ଗୁଣାତ୍ମକ ଉତ୍ପାଦକୁ ଓଡ଼ିଶା ପ୍ଲାଷ୍ଟୋର ଗୁରୁତ୍ୱ
ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶା ପ୍ଲାଷ୍ଟୋ ପ୍ରୋ ପ୍ୟାକ ଓଡ଼ିଶା ଏବଂ ଓଡ଼ିଶା ପ୍ଲାଷ୍ଟୋର ୪ ଦିନିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରି ଉତ୍ସାହଜନକ କାରବାର ଓ ପ୍ରତିକ୍ରିୟା ହାସଲ କରିଛି। ବିଶେଷ କରି ବ୍ରାଣ୍ଡ୍ର…
ମଣିପାଲ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ମଣିପାଲ ହସ୍ପିଟାଲକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି ଏକ ବିରଳ କ୍ୟାନସର ରୋଗର ପୀଡିତ ୬୫ବର୍ଷିୟା ମହିଳାଙ୍କର ସଫଳ ଅସ୍ତ୍ରୋପଚାର ହସ୍ପିଟାଲରେ କରାଯାଇଛି। ମଣିପାଲ ହସ୍ପିଟାଲର ଅଭିଜ୍ଞ ସର୍ଜନ ତଥା କ୍ୟାନସର ବିଶେଷଜ୍ଞଙ୍କ ଏକ ଟିମ୍…
ଏସ୍-ଆଇଏଲ୍ଏଫ୍ ସହ ସିଆଇଆଇର ବୁଝାମଣା
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଏବଂ ସାସାକାୱା-ଇଣ୍ଡିଆ ଲେପ୍ରୋସି ଫାଉଣ୍ଡେଶନ ବା ଏସ୍-ଆଇଏଲ୍ଏଫ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଏସ୍-ଆଇଏଲ୍ଏଫ୍ ଓ ସିଆଇଆଇ ମଧ୍ୟରେ ଏକ ବୁଝାମଣ ପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହେବା ସହ…
ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ
ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ ଦିବସକୁ ଜାତୀୟ ଦୁଗ୍ଧ ଦିବସ ରୂପେ ପାଳନ କରାଯାଉଛି। ଶ୍ବେତ ଆନ୍ଦୋଳନର ପ୍ରଣେତା ଭର୍ଗିଜ…
ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା
ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ ସହ ସମ୍ପର୍କ ମଧ୍ୟରେ ସମନ୍ବୟ ରଖିବାକୁ ପ୍ରତି ସପ୍ତାହରେ ୧୮ ହଜାର କି.ମି. ଯାତ୍ରା…
ଏକସଙ୍ଗେ ୧୩ ଫ୍ଲପ୍ ଫିଲ୍ମ ଦେଇଥିଲେ ଅର୍ଜୁନ
ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ୨୩ ବର୍ଷ ଧରି ବଲିଉଡ୍ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହିଛନ୍ତି। ନିଜ କ୍ୟାରିୟର ଯାତ୍ରାରେ ତାଙ୍କୁ ଅନେକ ସଂଘର୍ଷ ଦେଖିବାକୁ ପଡ଼ିଛି। ସୋମବାର ଏକ ସାକ୍ଷାତ୍କାର ଦେଇ ସେ କହିଛନ୍ତି, ତାଙ୍କୁ ସର୍ବ ପ୍ରଥମେ ନିର୍ଦ୍ଦେଶକ ରାଜୀବ ରୟ…
ଇଣ୍ଡୋନେସିଆରେ ବନ୍ୟା ଓ ଭୂସ୍ଖଳନ, ୧୬ ମୃତ
ଜାକର୍ତ୍ତା, ୨୬।୧୧: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ବନ୍ୟା ଓ ଭୂସ୍ଖଳନ ଯୋଗୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସୁମାତ୍ରା ଦ୍ୱୀପର ୪ ଅଞ୍ଚଳରେ ଇଣ୍ଡୋନେସିଆ…
ଆଦାନୀ ଗ୍ରୁପ୍ର ୧୦୦ କୋଟିକୁ ଅଗ୍ରାହ୍ୟ କଲେ ତେଲଙ୍ଗାନା ସରକାର
ହାଇଦ୍ରାବାଦ,୨୬ା୧୧: ତେଲଙ୍ଗାନାରେ ଯୁବବର୍ଗଙ୍କ ମଧ୍ୟରେ ଔଦ୍ୟୋଗିକ ଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀସମୂହ ଆଦାନୀ ଗ୍ରୁପ ଦକ୍ଷତା ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ୧୦୦ କୋଟି ଟଙ୍କା ଯୋଗାଇ ଦେଇଥିଲା। ତେବେ ସୌର ବିଦ୍ୟୁତ୍ ଠିକା ପାଇବା ପାଇଁ ଭାରତୀୟ ଅଧିକାରୀମାନଙ୍କୁ…
କେରଳରେ ବଢ଼ୁଛି ଶିଶୁ ଯୌନ ଶୋଷଣ ମାମଲା
କୋଚି, ୨୬।୧୧: ଦେଶରେ ଦେଖାଦେଉଥିବା ଶିଶୁ ଯୌନ ଶୋଷଣ ମାମଲା ମଧ୍ୟରୁ ସର୍ବାଧିକ ମାମଲା କେରଳରୁ ସାମ୍ନାକୁ ଆସିଛି। କେରଳ ଷ୍ଟେଟ୍ କମିଶନ ଫର୍ ପ୍ରୋଟେକ୍ସନ ଅଫ୍ ଦି ଚାଇଲ୍ଡ ରାଇଟ୍ସର ତଥ୍ୟ ଅନୁଯାୟୀ, କେରଳରେ ଶିଶୁମାନଙ୍କ ସହ ଯୌନ ଶୋଷଣ ମାମଲା…
ଭାଜପାରେ ଯୋଗଦେବେ କି ଅମର ଶତପଥୀ: କହିଦେଲେ ମନର କଥା
ଚଣ୍ଡିଖୋଲ,୨୬ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି):ଏବେ ଧୀରେ ଧୀରେ ଆଞ୍ଚଳିକ ଦଳଗୁଡ଼ିକର ପ୍ରଭାବ କମୁଛି। ଜାତୀୟ ଦଳ ସହଯୋଗରେ ଆଞ୍ଚଳିକ ଦଳଗୁଡ଼ିକ ବିଜୟୀ ହୋଇଛନ୍ତି ବୋଲି ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି ା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନକୁ ନେଇ ଗଣମାଧ୍ୟମ…
ଦିଲ୍ଲୀରେ ଜିଆର୍ଏପି-୪ ବଳବତ୍ତର ରହିବ
ନୂଆଦିଲ୍ଲୀ,୨୬ା୧୧(ପି.ଟି.): ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ବି ଉତ୍କଟ ରହିଥିବାରୁ ଗ୍ରେଡେଡ୍ ରେସ୍ପନ୍ସ ଆକ୍ସନ ପ୍ଲାନ୍ର ଚତୁର୍ଥ ପର୍ଯ୍ୟାୟ (ଜିଆର୍ଏପି-୪) ବଳବତ୍ତର ରହିବ ବୋଲି ସୁପ୍ରିକୋର୍ଟ ସୋମବାର କହିଛନ୍ତି। ତଦନୁଯାୟୀ ଦିଲ୍ଲୀ ଭିତରେ ବାହାର ଟ୍ରକ୍ ଓ ଅନ୍ୟାନ୍ୟ ଗାଡ଼ି ପ୍ରବେଶ ଏବଂ…
ଆଣ୍ଡାମାନ୍ ସାଗରରୁ ୫ ଟନ୍ ଡ୍ରଗ୍ସ ଜବତ
ନୂଆଦିଲ୍ଲୀ,୨୬ା୧୧: ଆଣ୍ଡାମାନ୍ ସାଗରରେ ଏକ ମାଛଧରା ବୋଟ୍ରୁ ତଟସୁରକ୍ଷା ବାହିନୀ (ଆଇସିଜି) ୫ ଟନ୍ରୁ ଊର୍ଦ୍ଧ୍ୱ ଡ୍ରଗ୍ସ ଜବତ କରିଛି। ମ୍ୟାନ୍ମାର ଫିଶିଂ ବୋଟ୍ରୁ ଏହି ମେଥାମ୍ଫେଟାମାଇନ୍ ଜବତ ହୋଇଛି, ଯାହାକି ସାମୁଦ୍ରିକ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥା ଦ୍ୱାରା ସର୍ବାଧିକ ଚୋରା ନିଶାଦ୍ରବ୍ୟ…
Archives


