Home

ଏସ୍‌ବିଆଇର ନୂତନ ଡିଜିଟାଲ ସେବା

ଭୁବନେଶ୍ୱର,୧୩।୭ (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଡିଜିଟାଲ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ମ୍ୟୁଚୁଆଲ ଫଣ୍ଡ ବଦଳରେ ଅନ୍‌ଲାଇନ ଋଣ ସୁବିଧାର ଶୁଭାରମ୍ଭ କରାଯାଇଛି। ଏସ୍‌ବିଆଇର ଇଣ୍ଟଟରନେଟ୍‌ ବ୍ୟାଙ୍କିଙ୍ଗ୍‌ ଓ…

ଶେଷ ଦିନରେ ୧.୨ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୧୩।୭ (ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟୁଛି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜିବଜାର କାରବାରରେ ଅଭିବୃଦ୍ଧି ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍‌…

ଆଦାନୀ ୱିଲ୍‌ମାର୍‌ର ନୂତନ ଟିଭିସି

ନୂଆଦିଲ୍ଲୀ,୧୩।୭ (ଅଭୟ ଦାଶ): ଆଦାନୀ ୱିଲ୍‌ମାର୍‌ ଲିମିଟେଡ୍‌ ପକ୍ଷରୁ ନୂତନ ଟେଲିଭିଜନ କମର୍ସିଆଲ (ଟିଭିସି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଓଡ଼ିଶାରେ ଆଧାର ରିଫାଇନ୍‌ଡ ସନ୍‌ଫ୍ଲାୱାର ଅଏଲ୍‌ ପାଇଁ ନୂଆ ଟିଭି ବିଜ୍ଞାପନ ଉନ୍ମୋଚନ କରିଛି। ଏହି ବିଜ୍ଞାପନରେ…

ବଢିଲା ଶିଳ୍ପ ଉତ୍ପାଦନ

ଭୁବନେଶ୍ୱର,୧୩।୭(ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ବୃଦ୍ଧି ପାଇଛି। ମେ ୨୦୨୪ ପାଇଁ ଘୋଷିତ ତଥ୍ୟ ଅନୁଯାୟୀ, ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ ଇଣ୍ଡେକ୍ସ (ଆଇଆଇପି) ୫.୯ ପ୍ରତିଶତ ହାରରେ ବୃଦ୍ଧି ପାଇଛି। ଖଣି ଏବଂ ବିଦ୍ୟୁତ୍‌ କ୍ଷେତ୍ର ଉତ୍ପାଦନରେ ଉତ୍କୃଷ୍ଟ ଅଭିବୃଦ୍ଧି…

ଜୁନ୍‌ରେ ଖୁଚୁରା ମୁଦ୍ରାସ୍ଫୀତି ୫.୦୮%

ଭୁବନେଶ୍ୱର,୧୩।୭(ଅନୁରାଧା ମହାରଣା): ଖାଦ୍ୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାର ପୁଣି ଥରେ ୫ ପ୍ରତିଶତ ଅତିକ୍ରମ କରିଛି। ଜୁନ୍‌ ୨୦୨୪ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୦୮ ପ୍ରତିଶତ ହୋଇଛି ଯାହା ମେ ୨୦୨୪ ରେ ୪.୮୦ ପ୍ରତିଶତ ଥିଲା।…

ବୁଲ୍‌ଡୋଜରରେ ପହଞ୍ଚିଲେ ବର

ସନ୍ଥକବିର ନଗର: ସାଧାରଣତଃ ବିବାହ ସ୍ଥଳକୁ ଦାମୀ କାର୍‌, ଘୋଡ଼ା କିମ୍ବା ରଥରେ ଚଢ଼ି ବର ଆସିବାର ଅନେକ ନଜିର ରହିଛି। କିନ୍ତୁ ଗୁରୁବାର ଉତ୍ତରପ୍ରଦେଶର ସନ୍ଥକବିର ନଗରରେ ହେଉଥିବା ଏକ ବିବାହ ଉତ୍ସବକୁ ଗୋରଖପୁର ଜିଲା ଖଜନୀ ତହସିଲ ଉନ୍‌ୱଲ ଗ୍ରାମର…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍‌ରିଓ୍ବାଲ! ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ…

ବୋର୍‌ୱେଲ୍‌ରେ ପଡୁଥିବା ଶିଶୁଙ୍କୁ ବଞ୍ଚାଇବ ରୋବୋ

ଅହମ୍ମଦାବାଦ: ଅହମ୍ମଦାବାଦ ସରକାରୀ ପଲିଟେକ୍ନିକ୍‌ କଲେଜର ଇନ୍‌ଷ୍ଟ୍ରୁମେଣ୍ଟେଶନ୍‌ ଆଣ୍ଡ୍‌ କଣ୍ଟ୍ରୋଲ୍‌ ଇଞ୍ଜିନିୟରିଂ ବିଭାଗର ୬ ଜଣ ଛାତ୍ର ଏକ ରୋବୋ ପ୍ରୋଟୋଟାଇପ୍‌ ପ୍ରସ୍ତୁତ କରିଛନ୍ତି। ଏହା କ୍ୟାମେରା ସାହାଯ୍ୟରେ ବିଭିନ୍ନ ବୋର୍‌ୱେଲ୍‌ରେ ପଡ଼ିଯାଉଥିବା ଶିଶୁମାନଙ୍କୁ ବଞ୍ଚାଇବାରେ ସାହାଯ୍ୟ କରିପାରିବ। ପ୍ରୋଜେକ୍ଟ କରିଥିବା ଜଣେ…

ରିତେଶଙ୍କ ଓଟିଟି ଡେବ୍ୟୁ

ମୁମ୍ବାଇ: ଅଭିନେତା ରିତେଶ ଦେଶ୍‌ମୁଖ ଓଟିଟିରେ ଡେବ୍ୟୁ କରିଛନ୍ତି। ଓଟିଟି ପ୍ଲାଟ୍‌ଫର୍ମ ଜିଓ ସିନେମାରେ ତାଙ୍କର ପ୍ରଥମ ୱେବ୍‌ ସିରିଜ ‘ପିଲ୍‌’ର ଷ୍ଟ୍ରିମିଂ ଶୁକ୍ରବାର ଆରମ୍ଭ ହୋଇଛି। ଫିଲ୍ମରେ ରିତେଶ ଜଣେ ଡକ୍ଟରଙ୍କ ଚରିତ୍ରରେ ଅଭିନୟ କରିଥିବାବେଳେ ସେ ଫାର୍ମା ଇଣ୍ଡଷ୍ଟ୍ରିରେ ଚାଲିଥିବା…

ଜୀବନସାଥୀ ହେଲେ ରାଧିକା, ଅନନ୍ତ

ମୁମ୍ବାଇ,୧୩ା୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ଶୁକ୍ରବାର ବିଶିଷ୍ଟ ବ୍ୟବସାୟୀ ବୀରେନ୍‌ ମର୍ଚ୍ଚାଣ୍ଟଙ୍କ ଝିଅ ରାଧିକାଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ମୁମ୍ବାଇର ଜିଓ ଓ୍ବାଲର୍‌ଡ କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ ଏହି ହାଇପ୍ରୋଫାଇଲ୍‌ ବିବାହ…

୪୩,୪୦୯ ଜାଲ୍‌ ଡିଗ୍ରୀ

ଜୟପୁର,୧୩ା୭: ରାଜସ୍ଥାନର ଏକ ଘରୋଇ ବିଶ୍ୱବିଦ୍ୟାଳୟ ୨୦୧୩ରୁ ଅଦ୍ୟାବଧି ୪୩,୪୦୯ ପିଲାଙ୍କୁ ଜାଲ୍‌ ଡିଗ୍ରୀ ପ୍ରମାଣପତ୍ର ଜାରି କରିଛି। ଉକ୍ତ ୟୁନିଭର୍ସିଟି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ସ୍ବୀକୃତି ପାଇ ନ ଥିବାବେଳେ ଏତେ ପ୍ରମାଣପତ୍ର କିପରି ଜାରି କଲା ସେନେଇ ରାଜସ୍ଥାନ…

୭ ହାଇକୋର୍ଟରେ ନିଯୁକ୍ତ ହେବେ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୧୩ା୭: ସୁପ୍ରିମକୋର୍ଟ ଦିଲ୍ଲୀ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର ଓ ଲଦାଖ, କେରଳ, ମଧ୍ୟପ୍ରଦେଶ, ମାଡ୍ରାସ୍‌ ଏବଂ ମେଘାଳୟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସଞ୍ଜୀବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri