ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’
ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ କରିବା ପରେ ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ଶସ୍ତାରେ ଅଲଆଉଟ ହୋଇଯାଇଥିଲା। ଗିଲଙ୍କ…
ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ
ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବରପାଇ ଆଟାପଡ଼ା ଗାଁ…
ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା
ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ…
ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା ସମୟରେ ଆଘାତ ପାଇଥିଲେ, ଯାହା ଫଳରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା।…
ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ ସେ ସ୍ଥିର ଅଛନ୍ତି ଏବଂ ବର୍ତ୍ତମାନ ଅବଜରଭେଶନରେ ଅଛନ୍ତି। ଉଲ୍ଲେଖନୀୟ ଯେ ଶ୍ରୀ…
ଚମ୍ପତ ରାୟଙ୍କୁ କ୍ଲିନ୍ଚିଟ୍: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ
ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ସଦସ୍ୟ…
ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ
ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା, ଅନଧିକୃତ ପାଣ୍ଠି ସଂଗ୍ରହ ଏବଂ ଭିଜା ନିୟମ ଉଲ୍ଲଂଘନ ବିରୁଦ୍ଧରେ ସତର୍କ କରାଇ…
ଲିଭ୍ ଇନ୍ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..
ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା ଏବଂ ତାଙ୍କର ଦୁଇ ବନ୍ଧୁଙ୍କୁ ଗିରଫ କରିଛି। ନାସିକ କ୍ରାଇମ ବ୍ରାଞ୍ଚ ଏହି…
ଲାଇଭ୍ ମ୍ୟାଚ୍ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO
ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା କରିଥିଲେ। ଯଦି ପଡିକ୍କଲ ନ ଥାଆନ୍ତେ, ତେବେ ରାହୁଲ ନିରାଶାରେ ପାଭିଲିୟନ ଫେରିଥାଆନ୍ତେ।…
ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…
ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା କଡ଼ରେ ଘଟିଛି। ଏହି ଘଟଣା ଅଶୋକା ଗାର୍ଡେନ ପୋଲିସ ଷ୍ଟେଶନ ଅଧୀନରେ ଘଟିଥିଲା।…
ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…
ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ ଏବଂ ଗୁଜରାଟ ପାଇଁ ନୂତନ ରାଜ୍ୟ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।…
କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି
ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ…

