NCPର ବଡ଼ ଦାବି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍!
ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ ପୂରଣ କରିବା ପାଇଁ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ମହାରାଷ୍ଟ୍ରର ପ୍ରଥମ ମହିଳା…
ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…
ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର…
Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ
ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି ପହଞ୍ଚାଏ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ଏବଂ ସେନା ମୁଖ୍ୟ…
ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି
ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୪ ବର୍ଷ ବୟସ ହୋଇଥିଲା। ସେ ବ୍ରେନ ଟ୍ୟୁମର ଅସ୍ତ୍ରୋପଚାର…
ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ
ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ କରାଯାଉଛି। ଜିଲା ଭିତରୁ କଳିକେଶଙ୍କ ବିରୋଧରେ କିଛି…
Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ
ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି, ତାଙ୍କର ଘରୋଇ କ୍ୟାରିଅର ଚମତ୍କାର, ଏବଂ IPL ର ସବୁଠାରୁ ସଫଳ…
ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ
ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଏପରି କି ପୋଲିସ ରାତି ଅଧିଆ ଶବ ବ୍ୟବଛେଦ…
T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song
ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ ଏଥିରେ ଅଂଶଗ୍ରହଣ କରୁଛନ୍ତି, ପ୍ରତ୍ୟେକ ଦଳ ପାଞ୍ଚଟି ଲେଖାଏଁ ଚାରିଟି ଗ୍ରୁପରେ ବିଭକ୍ତ।…
ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…
ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ପୋଲିସ ଉପସ୍ଥିତିରେ ଆଗଲପୁର ବ୍ଳକ ଶିଶୁ ବିକାଶ ପ୍ରକଳ୍ପ…
ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ
ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…
ଆକ୍ସନ୍ ମୋଡ୍ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୧।୧: ଆକ୍ସନ୍ ମୋଡ୍ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…
ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…
Archives


