ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ସହ ଦୁର୍ବ୍ୟବହାର, ମାଡ଼ପିଟ ଏବଂ ପରେ ପୋଲିସ ତାଙ୍କୁ ଥାନାକୁ ନେଇଯିବା…
ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ ମୃତ୍ୟୁ ଘଟିଛି; ତେବେ ଜାହାଜରେ ଥିବା ତିନିଜଣ ଭାରତୀୟ ନାଗରିକ ସୁରକ୍ଷିତ ଅଛନ୍ତି।…
କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ ପାଇଛି। MCX ରେ ଡିସେମ୍ବର ମାସର ଡେଲିଭରି ପାଇଁ ସୁନା ଦର ୮୩…
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ
ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର ଆକ୍ରମଣ କରି କହିଛନ୍ତି। ଏକ ଯୋଜନାବଦ୍ଧ ପ୍ରୟାସ ମାଧ୍ୟମରେ ରାହୁଲ ଗାନ୍ଧୀଙ୍କୁ କ୍ଷମତାକୁ…
ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…
ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି ନିଷ୍ପତ୍ତି ଘୋଷଣା କରି ଲେଖିଛନ୍ତି, ‘ଏହି ନିଷ୍ପତ୍ତି ନେବା ସହଜ ନଥିଲା। ଏଥିରେ…
‘ପ୍ରଥମେ ନିଜ ନେମ୍ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ
ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ। ପୋଲିସ ସାମ୍ବାଦିକମାନଙ୍କୁ ପ୍ରତିବାଦ ଖବର ସଂଗ୍ରହ କରିବା ସମୟରେ ସେମାନଙ୍କ…
ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ
ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ ସୋମବାର ଘୋଷଣା କରିଛି। ଏହାଦ୍ୱାରା ଜାତୀୟ ସ୍ତରରେ ଇଣ୍ଡିଗୋ ବିମାନ ଭଡ଼ା ବୃଦ୍ଧି…
‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି
ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଚୟନ କରିଥିଲେ। ନିଜ ଦାବିର ସମର୍ଥନରେ ବଦ୍ରିନାଥ, ସଞ୍ଜୁ ସାମସନଙ୍କୁ ଦଳରୁ ବାଦ…
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ କରିଛି। ସୂଚନା ଅନୁସାରେ, ଘଷିପୁରା ଥାନା କାଠପାଳ ଗାଁର ଜଣେ ଯୁବତୀ ଏନେଇ…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହିତ ପଡ଼ିଆକୁ ଓହ୍ଲାଇବ। ଏସିଆନ ଗେମ୍ସରେ ଭିଭିଏସ୍…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି। ସୂଚନା…
ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…
ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ (ବିଜେଡି)। ନିର୍ବାଚନ କମିଶନଙ୍କ କାର୍ଯ୍ୟପ୍ରଣାଳୀ ଏବଂ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନସିଭ ରିଭିଜନ…

