ପାଣ୍ଡ୍ୟାଙ୍କ ସହ ଡେଟିଂକୁ ନେଇ ମୁହଁ ଖୋଲିଲେ ରୁଷିଆ ମଡେଲ୍
ନୂଆଦିଲ୍ଲୀ,୧୪।୭: ନିକଟରେ କ୍ରିକେଟର୍ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ସ୍ତ୍ରୀ ନତାସା ଷ୍ଟାନକୋଭିକଙ୍କ ସହ ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ସମୟରେ ହାର୍ଦ୍ଦିକଙ୍କ ଫଟୋସୁଟ ଭାଇରାଲ ହେବାରେ ଲାଗିଛି। ଏଥିରେ ତାଙ୍କୁ ରୁଷିଆର ମଡେଲ ଏଲିନା ଟୁଟେଜାଙ୍କ ସହ ଦେଖିବାକୁ…
ଖୋଲିଲା ଭିତର ରତ୍ନଭଣ୍ଡାର
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ଭିତରେ…
ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ଯୁବକଙ୍କୁ ମିଳିସାରିଛି ଏହି ପୁରସ୍କାର
ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ପେନସିଲଭେନିଆର ବଟଲରରେ ନିର୍ବାଚନ ପ୍ରଚାର କରୁଥିବାବେଳେ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼…
ହସ୍ପିଟାଲରେ ନିଆଁ ଲାଗିବା ଘଟଣା: ଆଖିବୁଜିଲା ୧୧ ଦିନର ଶିଶୁ
କଟକ,୧୪ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ଘରୋଇ ନର୍ସିଂହୋମ୍ ତ୍ରିଶାରେ ଶନିବାର ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡ ନର୍ସିଂହୋମ୍ର ୩ ମହଲାରେ ଥିବା ଆଇସିୟୁରେ ଘଟିଥିଲା। ଫଳରେ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। କିଛି ରୋଗୀଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ…
ଫାଇନାଲ ପୂର୍ବରୁ ଖେଳାଳିଙ୍କୁ ବଡ ଝଟ୍କା, ଲକ୍ଷ ଲକ୍ଷ ଟଙ୍କା ନଷ୍ଟ
ନୂଆଦିଲ୍ଲୀ,୧୪।୭: କେବେ ଶୁଣିଛନ୍ତି କି ଜଣେ ଖେଳାଳି ଫାଇନାଲ ମ୍ୟାଚ ଖେଳିବାକୁ ଯାଉଛନ୍ତି ଏବଂ ଏହା ପୂର୍ବରୁ ବୋର୍ଡ ତାଙ୍କୁ ବରଖାସ୍ତ ପତ୍ର ପଠାଉଛି? ହଁ ପାକିସ୍ତାନରେ ଏହା ଘଟିଛି। ବିଶ୍ୱ ଚାମ୍ପିୟନସିପ ଅଫ ଲିଜେଣ୍ଡସର ଅନ୍ତିମ ମ୍ୟାଚ ଶନିବାର ରାତିରେ…
ଟ୍ରମ୍ପଙ୍କୁ ହତ୍ୟା କରିବାର ଥିଲା ଯୋଜନା: ଏଫ୍ବିଆଇର ବଡ଼ ଖୁଲାସା
ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ପେନସିଲଭେନିଆ ଠାରେ ଟ୍ରମ୍ପ ଏକ ସାଧାରଣ ସଭାକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ ଗୁଳିମାଡ ହୋଇଥିଲା। ଏଥିରେ ତାଙ୍କର ଡାହାଣ ପଟ କାନରେ ମାଡ଼ ହୋଇଛି। ଏବେ ସେ ହସ୍ପିଟାଲରେ ଚିକିତ୍ସିତ…
ରାଧିକା-ଅନନ୍ତଙ୍କ ବିବାହ ସମୟରେ କେଉଁଠି ଥିଲେ ରାହୁଲ? ଭାଇରାଲ ଭିଡିଓରେ ଖୋଲିଲା ବଡ ଗୁମର!
ନୂଆଦିଲ୍ଲୀ,୧୪।୭: କଂଗ୍ରେସ ଏମପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ଇଣ୍ଟରନେଟରେ ଖୁବ ଶୀଘ୍ର ଭାଇରାଲ ହେଉଛି। ଏହି ଭିଡିଓରେ ରାହୁଲ ଗାନ୍ଧୀ ଏକ ରେଷ୍ଟୁରାଣ୍ଟରେ ପିଜା ଖାଉଥିବା ନଜର ଆସିଛନ୍ତି। ଗୋଟିଏ ପଟେ ଅନନ୍ତ ଅମ୍ବାନୀ ଏବଂ…
ଜିତିବା ସତ୍ତ୍ୱେ ‘ସେଲ୍ଫିସ୍’ କହି ଶୁବମନଙ୍କୁ ଚିଡାଉଛନ୍ତି ଲୋକେ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ
ହରାରେ,୧୪।୭: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଜୁଲାଇ ୧୩ରେ ଖେଳାଯାଇଥିଲା। ଭାରତ ଏହାକୁ ୧୦ ଋ଼ଉକେଟରେ ଜିତି ନେଇଛି। ଏହି ବିଜୟ ପରେ ଭାରତ ସିରିଜରେ ୩-୧ରେ ଆଗୁଆ ରହିଛି। ବିଜୟ…
ମୋଦି ଦେଇଥିବା ପ୍ରତିଶ୍ରୁତିକୁ ମନେପକାଇ ଦେଲେ ଖାର୍ଗେ, କହିଲେ ଆପଣ ବୁଣୁଥିଲେ ମିଛର ମାୟାଜାଲ
ନୂଆଦିଲ୍ଲୀ,୧୪।୭: ବେରୋଜଗାରୀ ବୃଦ୍ଧି ଏବଂ ଚାକିରି ହ୍ରାସ ପ୍ରସଙ୍ଗରେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ପୁଣିଥରେ ବାକ୍ ଯୁଦ୍ଧ ଆରମ୍ଭ ହୋଇଛି। ଚାକିରି ପ୍ରସଙ୍ଗରେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମିଥ୍ୟା ପ୍ରତିଶ୍ରୁତି…
ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ
ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର ଖୋଲିଥିଲେ। ଏହା ପରେ ଶହ ଶହ ସଂଖ୍ୟାରେ ଚେମେଣିଆ ବାହାରକୁ ବାହାରି ଆସୁଛନ୍ତି। ଏପରିକି…
ମଣିପୁରରେ ଥମୁନି ହିଂସା! ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଶହୀଦ
ଇମ୍ଫାଲ,୧୪।୭: ମଣିପୁରର ଜିରିବାମ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ ଶହୀଦ…
କରେଣ୍ଟ ଲାଗି ୧୦ ଶିଶୁ ଗୁରୁତର
ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାଶୀଗୁଡ଼ା ଗ୍ରାମ ଦଳିତ ସାହିରେ ରବିବାର ମଧ୍ୟାହ୍ନରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ରାମାୟଣ ନାଟକ ଦେଖିବାକୁ ଯାଇଥିବା ୨୦ ଜଣ ମଞ୍ଚରେ ଶଟ୍ସର୍କିଟ ହୋଇ ଆର୍ଥିଂ ହେବାରୁ ବିଦ୍ୟୁତ…
Archives


