Home

ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ

ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ ହେଲା ଦୁରଦୁରା ସଂରକ୍ଷିତ ଜଙ୍ଗଲରୁ ନଅ ଟିକିଆ ହାତୀପଲ ଆସି ଗରିଆମୁଣ୍ଡା ଓ ଠାକୁରପୁର…

ଦୀପକ ବାବରିଆଙ୍କ ବୟାନକୁ ନେଇ ହରିୟାଣା ରାଜନୀତିରେ ଚାପା ଗୁଞ୍ଜରଣ

ଚଣ୍ଡିଗଡ଼,୨।୯: ବିଧାନସଭା ନିର୍ବାଚନ ପାଇଁ ହରିୟାଣାରେ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି। ନିର୍ବାଚନ ରଣନୀତି ପ୍ରସ୍ତୁତ କରିବାକୁ ବୈଠକ ଚାଲିଛି। ସେପଟେ ହରିୟାଣା କଂଗ୍ରେସ ଦାୟିତ୍ୱରେ ଥିବା ଦୀପକ ବାବରିଆଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସେ…

ବାଂଲାଦେଶର ବିପର୍ଯ୍ୟୟରେ ଭାରତ ହେଲା ମାଲାମାଲ, ଖବର ଜାଣିଲେ ଖୁସି ହୋଇଯିବେ

ନୂଆଦିଲ୍ଲୀ/ଢାକା,୨।୯: ବାଂଲାଦେଶରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପତନ ପରଠାରୁ ପଡୋଶୀ ଦେଶରେ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ଯେତେବେଳେ ଶେଖ ହସିନା କ୍ଷମତାରେ ଥିଲେ, ପଡୋଶୀ ଦେଶରେ ପୋଷାକ ଶିଳ୍ପ ଗାରମେଣ୍ଟ ଇଣ୍ଡଷ୍ଟ୍ରି ଶୀର୍ଷକୁ ଆସିଥିଲା, କିନ୍ତୁ ବର୍ତ୍ତମାନ ମୌଳବାଦୀଙ୍କ ପ୍ରଭାବ…

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଆୟ…

୨ ଦିନିଆ ରାଜପୁତାନା ବିଜ୍‌ନେସ ସମ୍ମିଟ ଉଦ୍‌ଯାପିତ

ଭୁବନେଶ୍ୱର,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଅଖଣ୍ଡ ରାଜପୁତାନା ସେବାସଂଘ (ଏଆର୍‌ଏସ୍‌)ର ଓଡ଼ିଶା ଶାଖା ପକ୍ଷରୁ ଏକ ୨ ଦିନିଆ ରାଜପୁତାନା ବିଜ୍‌ନେସ ସମ୍ମିଟ-୨୦୨୪ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୪ ଅଗଷ୍ଟ ୩୧ ଏବଂ ସେପ୍ଟେମ୍ବର ୧…

ମାଲାବାରକୁ ‘ରେସପନ୍ସିବୁଲ୍‌ ଜୁଏଲେରି ହାଉସ୍‌ ଆୱାର୍ଡ’

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ (ମାଲାବାର)କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ‘ରେସପନ୍ସିବୁଲ୍‌ ଜୁଏଲେରି ହାଉସ ଆୱାର୍ଡ’ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆ ଗୋଲ୍ଡ କନ୍‌ଫରେନ୍ସ…

ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା

ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…

ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ପ୍ରଭାତୀ

ଭୁବନେଶ୍ୱର,୨।୯ (ଅଭୟ ଦାଶ): ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନୀଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ ଦେବାକୁ କହିଛନ୍ତି। ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ(ୟୁସିସିଆଇଏଲ୍‌) ପକ୍ଷରୁ ଜନତା ମଇଦାନଠାରେ…

ରାହୁଲ ଓଡ଼ିଶାର ଆୟକର ପ୍ରଧାନ ମୁଖ୍ୟ କମିଶନର

ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଇଣ୍ଟରନାଲ ରେଭେନ୍ୟୁ ସର୍ଭିସ୍‌ (ଆଇଆର୍‌ଏସ୍‌), ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ରାହୁଲ୍‌ କର୍ଣ୍ଣ ଦାୟିତ୍ୱ ଗ୍ରହଣ କରିଛନ୍ତି। କର୍ଣ୍ଣ ୧୯୮୯ ବ୍ୟାଚର ଭାରତୀୟ ରାଜସ୍ବ ସେବା ଅଧିକାରୀ ଭାବେ ଓଡିଶାରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ…

ବଢ଼ିଲା କମର୍ସିଆଲ ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): କ୍ରମାଗତ ଦ୍ୱିତୀୟ ମାସ ଲାଗି କମର୍ସିଆଲ ଗ୍ୟାସ୍‌ (୧୯କି.ଗ୍ରା.) ଦରରେ ବୃଦ୍ଧି ଘଟିଥିବାବେଳେ ଘରୋଇ ଗ୍ୟାସ୍‌ (୧୪.୨କି.ଗ୍ରା.) ଦର ପୂର୍ବପରି ସ୍ଥିର ରହିଛି। ଏପରିକି ୨୦୨୪ ସେପ୍ଟେମ୍ବରରେ ଭୁବନେଶ୍ୱରର କମର୍ସିଆଲ ଗ୍ୟାସ (୧୯କି.ଗ୍ରା.) ଦର ୩୮ ଟଙ୍କା…

ପବ୍ଲିକ ଇସ୍ୟୁରୁ ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଏରୋନ୍‌ କମ୍ପୋଜିଟ ଲିମିଟେଡ (ଏସିଏଲ୍‌)ର ପବ୍ଲିକ ଇସ୍ୟୁ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏନଏସ୍‌ଇ ଇମର୍ଜ ପ୍ଲାଟଫର୍ମରେ ଶୁଭାରମ୍ଭ କରିବାକୁ ଅନୁମୋଦନ ହାସଲ କରିଛି। ଏପରିକି ପବ୍ଲିକ ଇସ୍ୟୁରୁ ସଂଗୃହୀତ ରାଶି…

ଅଗଷ୍ଟରେ ୧.୭୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri