ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟର୍ ଅଭିଷେକ ଶର୍ମାଙ୍କ ପାଖରେ ଏକ ବଡ଼ ବିଶ୍ୱ ରେକର୍ଡ ନିଜ ନାମରେ…
ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ
ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ ଭବନରେ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାରେ ଆୟୋଜିତ ହେବାକୁ…
ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର
ଷ୍ଟକ୍ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ ସାହିତ୍ୟର ସୁନ୍ଦର ସମନ୍ବୟ ରଖି ନୂତନ ଶୈଳୀ ଓ ନବସୃଜନ ସୃଷ୍ଟି କରିଥିବାରୁ…
IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!
ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ କରୁଥିବା ଦେଖିବାକୁ ଆଶା ରଖିଥିବା ପ୍ରଶଂସକଙ୍କୁ ନିରାଶ ହେବାକୁ ପଡ଼ିପାରେ । ଦଳର…
ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ
ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ । ଇସ୍ରାଏଲର ରାଷ୍ଟ୍ରପତି…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…
ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM
ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ବିଦେଶରେ ପହଞ୍ଚି ନୂଆ ସିମ୍ କାର୍ଡ ଖୋଜିବାକୁ ପଡ଼ିବ…
The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ
ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ ସେ କେବଳ ଦୂରରୁ ସୈନିକଙ୍କ ମନୋବଳ ବଢ଼ାଇ ନ ଥିଲେ, ବରଂ ନିଜେ…
ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ ଲୋକ ଦଳ (RLD) ଅଧ୍ୟକ୍ଷ ଜୟନ୍ତ ଚୌଧୁରୀଙ୍କୁ ଭେଟିବା ପରେ ସେ ୨୦୨୭…
GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….
ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ GST ନିୟମକୁ ସରଳ…
‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍ସ
ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦ୍ଘାତ (କାର୍ଡିଆକ୍ ଆରେଷ୍ଟ) ହୋଇଥିଲା। ତୁରନ୍ତ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, ଯେଉଁଠାରେ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ
ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍ ଆଣ୍ଟି-କ୍ୟାନସର ଔଷଧ ଉପରେ ଟ୍ରେଡ୍ ମାର୍ଜିନ୍କୁ ସର୍ବାଧିକ ୩୦ ପ୍ରତିଶତରେ ସୀମିତ କରିବାକୁ…

