Home

ତେଜସ୍ବୀଙ୍କ ଭିତରେ ଆସିଛି ଶାମ ପିଟ୍ରୋଡାଙ୍କ ଆତ୍ମା

ନୂଆଦିଲ୍ଲୀ,୧।୯: ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ଚାଇନିଜ ଭର୍ସନ ବାଲା ମନ୍ତବ୍ୟ ଉପରେ ଭାଜପା କଡା ପ୍ରତିକ୍ରିୟା ଦେଇଛି। ମୁଖପାତ୍ର ଶେହଜାଦ ପୁନାୱାଲା କହିଛନ୍ତି ଯେ ‘ସାମ ପିଟ୍ରୋଡାଙ୍କ ଆତ୍ମା’ ତେଜସ୍ବୀ ଯାଦବଙ୍କ ଭିତରେ ପ୍ରବେଶ କରିଛି। ବାସ୍ତବରେ ତେଜସ୍ବୀ ଶନିବାର…

ପଦ ଛାଡ଼ିଲେ କେସି ତ୍ୟାଗୀ

ପାଟ୍‌ନା,୧ା୯: ବରିଷ୍ଠ ଜେଡିୟୁ ନେତା କେ.ସି ତ୍ୟାଗୀ ରବିବାର ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲେଖିଥିବା ପତ୍ରରେ ତ୍ୟାଗୀ ତାଙ୍କ ଇସ୍ତଫା ପାଇଁ ବ୍ୟକ୍ତିଗତ କାରଣ ଉଲ୍ଲେଖ କରିଛନ୍ତି। ତେବେ ବିଭିନ୍ନ ପ୍ରସଙ୍ଗରେ ତାଙ୍କର…

ଆଜିଠାରୁ ଲାଗୁ ହେଲା ୫ ନୂଆ ନିୟମ, ଖାଉଟିଙ୍କ ପକେଟ ଉପରେ ପଡିବ ସିଧା ପ୍ରଭାବ, ଜାଣି ନିଅନ୍ତୁ ନ ହେଲେ ପସ୍ତେଇବେ…

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ ୨୦୨୪ ଅର୍ଥାତ ଆଜିଠାରୁ ଦେଶରେ ଅନେକ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ମୂଲ୍ୟ ଠାରୁ ଆରମ୍ଭ କରି କ୍ରେଡିଟ କାର୍ଡ ନିୟମ…

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ…

ଡିଏମ୍‌ଏଫ୍‌ ପାଣ୍ଠିର ହରିଲୁଟ୍‌ ହୋଇଛି: ବିଧାୟକ

ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ଖଣି ଓ ଶିଳ୍ପାୟନ ଯୋଗୁ ପ୍ରଭାବିତ ଅଞ୍ଚଳବାସୀଙ୍କ ଥଇଥାନ ତଥା ପ୍ରଦୂଷଣଜନିତ କ୍ଷୟକ୍ଷତିର ଭରଣା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମଏଫ) ପାଣ୍ଠି ଗଠନ ହୋଇଛି। କିନ୍ତୁ ଏହି ପାଣ୍ଠିରେ ଆଦାୟ ହେଉଥିବା ଅର୍ଥରେ ସୁକିନ୍ଦା ଓ ଧର୍ମଶାଳା ଖଣି…

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…

ଗୋଟିଏ ଦିନ ପାଇଁ ବନ୍ଦ ରହିବ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ, ଜାଣନ୍ତୁ କାରଣ

ମୁମ୍ବାଇ,୧ା୯: ଲୋକଙ୍କ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆ ବା ଇଣ୍ଡିଆ ଗେଟ୍‌। ରବିବାର ସକାଳ ୧୦ଟାଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଏହା ବନ୍ଦ ରହିବ। ଏହାର କାରଣ ହେଉଛି ମହାବିକାଶ ଅଗାଡ଼ିଙ୍କ…

ଇଡି ସ୍କାନରରେ ବୁର୍ଜ ଖଲିଫା ନିର୍ମାଣ କରିଥିବା କମ୍ପାନୀ, ଜାଣନ୍ତୁ ପୂରା ଘଟଣା…

ଦୁବାଇ,୧ା୯: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇରେ ଥିବା ପ୍ରସିଦ୍ଧ ରିଏଲ ଇଷ୍ଟେଟ କମ୍ପାନୀର ଭାରତୀୟ ୟୁନିଟ୍‌ ଏମାର ଇଣ୍ଡିଆ ବିରୋଧରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏମାର ଇଣ୍ଡିଆ ଲିମିଟେଡ୍‌ ଏବଂ ଏମ୍‌ଜିଏଫ୍‌ ଡେଭଲପ୍‌ମେଣ୍ଟ ଲିମିଟେଡର…

ଛତୁଆ: ମଣିଷ କ’ଣ, ଗୋରୁ ଖାଉନାହାନ୍ତି

ଭୁବନେଶ୍ୱର,୧ା୯(ଅନିଲ ଦାସ): ଅଙ୍ଗନଓ୍ବାଡି ପିଲାମାନଙ୍କୁ ପୁଷ୍ଟିକର ଖାଦ୍ୟ ନାମରେ ଦିଆଯାଉଥିବା ଛତୁଆ ଅତ୍ୟନ୍ତ ନିମ୍ନମାନର। କେବଳ ଗହମ ଓ ଚିନି ମିଶାଇ ଦିଆଯାଉଛି। ସେ ଛତୁଆକୁ ମଣିଷ କ’ଣ ଗୋରୁ ଖାଉ ନାହାନ୍ତି। ଯେଉଁମାନଙ୍କୁ ଛତୁଆ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି ସେମାନେ…

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ…

ପିଟି ମାରୁଛନ୍ତି ଗୋରକ୍ଷକ

ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ ହରିୟାଣାର ଚର୍‌ଖି ଦାଦ୍ରି ଜିଲାରେ ଘଟିଥିବା ଏହି ହତ୍ୟା ମାମଲାରେ ୨ ନାବାଳକଙ୍କ…

ବିଧାନସଭାରେ ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀ ମୋହନ ମାଝି ୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ବିଧାନସଭାରେ ଗୃହ ବିଭାଗ ଓ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଆଲୋଚନାରେ ୧ ଘଣ୍ଟା ୪୦ ମିନିଟ ଧରି ବିବୃତି ରଖି ମୁଖ୍ୟମନ୍ତ୍ରୀ ରେକର୍ଡ ସୃଷ୍ଟି କରିଛନ୍ତି। ସାଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri