Home

ପୁଅ ଟଙ୍କା ମାଗିବାରୁ ମା’ଙ୍କ ଆତ୍ମହତ୍ୟା

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଲିପଡା ଗ୍ରାମର ଝୁନୁ ପ୍ରଧାନ (୬୦) ସୋମବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ଭଞ୍ଜନଗର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

ନିର୍ବାଚନ ପୂର୍ବରୁ ଟ୍ରମ୍ପ୍‌ଙ୍କ ଉପରେ ବାୟୋପିକ୍‌ ଆଣିବ ହଲିଉଡ୍‌

ଓ୍ବାଶିଂଟନ,୨ା୯:ନଭେମ୍ବର ୫ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ହଲିଉଡ୍‌ର ବ୍ରିଆର୍‌କ୍ଲିଫ୍‌ ଏଣ୍ଟରଟେନ୍‌ମେଣ୍ଟ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଏକ ବିବାଦୀୟ ବାୟୋପିକ୍‌ ଆଣିବାକୁ ଯାଉଛି। ଅକ୍ଟୋବର ୧୧ରେ ରିଲିଜ୍‌ ହେବାକୁ ଥିବା…

ଦ୍ୱିତୀୟ ବିଶ୍ୱଯୁଦ୍ଧର ୭୦୦ ମୃତକଙ୍କ ଦେହାବଶେଷକୁ କବର ଦେଲା ପୋଲାଣ୍ଡ

ଓ୍ବାର୍ସା,୨ା୯:ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ନାଜି ଜର୍ମାନୀର ଗଣହତ୍ୟାରେ ପ୍ରାଣ ହରାଇଥିବା ୭୦୦ରୁ ଅଧିକ ମୃତକଙ୍କ ଦେହାବଶେଷକୁ ପୋଲାଣ୍ଡ ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ କବର ଦେଇଛି। ଏହି ଦେହାବଶେଷଗୁଡ଼ିକ ନିକଟରେ ତଥାକଥିତ ଭ୍ୟାଲି ଅଫ୍‌ ଡେଥ୍‌ (ମୃତ୍ୟୁ ଉପତ୍ୟକା)ରୁ ବାହାର କରାଯାଇଥିଲା।…

ଚିକିଟି ମଦମୃତ୍ୟୁ ମାମଲା: ପୁଣି ଜଣଙ୍କର ମୃତ୍ୟୁ

ବ୍ରହ୍ମପୁର/ଚିକିଟି,୨ା୯(ସୁବାସ ଚନ୍ଦ୍ର ପାଢ଼ୀ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦ ପିଇ ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଥିବା ଆଉ ଜଣଙ୍କର ସୋମବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର ଗ୍ରାମର ପ୍ରଦୀପ ବେହେରା(୩୦)। ବିଷାକ୍ତ ମଦ ପିଇବା…

ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଆଯାଉ: ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୨ା୯(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବା ସହ ପୀଠର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟ୍ରଷ୍ଟର ସଦସ୍ୟମାନେ ରବିବାର ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହା ସହ ମା’ଙ୍କ ପ୍ରତିମୂର୍ତ୍ତି ଓ…

ମୁଖ୍ୟମନ୍ତ୍ରୀ ହେବାପାଇଁ ଇଚ୍ଛା ପ୍ରକାଶ କଲେ ବିଧାୟକ: ଉପମୁଖ୍ୟମନ୍ତ୍ରୀ ଦେଲେ ଏମିତି ଜବାବ

ବେଙ୍ଗାଲୁରୁ,୨।୯: କଂଗ୍ରେସ ବିଧାୟକ ତଥା ପ୍ରଶାସନିକ ସଂସ୍କାର ଆୟୋଗର ଅଧ୍ୟକ୍ଷ ଆର.ଭି ଦେଶପାଣ୍ଡେ କର୍ନାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବା ନେଇ ଇଚ୍ଛା ପ୍ରକାଶ କରିଛନ୍ତି। ଏନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ମୁଖ୍ୟମନ୍ତ୍ରୀ ପଦ ଖାଲି ନାହିଁ। ସିଦ୍ଧରମୈୟା…

UPS ନା NPS;କେଉଁ ସ୍କିମ୍‌ ଆପଣାଇଲେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ପେନ୍‌ସନ୍‌: ଜାଣନ୍ତୁ

UPS ନା NPS;କେଉଁ ସ୍କିମ୍‌ ଆପଣାଇଲେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ପେନ୍‌ସନ୍‌: ଜାଣନ୍ତୁ ନୂଆଦିଲ୍ଲୀ,୨।୯: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଏବେ ଜାତୀୟ ପେନ୍‌ସନ ସ୍କିମ (NPS) ରେ ରହିବେ କିମ୍ବା ଗ୍ୟାରେଣ୍ଟି ପେନ୍‌ସନ୍‌ ସହିତ ନୂତନ ପେନ୍‌ସନ…

କୋଲକାତା ବଳାତ୍କାର ମାମଲା: ଗିରଫ ହେଲେ ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ

କୋଲକାତା,୨।୯: କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ସୋମବାର ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ସିବିଆଇ ଏହି ମାମଲାରେ ଏକ ଏଫଆଇଆର୍‌ ପଞ୍ଜୀକୃତ କରିଥିଲା।…

ଡୋନାଲ୍ଡ ଟ୍ରମ୍ପଙ୍କ ପରାଜୟ ଚାହୁଁଛନ୍ତି ସ୍ତ୍ରୀ ମେଲାନିଆ

ଓ୍ବାଶିଂଟନ୍‌,୨।୯: ଆମେରିକା ନିର୍ବାଚନ ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ଘନିଷ୍ଠ ସହଯୋଗୀ ଆନ୍ଥୋନି ସ୍କାରାମୁଚି ଏକ ବଡ଼ ଦାବି କରିଛନ୍ତି। ହ୍ବାଇଟ ହାଉସର ଯୋଗାଯୋଗ ନିର୍ଦ୍ଦେଶକ ଆନ୍ଥୋନୀ ସ୍କାରାମୁସି ଦାବି କରିଛନ୍ତି, କମଲା ହାରିସଙ୍କ ବିଜୟକୁ ନେଇ ଡୋନାଲ୍ଡ…

୪ ଭାଇଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୨ରେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ଛକରେ ଜଣେ ଝିଅକୁ କମେଣ୍ଟ ମରାକୁ କେନ୍ଦ୍ରକରି ୪ ଭାଇଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା। ଉକ୍ତ ବହୁ ଚର୍ଚ୍ଚିତ ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ…

ଏହି ୫ କଥା ମାନିଲେ ଆଉ ଘଟିବନି କୋଲକାତା ଭଳି ଘଟଣା: ଆରଏସ୍‌ଏସ୍‌ ଦେଲା ପରାମର୍ଶ

ଥିରୁଭାନନ୍ତପୁରମ୍‌,୨।୯: କେରଳର ପାଲକ୍କଡରେ ଆରଏସଏସର ୩ ଦିନିଆ ସମନ୍ବୟ ବୈଠକରେ କୋଲକାତା ଘଟଣାକୁ ନିନ୍ଦା କରାଯାଇଛି। ଏହାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କୁହାଯାଇଛି। ସଂଗଠନର ଅନୁବନ୍ଧିତ ସଂଗଠନମାନେ ଏଥିରେ ଅସନ୍ତୋଷ ଏବଂ ଦୁଃଖ ପ୍ରକାଶ କରିଥିଲେ। ଏହି ଘଟଣାଗୁଡ଼ିକୁ କିପରି ନିୟନ୍ତ୍ରଣ…

ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଶାଶୁଘର ଗଲେ ଐଶ୍ୱର୍ଯ୍ୟା ରାୟ, ସାଙ୍ଗରେ ଥିଲେ…

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ବୈବାହିକ ଜୀବନ ମଧ୍ୟରେ ସବୁକିଛି ଠିକ ନ ଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ ଛାଡପତ୍ର ହେବାର ଗୁଜବ ମଧ୍ୟ ସାମ୍ନାକୁ ଆସିଛି। ଏସବୁ ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ତାଙ୍କ ଶାଶୁଘର ଅର୍ଥାତ୍‌ ଅମିତାଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri