Home

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ ତାଙ୍କର ଅସ୍ଥି ପୂର୍ବାପେକ୍ଷା ମଜଭୁତ ରହିବ। ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଖଜୁରି ଖାଇବା ଦ୍ୱାରା…

ଯକ୍ଷ୍ମାକୁ ନିର୍ମୂଳ କରିବା ସମ୍ଭବ

ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି ବିଶ୍ୱର ପ୍ରାୟ ସର୍ବତ୍ର ଦେଖାଯାଉଥିଲେ ମଧ୍ୟ ରୋଗାକ୍ରାନ୍ତ ବ୍ୟକ୍ତିମାନେ ମୁଖ୍ୟତଃ ବିଶ୍ୱର ଗରିବ ଦେଶଗୁଡ଼ିକର…

ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି ହୋଇଛି। ଶନିବାର ମୁମ୍ବାଇସ୍ଥିତ ଏକ କୋର୍ଟରେ ସିବିଆଇ ପକ୍ଷରୁ…

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ଓ ପରିବା ଅଭାବୀ ବିକ୍ରି ସାଧାରଣରେ ପରିଣତ ହୋଇଛି। ଅନ୍ୟପଟେ କେତେବେଳେ ବର୍ଷାଭାବ…

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇବାକୁ ହେଲେ ଆଧାର କାର୍ଡର ଆବଶ୍ୟକ ପଡୁଥିବା ବେଳେ…

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର…

ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା…

ଭୂତଳ ଜଳପତ୍ତନ ଖସୁଛି

ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର ବ୍ୟବହାର…

୨୫ ତାରିଖ ଯାଏ ଝଡ଼ବର୍ଷା, ଆସନ୍ତା ୪ରୁ ୫ଦିନ ମଧ୍ୟରେ…

ଭୁବନେଶ୍ୱର,୨୪ା୩: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଥିବାବେଳେ ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ମାତ୍ର ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା…

ପୁଟିନ୍‌ଙ୍କ ରାସ୍ତାରେ ଏର୍ଡୋଗାନ୍‌

ଇସ୍ତାନବୁଲ,୨୪ା୩: ତୁର୍କୀରେ ଗତ ରାଷ୍ଟ୍ରପତି ନିର୍ବାଚନ ୨୦୨୩ ମେ’ ୧୪ରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ନିର୍ବାଚନ ୨୦୨୮ ମେ’ ୭ରେ ହେବାକୁ ଯାଉଛି। ବର୍ତ୍ତମାନର ରାଷ୍ଟ୍ରପତି ରେସେପ୍‌ ତୈୟିପ୍‌ ଏର୍ଡୋଗାନ୍‌ଙ୍କ ବିରୋଧରେ ଆଗାମୀ ନିର୍ବାଚନରେ ପ୍ରାର୍ଥୀ ହେବାକୁ ଥିବା ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ…

ଏଇ ଭାରତରେ

ବାର୍ଦ୍ଧକ୍ୟରେ ଯେତେବେଳେ ସମ୍ପର୍କର ଡୋର ଛିଣ୍ଡିବା ଆରମ୍ଭ ହୁଏ ସେତେବେଳେ ବିବାହ କଥା ଚିନ୍ତା କରିବା ଅସମ୍ଭବ ଲାଗିଥାଏ। ହେଲେ ଏଭଳି ଏକ ଭାବନାକୁ ଭୁଲ ପ୍ରମାଣିତ କରିଛନ୍ତି ୬୬ ବର୍ଷୀୟ ମୁନ୍ନାଲାଲ୍‌ ଓ ୫୭ ବର୍ଷୀୟା ପ୍ରମିଳା। ଚାରି ଦିନ…

ପୁରାତନ ଦୃଷ୍ଟିକୋଣ ବଦଳୁ

ନିକଟରେ ମହାକାଶରୁ ସକୁଶଳ ଫେରିଆସିଥିବା ସୁନୀତା ୱିଲିୟମ୍ସଙ୍କ ଚର୍ଚ୍ଚା ସବୁଠି, ଯଦିଓ ତାଙ୍କ ସହିତ ବୁଚ୍‌ ୱିଲ୍‌ମୋର ଓ ଅନ୍ୟ ଦୁଇଜଣ ସହଯାତ୍ରୀ ଥିଲେ। ନାନା ସଂଶୟ ଭିତରେ ଭାରତୀୟ ବଂଶୋଦ୍ଭବ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ ପୃଥିବୀବାସୀଙ୍କୁ ଆଶ୍ୱସ୍ତ କରିବା ସହିତ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?