Home

ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…

କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି ପାଇବାକୁ ବର୍ଷବର୍ଷ ଧରି ଚାହିଁ ରହିଥିଲେ ମଧ୍ୟ ପାଇ ପାରୁନାହାନ୍ତି। ମାତ୍ର ମାଫିଆ ଗୋଷ୍ଠୀ…

ସେ ପପୁ ନୁହଁନ୍ତି…, ପାଖରେ ବସିଥିବା ରାହୁଲଙ୍କୁ ନେଇ କାହିଁକି ଏମିତି କହିଲେ ପିଟ୍ରୋଡା

ଟେକ୍ସାସ,୯।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ସେ ତିନି ଦିନିଆ ଗସ୍ତରେ ଆମେରିକା ଯାଇଛନ୍ତି, ଯେଉଁଠାରେ ସେ ବିଭିନ୍ନ ଫୋରମରେ ଅନେକ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ରାହୁଲ ରବିବାର ଡାଲାସର ଟେକ୍ସାସ ୟୁନିଭରସିଟିର ଛାତ୍ରମାନଙ୍କ ସହ…

ମୁଁ ବୁଢା ହୋଇ ଗଲେଣି, କାହିଁକି ଏମିତି କହିଲେ ଖାର୍ଗେ, ବଦଳିବେ କି କଂଗ୍ରେସ ଅଧ୍ୟକ୍ଷ?

ନୂଆଦିଲ୍ଲୀ,୯।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି। ଏହି ରାଜନୈତିକ ଖେଳରେ କଂଗ୍ରେସ ଏବଂ ଭାଜପା ଧୀରେ ଧୀରେ ସେମାନଙ୍କରକାର୍ଡ ଖୋଲୁଛନ୍ତି। କୁସ୍ତି ମଞ୍ଚରେ ନିଜର ଶକ୍ତି ପ୍ରଦର୍ଶନ କରିଥିବା ଭିନେଶ ଫୋଗାଟ ବର୍ତ୍ତମାନ ରାଜନୈତିକ ମଇଦାନକୁ ଓହ୍ଲାଇଛନ୍ତି।…

ପ୍ରଥମ ଭାଷଣରେ ରାହୁଲଙ୍କୁ ନେଇ ଭିନେଶ ଫୋଗଟ କହିଲେ ଏମିତି…

ଚଣ୍ଡୀଗଡ଼,୯ା୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ୍‌ ବାଜି ସାରିଛି। ଏଥର ବିଧାନସଭା ନିର୍ବାଚନରେ କଂଗ୍ରେସ ଜୁଲାନା ଆସନରୁ ମହିଳା ରେସ୍‌ଲର ଭିନେଶ ଫୋଗଟଙ୍କୁ ପ୍ରାର୍ଥୀ କରିବା ନିଷ୍ପତ୍ତି ନେଇଛି। ଭିନେଶ ମଧ୍ୟ ତାଙ୍କ ଅଭିଯାନ ଆରମ୍ଭ କରିଛନ୍ତି।…

ନୀଳରକ୍ତ କଙ୍କଡ଼ା ଜିଓ ଟ୍ୟାଗିଙ୍ଗ୍‌ ପାଇଁ ଅନୁମତି

ମହାକାଳପଡ଼ା,୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକା ନଦୀ ଅବବାହିକା ଅଞ୍ଚଳରେ ବହୁସଂଖ୍ୟାରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବା ହର୍ସୁକ୍ରାବ୍‌ଙ୍କ ପୂର୍ଣ୍ଣିମା, ଅମାବାସ୍ୟାରେ ମିଳନ ପ୍ରକ୍ରିୟା ଦେଖିବାକୁ ମିଳେ। ବିରଳ ପ୍ରଜାତିର ନୀଳରକ୍ତ କଙ୍କଡ଼ା ୪୫କୋଟି…

ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ପାଟନା,୯।୯: ବିହାରର ରାଜଧାନୀ ପାଟନାରେ ସୋମବାର ସକାଳେ ଜଣେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପାଟନା ସହରର ମଙ୍ଗଲ ତାଲାବ ନିକଟ ମନୋଜ କମଲିଆ ଗେଟରେ ଏହି ଘଟଣା ଘଟିଛି। ସକାଳେ ସକାଳେ ଗୁଳିର ଶବ୍ଦ ରାଜଧାନୀକୁ ଥରାଇ…

ଯୋଗ ଓ ମାନସିକ ସ୍ବାସ୍ଥ୍ୟ

ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ କରିଥାଏ। ଠିକ୍‌ ସେହିପରି ବିଭିନ୍ନ ଯୋଗ ଅଭ୍ୟାସ ଶାରୀରିକ ରୋଗ ସହିତ ଅନେକ ମାନସିକ…

ଲୁଣ-ହୀରା-ବ୍ରାଗ୍‌ ନିୟମ

କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ ସଜ୍ଜିତ ହୋଇ ରହିଥାନ୍ତି। ପଦାର୍ଥ ଭିତରେ ଯେ କୌଣସି ଦିଗରେ ଗଲେ ଗୋଟିଏ ନିର୍ଦ୍ଦିଷ୍ଟ…

ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍‌, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…

ଭୁବନେଶ୍ୱର,୯।୯(ସୁନିତ୍‌ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ ବୋଲି…

‘ଭାରତରେ ଏବେ କେହି ପ୍ରଧାନମନ୍ତ୍ରୀଙ୍କୁ ଡରୁ ନାହାଁନ୍ତି…’, ବିଦେଶରେ ଭାଜପାକୁ ଟାର୍ଗେଟ କଲେ ରାହୁଲ

ଡଲାସ,୯।୯: ଆମେରିକା ଗସ୍ତରେ ଥିବା ରାହୁଲ ଗାନ୍ଧୀ ଟେକ୍ସାସରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଭାରତର ଭାଜପା ସରକାର ଉପରେ ଖୁବ ବର୍ଷିଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ଆରଏସଏସ ବିଶ୍ୱାସ କରେ ଯେ ଭାରତ ଏକ ବିଚାର ଏବଂ ଆମେ ବିଶ୍ୱାସ…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, କହିଲା ଭଲ ସମ୍ପର୍କ ଚାହୁଁଛୁ ହେଲେ…

ଢାକା,୯।୯: ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର ମହମ୍ମଦ ୟୁନୁସ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଭଲ ସମ୍ପର୍କ ଚାହୁଁଛି,…

ଗଣେଶ୍ୱର ବେହେରାଙ୍କ ସତ୍ୟପାଠକୁ ଭୁଲ୍‌ ଦର୍ଶାଇଲେ କଂଗ୍ରେସର ଏହି ନେତ୍ରୀ, କହିଲେ ଜାତିଗତ କ୍ଷେତ୍ରରେ ତାଙ୍କର…

କେନ୍ଦ୍ରାପଡ଼ା,୯ା୯ (ଜଗନ୍ନାଥ ଧଳ): ୨୦୨୪ ନିର୍ବାଚନ ଫଳାଫଳର ୩ ମାସ ପରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରାଙ୍କ ସତ୍ୟପାଠ ଉପରେ କଂଗ୍ରେସ ପ୍ରାର୍ଥୀ ସିପ୍ରା ମଲ୍ଲିକ ପ୍ରଶ୍ନ ଉଠାଇଛନ୍ତି। ସହରର ବଉଳବିହାରସ୍ଥିତ ବାସଭବନରେ ମଲ୍ଲିକ ରବିବାର ଏକ ଖବରଦାତା ସମ୍ମିଳନୀ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri