Home

ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ମିଳୁ ନିଯୁକ୍ତି: ସଂସଦରେ ଦାବି କଲେ ପ୍ରଦୀପ ପୁରୋହିତ

ବରଗଡ,୨୫।୩(ପ୍ରେମାନନ୍ଦ ଖମାରୀ): ଇଥାନଲ ପ୍ରକଳ୍ପରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ପାଇଁ ଆଜି ସଂସଦରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଏହି ଦାବି କରିଛନ୍ତି। ବରଗଡ଼ ଜିଲାରେ ଅନେକ ବେକାର ଯୁବତୀ ଯୁବକ ଅଛନ୍ତି । ଏହି ପ୍ରକଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି…

ଦୁର୍ଘଟଣାରେ ଆହତ ହେଲେ ସୋନୁ ସୁଦଙ୍କ ଧର୍ମପତ୍ନୀ

ମୁମ୍ବାଇ,୨୫।୩: ବଲିଉଡ ଅଭିନେତା ସୋନୁ ସୁଦଙ୍କ ପତ୍ନୀ ସୋନାଲି ସୁଦଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୂଚନା ଅନୁଯାୟୀ, ଅଭିନେତାଙ୍କ ପତ୍ନୀଙ୍କର ମୁମ୍ବାଇ-ପୁଣେ ରାଜପଥରେ ଏକ ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏହି ଘଟଣା ସୋମବାର ବିଳମ୍ବିତ ରାତିରେ ଘଟିଥିବା କୁହାଯାଉଛି। ଯେଉଁଠାରେ ଅଭିନେତ୍ରୀଙ୍କ…

ଦେଶୀ-ବିଦେଶୀ ମଦ ଜବତ: ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଉପଅଧିକ୍ଷକ ସ୍କୃତିକାନ୍ତ ରାଉତଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଓ ଏନଫୋର୍ସମେଣ୍ଟ ବ୍ୟୁରୋ ଏଏସଆଇ କେ.ଚନ୍ଦ୍ର ଶେଖର ରେଡ୍ଡୀ ସଦଳବଳେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଦିଗପହଣ୍ଡି ବ୍ଲକ କରପଡ଼ା…

ପ୍ରଥମଥର ପାଇଁ ୧ ଲକ୍ଷ କୋଟିର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ସବୁ ବର୍ଗଙ୍କୁ ରଖିଛନ୍ତି ଧ୍ୟାନରେ

ନୂଆଦିଲ୍ଲୀ,୨୫।୩: ଦିଲ୍ଲୀର ଭାଜପା ସରକାର ମଙ୍ଗଳବାର ବିଧାନସଭାରେ ଏହାର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଭାଜପା ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟରେ ଏକ ବିରାଟ ବୃଦ୍ଧି କରିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ତାଙ୍କ ବଜେଟ ଭାଷଣରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ: ସ୍ବାମୀଙ୍କ ସହିତ ପିଇଓଙ୍କୁ ଧରିଲା ଭିଜିଲାନ୍ସ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜ୍ଞାନ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ନୁରା ଓରଫ ନୂପୁର ସେଠ ଏବଂ ତାଙ୍କ ସ୍ବାମୀ ବେଦପ୍ରକାଶ ବିଶ୍ବାଳ ଭିଜିଲାନ୍ସ ଜାଲରେ…

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ପାଟଣା,୨୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥର ହାତୀବାରୀ ନିକଟରେ ଏକ ଟ୍ରକ ବାଇକ ଆରୋହୀଙ୍କୁ ଧକ୍କା ଦେବା ଫଳରେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣକ…

ମା’ ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ମା’ଙ୍କ ଶରଣ ପଶିଲେ ଭକ୍ତ

ଛତ୍ରପୁର, ୨୫।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ ହୋଇଛି। ଏଥିଲାଗି ଛତ୍ରପୁର ସହରଓ ଆଖ /ପାଖ ଗ୍ରାମ ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବାସହ ଢୋଲ, ଘଣ୍ଟ,…

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ବିଭତ୍ସ ହତ୍ୟା: କିଛି ସନ୍ଦିଗ୍ଧ ଅଟକ

ବଲାଙ୍ଗୀର,୨୫।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଡୁମେରଝରନ ଗାଁର ଜଣେ ଯୁବକଙ୍କ ମୃତଦେହ ନିକଟସ୍ଥ ଏକ ଜଙ୍ଗଲ ଭିତରୁ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁମ୍ବେର ଝରନ ଗାଁର ଶତ୍ରୁଘ୍ନ ପଟେଲ (୩୬)। ଶତ୍ରୁଘ୍ନଙ୍କୁ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତର

ହାଟଡିହୀ,୨୫l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର- ଭଦ୍ରକ ୫୩ନଂ ରାଜ୍ୟ ରାଜପଥର ହାଟଡିହୀ ବ୍ଲକ ଅଣା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି l ଏଥିରେ ମା’-ପୁଅ ଗୁରୁତର ହୋଇଛନ୍ତି l ସୂଚନା ଅନୁଯାୟୀ ଅକରୁଆ…

‘Virat Kohli ସାର୍‌ କହିଲେ ଶୀଘ୍ର ପଳା’,ଇଡେନ ଗାର୍ଡେନ ପଡ଼ିଆରେ ପ୍ରବେଶ କରିଥିବା ପ୍ରଶଂସକଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୩: ଦେଶରେ, ପ୍ରଶଂସକଙ୍କ ମଧ୍ୟରେ କ୍ରିକେଟରଙ୍କ ପ୍ରତି କ୍ରେଜ ଶୀର୍ଷରେ ଅଛି। ପ୍ରଶଂସକମାନେ ସୁରକ୍ଷା ବଳୟ ପାର କରି ନିଜ ପ୍ରିୟ କ୍ରିକେଟରଙ୍କୁ ଭେଟିବା ପାଇଁ ପଡ଼ିଆରେ ପ୍ରବେଶ କରିବା ଘଟଣା ପ୍ରତିଥର ଦେଖିବାକୁ ମିଳେ। IPL ୨୦୨୫ର ଉଦଘାଟନୀ ମ୍ୟାଚରେ…

ପାଣି ବିନା ସାରା ଜୀବନ ବଞ୍ଚିପାରିବ ଏହି ପ୍ରାଣୀ: କେବେ ଶୁଣି ନ ଥିବେ ନାଁ

ଦୁନିଆରେ ବହୁତ ପ୍ରକାରର ପ୍ରାଣୀ ବାସ କରନ୍ତି। ପ୍ରତ୍ୟେକ ପ୍ରାଣୀର ନିଜସ୍ବ ବିଶେଷ ଗୁଣ ଅଛି। କିଛି ପ୍ରାଣୀ ଅଛନ୍ତି, ଯେଉଁମାନେ ପାଣି ନ ପିଇ ୧୦-୧୫ ଦିନ ପର୍ଯ୍ୟନ୍ତ ବଞ୍ଚିପାରନ୍ତି, ଯେପରିକି ଓଟ। କିନ୍ତୁ ଆଜି ଆମେ ଆପଣଙ୍କୁ ଏପରି…

ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର RSS ହେଡକ୍ୱାଟର ଯିବେ ମୋଦି, ଜାଣନ୍ତୁ କାହିଁକି ଏହା ସ୍ବତନ୍ତ୍ର

ନୂଆଦିଲ୍ଲୀ,୨୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୩୦ରେ ନାଗପୁରରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟାଳୟ ପରିଦର୍ଶନ କରିବେ। ପ୍ରଧାନମନ୍ତ୍ରୀ ହେବା ପରେ ୧୧ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ହେବ ଯେ ମୋଦି ଆରଏସଏସ ମୁଖ୍ୟାଳୟକୁ ଯିବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?