Home

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି ଝିପି ବର୍ଷା ଲାଗି ରହିଥିବା ସତ୍ତ୍ୱେ ଧାନ ରୁଆ କାମ ଚାଲିଛି। ସମଗ୍ର…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ ଏହାକୁ ସ୍ଥଗିତ ରଖିବା ଜରୁରୀ ହୋଇପଡ଼ିଥିଲା। ଉଲ୍ଲେଖଯୋଗ୍ୟ, ଗତ ୧୦୦ ବର୍ଷ ମଧ୍ୟରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରେଳବାଇର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ କରିବା ପରେ ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ଶସ୍ତାରେ ଅଲଆଉଟ ହୋଇଯାଇଥିଲା। ଗିଲଙ୍କ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବରପାଇ ଆଟାପଡ଼ା ଗାଁ…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?