ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ
ନୂଆଦିଲ୍ଲୀ,୧୪।୯: ଜମ୍ମୁ କଶ୍ମୀରର କିସ୍ତଓ୍ବାଡା ଜିଲାର ଚଟୁର୍ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ସେନା କର୍ମଚାରୀ ଶହୀଦ ହୋଇଯାଇଛନ୍ତି। ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଶହୀଦ ହୋଇଥିବା ସୈନିକମାନେ କନଷ୍ଟେବଳ ଅରବିନ୍ଦ ସିଂ ଏବଂ…
ପୋଷାକ ଉତ୍ପାଦନରେ ନୂଆ ଅଧ୍ୟାୟ ସୃଷ୍ଟି ହେବ: ହସ୍ତତନ୍ତ ମନ୍ତ୍ରୀ
ଭୁବନେଶ୍ୱର,୧୪ା୯(ବନ୍ଦନା ସେଠୀ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଚନ୍ଦକା ଶିଳ୍ପାଞ୍ଚଳରେ ପରିଧାନ ଉଷ୍ମାୟନ କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ନବନିର୍ମିତ କେନ୍ଦ୍ରକୁ ଶୁକ୍ରବାର ସମବାୟ, ହସ୍ତତନ୍ତ, ବୟନ…
ବିଡିଓଙ୍କୁ ହତ୍ୟା ଧମକ ଦେଲେ ବିଜେଡି ସମର୍ଥିତ ଜନପ୍ରତିନିଧି
କୁଜଙ୍ଗ,୧୪।୯(ମନୋଜ ପ୍ରଧାନ):ଜଗତ୍ସିଂହପୁର ଜିଲା କୁଜଙ୍ଗ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଶୁକ୍ରବାର ଗଣ୍ଡଗୋଳ ହୋଇଛି। ବିଜେଡି ସମର୍ଥତ୍ତ ଜନପ୍ରତିନିଧି ବିଡିଓଙ୍କୁ ଡାକି ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବିଜେଡି ଓ ଭାଜପା ସମର୍ଥିତ ଜନପ୍ରତିନିଧି ମୁହଁାମୁହିଁ ହୋଇଛନ୍ତି। ଏହି ଘଟଣାକୁ…
କ୍ୱାର୍ଟର୍ସ ଛାଡୁନାହାନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ
ଭୁବନେଶ୍ୱର, ୧୪।୯(ସୁନିତ୍ ମିଶ୍ର):ବହୁ ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକ ନିର୍ବାଚନରେ ପରାଜିତ ହେବା ପରେ ମଧ୍ୟ ଏ ପର୍ଯ୍ୟନ୍ତ ସରକାରୀ କ୍ୱାର୍ଟର୍ସ ଛାଡ଼ିନାହାନ୍ତି। ଷୋଡ଼ଶ ବିଧାନସଭା ଭାଙ୍ଗିବାର ୩ ମାସ ପୂରଣ ହେବା ସତ୍ତ୍ୱେ ମଧ୍ୟ କ୍ୱାର୍ଟର୍ସ ଖାଲି କରିବାକୁ ଆଗ…
ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ସୁଦ୍ଧା ଶେଷ ହେବ ସହରର ରାସ୍ତା ମରାମତି
ଭୁବନେଶ୍ୱର,୧୪।୯(ସୁନିତ୍ ମିଶ୍ର): ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ରାସ୍ତା ମରାମତିର ଆବଶ୍ୟକତା ରହିଛି। ଜଳବନ୍ଦୀ ସମସ୍ୟାର ମଧ୍ୟ ସମାଧାନ ନିତାନ୍ତ ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତନଗରୀ ସମେତ ରାଜ୍ୟର ସବୁ ସହରରେ ରାସ୍ତା ମରାମତି କାମ ଆସନ୍ତା ଅକ୍ଟୋବର…
ନାରୀ ପାଇଁ ଆଜି ବି ଉପଯୁକ୍ତ ସମାଜ ନାହିଁ
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ମହିଳା ସମିତି ପକ୍ଷରୁ ସମିତିର ପ୍ରତିଷ୍ଠାତା ଜନସାଥୀ ସ୍ବର୍ଗତ ଲେଙ୍ଗୁ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମହିଳା ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରାଦ୍ଧବାର୍ଷିକୀ ସମାରୋହ ଅବସରରେ ନିର୍ଭୟା ପ୍ରସଙ୍ଗରେ ଆଲୋଚନାଚକ୍ର ହୋଇଥିଲା। ଆଲୋଚନାଚକ୍ରରେ ବରିଷ୍ଠ…
ସିବିଏସ୍ଇ କ୍ଲଷ୍ଟର-୨ ଆଥ୍ଲେଟିକ୍ ମିଟ୍ରେ ସଫଳତା
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):କ୍ରୀଷ୍ଣା ବିକାଶ ଅନ୍ତର୍ଗତ ବରାହଗୁଡ଼ାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୯ରୁ ୧୧ତାରିଖ ପର୍ଯ୍ୟନ୍ତ କିଟ୍, ଭୁବନେଶ୍ୱରଠାରେ ଅନୁଷ୍ଠିତ ସିବିଏସ୍ଇ କ୍ଲଷ୍ଟର୍-୨ ଆଥ୍ଲେଟିକ୍ ମିଟ୍ରେ ବିପୁଳ ସଫଳତା ଅର୍ଜନ କରି ସମୁଦାୟ ୩ଟି ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ…
ସ୍ବତନ୍ତ୍ର ପରିଚୟ ଆଣିଛି ବରଗଡ଼ କଳା, ସଂସ୍କୃତି
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):କଳା ସଂସ୍କୃତିର ମାଟି ବରଗଡ଼। ଏଠାକାର କଳା ଓ ସଂସ୍କୃତି ସାରା ରାଜ୍ୟରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । କଳା ଓ କଳାକାରଙ୍କ ମାଟି ବରଗଡ଼ରେ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ଆନୁକୂଲ୍ୟରେ ଶୁକ୍ରବାର ସ୍ଥାନୀୟ ଅଗ୍ରଗାମୀ ଯୁବକ…
ସୁଭଦ୍ରା ଯୋଜନା: ଆବେଦନର ତଦାରଖ କରିବେ ବରିଷ୍ଠ ଅଧିକାରୀ
ଭବାନୀପାଟଣା,୧୪ା୯ (ଉତ୍ତମ କୁମାର ଦାଶ):ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ କଳାହାଣ୍ଡି ଜିଲାବ୍ୟାପୀ ଆବେଦନ ପ୍ରକ୍ରିୟା ଚାଲୁରହିଛି। ଜିଲାର ୨୧ବର୍ଷରୁ ଊର୍ଦ୍ଧ୍ୱ ୬୦ବର୍ଷରୁ କମ ବୟସ୍କ ମହିଳା ଯାହାଙ୍କ ବାର୍ଷିକ ପାରିବାରିକ ଆୟ ୨ଲକ୍ଷ ୫୦ହଜାରରୁ କମ ହୋଇଥିବ…
ନୂଆଁ ଖାଇଲେ କଳାହାଣ୍ଡିର ଗଡ଼ଜାତ ଅଞ୍ଚଳବାସୀ
ଭବାନୀପାଟଣା,୧୪ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ଶୁକ୍ରବାର ଜିଲାର ଗଡ଼ଜାତ ଅଞ୍ଚଳରେ ପାଳନ…
କେଜ୍ରିଓ୍ବାଲଙ୍କୁ ମୁକ୍ତି, ସିବିଆଇକୁ ଭର୍ତ୍ସନା
ନୂଆଦିଲ୍ଲୀ,୧୪ା୯:ଦିଲ୍ଲୀ ଅବକାରୀ ନୀତି ସମ୍ପର୍କିତ ମାମଲାରେ ଗିରଫ ହେବାର ୬ ମାସ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଆମ୍ ଆଦ୍ମୀ ପାର୍ଟି (ଆପ୍) ରାଷ୍ଟ୍ରୀୟ ଆବାହକ କେଜ୍ରିଓ୍ବାଲ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମନିଲଣ୍ଡରିଂ ମାମଲାରେ…
ଜାତୀୟ ଏକତାକୁ ମଜଭୁତ କରେ ହିନ୍ଦୀ ଭାଷା
ହିନ୍ଦୀ ଭାଷା ଆମ ଦେଶର ସରକାରୀ ଭାଷା ମଧ୍ୟରୁ ଅନ୍ୟତମ। ବର୍ତ୍ତମାନ ଇଂରାଜୀ ଏବଂ ମାଣ୍ଡାରିନ ପରେ ହିନ୍ଦୀ ହେଉଛି ବିଶ୍ୱର ତୃତୀୟ ସର୍ବାଧିକ କଥିତ ଭାଷା। ବିଶ୍ୱର ପ୍ରାୟ ୬୦ କୋଟି ଲୋକ ଏହି ଭାଷାକୁ ସେମାନଙ୍କର କଥିତ ଭାଷା…
Archives


