ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କାରରେ ଯାତ୍ରା କରୁଥିବା ୪ ଜଣ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ…
୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧ା୭(ସୁନିତ୍ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ। ୪ ତାରିଖରେ ବିଏସ୍ଏଫ୍ ହେଲିକପ୍ଟର ଯୋଗେ ଝାରସୁଗୁଡ଼ାରୁ ବରଗଡ଼ ଯିବେ। ସେଠାରେ ୧୧ଟା…
ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା
ଭୁବନେଶ୍ୱର,୧।୭(ସୁନିତ୍ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ ୨ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ଚାଲିଛି। ମାତ୍ର ସରକାରଙ୍କ ଅଧୀନରେ ଆସୁଥିବା…
କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍ ଅଫିସର
ଭୁବନେଶ୍ୱର,୧।୭(ସୁନିତ୍ ମିଶ୍ର): ୧୯୯୭ ବ୍ୟାଚ୍ ଆଇପିଏସ୍ ଅଫିସର ଡି.ଏସ୍. କୁଟ୍ଟେ, ୧୯୯୮ ବ୍ୟାଚ୍ ଆଇପିଏସ୍ ରବି କାନ୍ତ, ୨୦୦୪ ବ୍ୟାଚ୍ ଆଇପିଏସ୍ ଆଶିଷ ସିଂ ଏବଂ ୨୦୧୦ ବ୍ୟାଚ୍ ଆଇପିଏସ୍ ମିତ୍ରଭାନୁ ମହାପାତ୍ର ଗତ ବିଜେଡି ସରକାର ସମୟରେ ସବୁଠାରୁ କ୍ଷମତାଶାଳୀ…
୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର
କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ ଧରି ଏଠାରେ ରହୁଥିଲେ ମଧ୍ୟ ସେମାନଙ୍କୁ ପାନୀୟଜଳ, ବିଦ୍ୟୁତ, ଆବାସ ଯୋଜନା, ରାସ୍ତା…
୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ
ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ସିମନବାଡି, ବୁଡ଼ାଗୁଡା, ଶିକରମାହା, ଗଦାପୁର, ବ୍ରାହ୍ମଣୀଗାଁ, ମର୍ଦ୍ଦିପାଙ୍କା ନୂତନ ପ୍ରାଥମିକ…
ଯୁବତୀଙ୍କୁ କାର୍ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…
ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି। ରାୟଗଡ଼ ଥାନା ଅଧୀନ ସାନପୋତାର ଗ୍ରାମର ମନୋଜ କୁମାର…
ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ
ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ମନୋଜ ସ୍ବାଇଁ। ତାଙ୍କ ଘର ପୁରୀ…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍ଅପ୍
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଏତଲାକ୍ରମେ କେବଳ…
ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍
କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର ପଖତୁନଖୱାରେ ISIS ସ୍ଥାନଗୁଡ଼ିକୁ ଟାର୍ଗେଟ କରିଛି। ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି…
ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ
ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ ବଡ଼ ବଡ଼ ସହରଗୁଡ଼ିକରେ ବାସ କରିବେ ବୋଲି ଜଣାପଡ଼ିଛି। ୧୯୭୫ରେ ବିଶ୍ୱର ପ୍ରାୟ…
ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…
Archives


