Home

ଫଳକରେ ନ ଥିଲା ସରପଞ୍ଚ-ସମିତିସଭ୍ୟଙ୍କ ନାଁ, ମୁଣ୍ଡକୁ ଉଠିଗଲା ରାଗ, ଆଉ ତା’ ପରେ…

ଭଦ୍ରକ/ନଳାଙ୍ଗ,୨୩।୩: (ସନାତନ ରାଉତ/ସାଇଶଙ୍କର ମହାକୁଳ): ଭଦ୍ରକ ବ୍ଲକର ଅଣ୍ଡେଇପଲ୍ଲୀସ୍ଥିତ ମିନତି ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟର ନୂତନ ଶ୍ରେଣୀଗୃହର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ଲଗାଯାଇଥିବା ଫଳକକୁ ସରପଞ୍ଚ ଓ ସମିତିସଭ୍ୟ ଭାଙ୍ଗି ଦେଇଛନ୍ତି। ଶନିବାର ଅପରାହ୍ନ ୪ଟାରେ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଥିବାବେଳେ…

କାଳ ସାଜିଲା କାଳବୈଶାଖୀ: ଆକାଶରୁ ଖସିଲା ନିଆଁ, ନିମିଷକରେ ଜଳିଗଲା ଘର

ଆଗରପଡ଼ା,୨୩ା୩(ସୁଶାନ୍ତ ଦାଶ): ଭଦ୍ରକ ଜିଲା ବନ୍ତ ତହସିଲ ଅନର୍ଗତ ଗୋପୀନାଥପୁର ପଞ୍ଚାୟତର ସାହୁପଡ଼ା ୪ନଂ. ୱାର୍ଡରେ କାଳବୈଶାଖୀ ଯୋଗୁ ବଜ୍ରପାତରେ ୨ ବଖରା ଘର ଜଳିଯାଇଛି। ଶୁକ୍ରବାର ରାତି ୮ଟାରେ ବଜ୍ରପାତ ଘଟି ଗ୍ରାମର ଭାଗବତ ଦାସଙ୍କ ଘରେ ନିଆଁ ଲାଗିଯାଇଥିଲା।…

ଚରିତ୍ରକୁ ସନ୍ଦେହ କରି ପତ୍ନୀଙ୍କ ସହ ୩ ପିଲାଙ୍କୁ ଗୁଳି କରି ହତ୍ୟା କଲେ ଭାଜପା ନେତା, ଘଟଣା ଦିନ… 

ଲକ୍ଷ୍ନୌ,୨୩।୩: ଉତ୍ତରପ୍ରଦେଶ ଶାହାରନପୁରର ସଂଠେଡା ଗ୍ରାମରେ ଶନିବାର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ପତ୍ନୀଙ୍କ ଚରିତ୍ରକୁ ସନ୍ଦେହ କରି ନିଜ ପିଲାମାନଙ୍କୁ ହତ୍ୟା କରିଛନ୍ତି। ପ୍ରଥମେ ସେ ତାଙ୍କ ସ୍ତ୍ରୀଙ୍କ ଉପରେ ଗୁଳି ଚଳାଇବା…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଖରାଦିନରେ ଏହି ୫ ଫଳ ସବୁଠୁ ଉପକାରୀ, ନିୟନ୍ତ୍ରଣରେ ରହିବ ବ୍ଲଡ୍‌ ସୁଗାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁ ଚ୍ୟାଲେଞ୍ଜିଂ ହୋଇପାରେ। କାରଣ ଗରମ ଏବଂ ଝାଳ ଯୋଗୁ ବ୍ଲଡ୍‌ ସୁଗାର ବୃଦ୍ଧି ପାଇପାରେ। ଏପରି ପରିସ୍ଥିତିରେ ସଠିକ୍‌ ଖାଦ୍ୟ ବାଛିବା ବହୁତ ଗୁରୁତ୍ୱପୂର୍ଣ୍ଣ। ଗ୍ରୀଷ୍ମଋତୁରେ ଏପରି କିଛି ଫଳ ମିଳିଥାଏ, ଯାହା ଶରୀରକୁ କେବଳ…

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ ଭଳି ଲାଗିଥାଏ। ହେଲେ ଏମିତି ବି କିଛି ବାସ୍ତୁଟିପ୍ସ ରହିଛି, ଯାହାକୁ ମାନିଲେ କରଜରୁ…

RCB ବିଜୟକୁ ନେଇ ଖୁସିରେ ଝୁମିଲେ ମୁମ୍ବାଇ ଅଧିନାୟକ? କ’ଣ ଥିଲା କାରଣ… 

ନୂଆଦିଲ୍ଲୀ,୨୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୮ତମ ସିଜିନ ଏକ ଜବରଦସ୍ତ ମ୍ୟାଚ୍‌ ସହିତ ଆରମ୍ଭ ହୋଇଛି। ସିଜିନର ପ୍ରଥମ ମ୍ୟାଚ୍‌ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଥିଲା। ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ,…

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ…

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି ହାଇପ୍ରୋଫାଇଲ ମାମଲାକୁ ନେଇ ଶନିବାର ସିବିଆଇ ନିଜର…

ଡିଲିମିଟେଶନ ଆଉ ୨୫ ବର୍ଷ ଘୁଞ୍ଚୁ

ଚେନ୍ନାଇ,୨୩ା୩(ପି.ଟି.): କେନ୍ଦ୍ର ସରକାରଙ୍କ ଡିଲିମିଟେଶନ (ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ) ପଦ୍ଧତିକୁ ବିରୋଧ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଦ୍ୱାରା ଆହୂତ ଡିଏମ୍‌କେ ନେତୃତ୍ୱାଧୀନ ଯୁଗ୍ମ କ୍ରିୟାନୁଷ୍ଠାନ କମିଟି (ଜେଏସି) ବୈଠକ ଶନିବାର ଚେନ୍ନାଇରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପଯୁକ୍ତ…

IPL-2025 ଉଦ୍‌ଘାଟନୀ ମ୍ୟାଚରେ ଆର୍‌ସିବିର ବିଜୟ ଅଭିଯାନ ଆରମ୍ଭ

କୋଲକାତା, ୨୨।୩: IPL-2025 ଉଦ୍‌ଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର(ଆର୍‌ସିବି)ର ବିଜୟ ସହ ଅଭିଯାନ ଆରମ୍ଭ କରିଛି। ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଏବଂ ବ୍ୟାଟର ଫିଲ୍‌ ସଲ୍ଟ ଓ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଆରସିବି ୭ ଉଇକେଟରେ ଗତ ଥରର…

MS Dhoniଙ୍କୁ କେମିତି କଣ୍ଟ୍ରୋଲ କରିବ ମୁମ୍ବାଇ, ଗୋଟିଏ ଦିନ ପୂର୍ବରୁ Suryakumar Yadav କହିଲେ ଏମିତି

ନୂଆଦିଲ୍ଲୀ,୨୨।୩: ରବିବାର ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ର ତୃତୀୟ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହେବେ। ଏହି ମ୍ୟାଚ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ସିଏସକେର ଅଧିନାୟକ ରୁତୁରାଜ ଗାୟକୱାଡ ଏବଂ ଏମଆଇର ଅଧିନାୟକ ସୂର୍ଯ୍ୟକୁମାର…

କ୍ୟାପଟେନ ହେଉ ହେଉ ବଦଳିଗଲେ Ajinkya Rahane, ପ୍ରଥମ ମ୍ୟାଚରେ ଦେଖାଇଲେ ଚମକ

କୋଲକାତା,୨୨।୩: IPL ୨୦୫ର ପ୍ରଥମ ଅର୍ଦ୍ଧଶତକ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ବ୍ୟାଟରୁ ଆସିଥିଲା। ସେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ ବିପକ୍ଷରେ ପ୍ରଥମ ମ୍ୟାଚରେ ମାତ୍ର ୨୫ ବଲରେ ତାଙ୍କର ଅର୍ଦ୍ଧଶତକ ପୂରଣ କରିଥିଲେ। ସୂୟାସ ଶର୍ମାଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?