଲୋଚନା ହୋଇଛି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri