ଛତୁଆ: ମଣିଷ କ’ଣ, ଗୋରୁ ଖାଉନାହାନ୍ତି
ଭୁବନେଶ୍ୱର,୧ା୯(ଅନିଲ ଦାସ): ଅଙ୍ଗନଓ୍ବାଡି ପିଲାମାନଙ୍କୁ ପୁଷ୍ଟିକର ଖାଦ୍ୟ ନାମରେ ଦିଆଯାଉଥିବା ଛତୁଆ ଅତ୍ୟନ୍ତ ନିମ୍ନମାନର। କେବଳ ଗହମ ଓ ଚିନି ମିଶାଇ ଦିଆଯାଉଛି। ସେ ଛତୁଆକୁ ମଣିଷ କ’ଣ ଗୋରୁ ଖାଉ ନାହାନ୍ତି। ଯେଉଁମାନଙ୍କୁ ଛତୁଆ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି ସେମାନେ…
ବଢ଼ିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ବଢ଼ିଲା…
ନୂଆଦିଲ୍ଲୀ,୧ା୯: ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ…
ପିଟି ମାରୁଛନ୍ତି ଗୋରକ୍ଷକ
ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ ହରିୟାଣାର ଚର୍ଖି ଦାଦ୍ରି ଜିଲାରେ ଘଟିଥିବା ଏହି ହତ୍ୟା ମାମଲାରେ ୨ ନାବାଳକଙ୍କ…
ବିଧାନସଭାରେ ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀ ମୋହନ ମାଝି ୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ବିଧାନସଭାରେ ଗୃହ ବିଭାଗ ଓ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଆଲୋଚନାରେ ୧ ଘଣ୍ଟା ୪୦ ମିନିଟ ଧରି ବିବୃତି ରଖି ମୁଖ୍ୟମନ୍ତ୍ରୀ ରେକର୍ଡ ସୃଷ୍ଟି କରିଛନ୍ତି। ସାଧାରଣ…
ନବୀନ ଓ ପାଣ୍ଡିଆନଙ୍କୁ ମୋହନଙ୍କ କଡ଼ା ଟାର୍ଗେଟ, କହିଲେ…
ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗୋଟି ଗୋଟି କରି କାଉଣ୍ଟର କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ ଏଥର ନବୀନଙ୍କୁ କହିବା ସହ ପରୋକ୍ଷରେ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ ରାଜ୍ୟରେ…
ନବୀନ କରିଥିଲେ ପ୍ରଶ୍ନ, ଚମକାଇଲା ମୁଖ୍ୟମନ୍ତ୍ରୀଙ୍କ ଜବାବ
ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଛନ୍ତି କଡ଼ା ଜବାବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ନେଇ ନବୀନ ପ୍ରଶ୍ନ ଉଠାଇଥିବାବେଳେ ମୋହନଙ୍କ ଜବାବ ସମସ୍ତଙ୍କୁ ତାଜୁବ କରିଦେଇଛି। ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ…
କେବେଠୁ ଏବଂ କେଉଁଠି କରିବେ ସୁଭଦ୍ରା ପଞ୍ଜୀକରଣ, ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୩୧।୮: ସୁଭଦ୍ରା ଯୋଜନାନୁ ନେଇ ଆସିଲା ବଡ଼ ଖବର। ନୂଆ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ପାଇଁ ମହିଳାମାନେ କେବେଠୁ ଓ କେଉଁଠି ପଞ୍ଜୀକରଣ କରିବେ ଏନେଇ ସମସ୍ତ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ପ୍ରଭାତୀ କହିଛନ୍ତି, ଆସନ୍ତ କାଲିଠୁ…
ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କଡ଼ା ନିର୍ଦ୍ଦେଶ, ମହିଳାଙ୍କୁ ଅସଦାଚରଣ କଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୧।୮: ମହିଳାଙ୍କ ପ୍ରତି ଅସଦାଚରଣ କି ର୍ଦୁବ୍ୟବହାର କଲେ ହେବ କଡ଼ କାର୍ଯ୍ୟାନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ…
ମୋହନ ସରକାରଙ୍କୁ ଟାର୍ଗେଟ୍ କଲେ ନବୀନ, କହିଲେ ମୋ’ ସରକାରରେ…
ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ରଥଯାତ୍ରା ସମୟରେ ନାନା…
ଲେଡିଜ୍ ହଷ୍ଟେଲ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣା: ପୋଲିସ ଦେଲା ଆଶ୍ଚର୍ଯ୍ୟ କଲା ଭଳି ବୟାନ
ହାଇଦ୍ରାବାଦ,୩୧ା୮: ଆନ୍ଧ୍ରପ୍ରଦେଶର କୃଷ୍ଣ ଜିଲାର ଇଞ୍ଜିନିୟରିଂ କଲେଜର ଲେଡିଜ୍ ହଷ୍ଟେଲ୍ ବାଥ୍ରୁମ୍ରେ ଚୋରା କ୍ୟାମେରା ଲାଗିବା ଘଟଣାକୁ ନେଇ ଆନ୍ଦୋଳନ ହେଉଛି। ଛାତ୍ରୀଛାତ୍ର କ୍ରମାଗତ ଭାବରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଏବଂ କୌଣସି ପରିସ୍ଥିତିରେ ଅପରାଧୀଙ୍କୁ ରକ୍ଷା ନ କରିବାକୁ ଦାବି…
କେସିଙ୍ଗା ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ, ମୁକ୍ତିଧାମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦଠାରେ ସ୍ବାୟତ୍ତ ଶାସନ ଦିବସ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ କଲ୍ୟାଣମଣ୍ଡପ ପ୍ରାଙ୍ଗଣଠାରେ ମହାସମାରୋହରେ ଶନିବାର ପାଳିତ ହୋଇଯାଇଛି। ସକାଳେ ପ୍ରଥମ ଅଧିବେଶନରେ ପ୍ରାତଃ ସମୟରେ ରାମଧୂନ୍, ସହରର ବିଭିନ୍ନ ଛକସ୍ଥିତ…
ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା…
Archives


