ଅଜଗରକୁ ମାରି ଘୋଷାଡ଼ି ଘୋଷାଡ଼ି ନେଲେ ଲୋକେ, ଆଉ ତା’ ପରେ…
ବାରିପଦା,୧୪ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ବ୍ଲକ ଅଞ୍ଚଳରେ ଏକ ଅଜଗର ସାପକୁ ଲୋକେ ମାରିଦେଇଛନ୍ତି । ବିଲୁପ୍ତପ୍ରାୟ ପ୍ରାଣୀ-୧ (ସିଡ୍ୟୁଲ୍ଡ-୧) ପ୍ରଜାତିର ଅଜଗରକୁ ମାରି କିଛି ଲୋକ ରାସ୍ତାରେ ଘୋଷାଡ଼ି ଘୋଷାଡ଼ି ନେଉଥିବାର ଦୃଶ୍ୟ…
ସ୍ମୃତି ଇରାନୀଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୧୪।୮: ଆସନ୍ତା ବର୍ଷ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ସେପଟେ ପୂର୍ବତନ ଆମେଠି ଏମ୍ପି ସ୍ମୃତି ଇରାନୀ ଭାଜପାର ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି। ସେ ରାଜଧାନୀରେ ଦଳର ସଦସ୍ୟତା ଅଭିଯାନ ସହ ଜଡିତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ…
ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଆଜି ଏହି ୨ ଜିଲାରେ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୪।୯:ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି…
ଏମ୍ଆଇପି ପୋତିଦେବାକୁ ଷଡ଼ଯନ୍ତ୍ର
ଯାଜପୁର,୧୪ା୯(ହର୍ଷବର୍ଦ୍ଧନ ବେହେରା): ରାଜ୍ୟ ସରକାର କୃଷିର ବିକାଶ ଏବଂ କୃଷକଙ୍କ ଆୟ ବୃଦ୍ଧି ପାଇଁ ଏକାଧିକ ଯୋଜନା ପ୍ରଣୟନ କରୁଛନ୍ତି। କିନ୍ତୁ ଯାଜପୁର ଜିଲାରେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ସାଧନ ପାଇଁ କଳାପଥର ଖାଦାନଗୁଡିକୁ ଗୁରୁତ୍ୱ ଦେବା ସହ କ୍ଷୁଦ୍ର…
ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ
ନୂଆଦିଲ୍ଲୀ,୧୪।୯: ଜମ୍ମୁ କଶ୍ମୀରର କିସ୍ତଓ୍ବାଡା ଜିଲାର ଚଟୁର୍ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ସେନା କର୍ମଚାରୀ ଶହୀଦ ହୋଇଯାଇଛନ୍ତି। ଅନ୍ୟ ଦୁଇଜଣ ଆହତ ହୋଇଥିଲେ। ଶହୀଦ ହୋଇଥିବା ସୈନିକମାନେ କନଷ୍ଟେବଳ ଅରବିନ୍ଦ ସିଂ ଏବଂ…
ପୋଷାକ ଉତ୍ପାଦନରେ ନୂଆ ଅଧ୍ୟାୟ ସୃଷ୍ଟି ହେବ: ହସ୍ତତନ୍ତ ମନ୍ତ୍ରୀ
ଭୁବନେଶ୍ୱର,୧୪ା୯(ବନ୍ଦନା ସେଠୀ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଓଡ଼ିଶା ସରକାର ଏବଂ ଭାରତ ସରକାରଙ୍କ ବସ୍ତ୍ର ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ୱର ଚନ୍ଦକା ଶିଳ୍ପାଞ୍ଚଳରେ ପରିଧାନ ଉଷ୍ମାୟନ କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ନବନିର୍ମିତ କେନ୍ଦ୍ରକୁ ଶୁକ୍ରବାର ସମବାୟ, ହସ୍ତତନ୍ତ, ବୟନ…
ବିଡିଓଙ୍କୁ ହତ୍ୟା ଧମକ ଦେଲେ ବିଜେଡି ସମର୍ଥିତ ଜନପ୍ରତିନିଧି
କୁଜଙ୍ଗ,୧୪।୯(ମନୋଜ ପ୍ରଧାନ):ଜଗତ୍ସିଂହପୁର ଜିଲା କୁଜଙ୍ଗ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଶୁକ୍ରବାର ଗଣ୍ଡଗୋଳ ହୋଇଛି। ବିଜେଡି ସମର୍ଥତ୍ତ ଜନପ୍ରତିନିଧି ବିଡିଓଙ୍କୁ ଡାକି ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବିଜେଡି ଓ ଭାଜପା ସମର୍ଥିତ ଜନପ୍ରତିନିଧି ମୁହଁାମୁହିଁ ହୋଇଛନ୍ତି। ଏହି ଘଟଣାକୁ…
କ୍ୱାର୍ଟର୍ସ ଛାଡୁନାହାନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ
ଭୁବନେଶ୍ୱର, ୧୪।୯(ସୁନିତ୍ ମିଶ୍ର):ବହୁ ପୂର୍ବତନ ମନ୍ତ୍ରୀ ଏବଂ ବିଧାୟକ ନିର୍ବାଚନରେ ପରାଜିତ ହେବା ପରେ ମଧ୍ୟ ଏ ପର୍ଯ୍ୟନ୍ତ ସରକାରୀ କ୍ୱାର୍ଟର୍ସ ଛାଡ଼ିନାହାନ୍ତି। ଷୋଡ଼ଶ ବିଧାନସଭା ଭାଙ୍ଗିବାର ୩ ମାସ ପୂରଣ ହେବା ସତ୍ତ୍ୱେ ମଧ୍ୟ କ୍ୱାର୍ଟର୍ସ ଖାଲି କରିବାକୁ ଆଗ…
ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ସୁଦ୍ଧା ଶେଷ ହେବ ସହରର ରାସ୍ତା ମରାମତି
ଭୁବନେଶ୍ୱର,୧୪।୯(ସୁନିତ୍ ମିଶ୍ର): ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ରାସ୍ତା ମରାମତିର ଆବଶ୍ୟକତା ରହିଛି। ଜଳବନ୍ଦୀ ସମସ୍ୟାର ମଧ୍ୟ ସମାଧାନ ନିତାନ୍ତ ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତନଗରୀ ସମେତ ରାଜ୍ୟର ସବୁ ସହରରେ ରାସ୍ତା ମରାମତି କାମ ଆସନ୍ତା ଅକ୍ଟୋବର…
ନାରୀ ପାଇଁ ଆଜି ବି ଉପଯୁକ୍ତ ସମାଜ ନାହିଁ
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ମହିଳା ସମିତି ପକ୍ଷରୁ ସମିତିର ପ୍ରତିଷ୍ଠାତା ଜନସାଥୀ ସ୍ବର୍ଗତ ଲେଙ୍ଗୁ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମହିଳା ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରାଦ୍ଧବାର୍ଷିକୀ ସମାରୋହ ଅବସରରେ ନିର୍ଭୟା ପ୍ରସଙ୍ଗରେ ଆଲୋଚନାଚକ୍ର ହୋଇଥିଲା। ଆଲୋଚନାଚକ୍ରରେ ବରିଷ୍ଠ…
ସିବିଏସ୍ଇ କ୍ଲଷ୍ଟର-୨ ଆଥ୍ଲେଟିକ୍ ମିଟ୍ରେ ସଫଳତା
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):କ୍ରୀଷ୍ଣା ବିକାଶ ଅନ୍ତର୍ଗତ ବରାହଗୁଡ଼ାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୯ରୁ ୧୧ତାରିଖ ପର୍ଯ୍ୟନ୍ତ କିଟ୍, ଭୁବନେଶ୍ୱରଠାରେ ଅନୁଷ୍ଠିତ ସିବିଏସ୍ଇ କ୍ଲଷ୍ଟର୍-୨ ଆଥ୍ଲେଟିକ୍ ମିଟ୍ରେ ବିପୁଳ ସଫଳତା ଅର୍ଜନ କରି ସମୁଦାୟ ୩ଟି ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ…
ସ୍ବତନ୍ତ୍ର ପରିଚୟ ଆଣିଛି ବରଗଡ଼ କଳା, ସଂସ୍କୃତି
ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):କଳା ସଂସ୍କୃତିର ମାଟି ବରଗଡ଼। ଏଠାକାର କଳା ଓ ସଂସ୍କୃତି ସାରା ରାଜ୍ୟରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । କଳା ଓ କଳାକାରଙ୍କ ମାଟି ବରଗଡ଼ରେ ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ଆନୁକୂଲ୍ୟରେ ଶୁକ୍ରବାର ସ୍ଥାନୀୟ ଅଗ୍ରଗାମୀ ଯୁବକ…
Archives


