ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି, କାହିଁକି ଏପରି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୮: ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି ବୋଲି ଶନିବାର ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ, ସମସ୍ତ ଆଧୁନିକୀକରଣ ଲୋକଙ୍କ ନିକଟରେ ପହଞ୍ଚିଛି କି?…
କୋଲକାତା ବଳାତ୍କାର ଘଟଣାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି, ଜଣାପଡିଲା ସେ…
କୋଲକାତା,୩୧।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ଖୁଲାସା ହେଉଛି। ବର୍ତ୍ତମାନ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାରିଆଡେ କମ୍ପନ…
ସ୍ବାୟତ୍ତ ଶାସନ ଦିବସ ପାଳନକୁ ବର୍ଜନ କଲେ ଉପାଧ୍ୟକ୍ଷଙ୍କ ସମେତ ୯ କାଉନସିଲର
ପୁରୁଷୋତ୍ତମପୁର,୩୧ା୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ନିର୍ବାହୀ ଅଧିକାରୀ ଗୋବିନ୍ଦ ଦଣ୍ଡସେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ପୌରୋହିତ୍ୟ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଡିଓ ମନୋଜ…
ଚିରାଗ ପାସଓ୍ବାନ୍ଙ୍କ ଡିଗ୍ରୀକୁ ନେଇ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୩୧।୮: ଭାଜପାର ସହଯୋଗୀ ଲୋକ ଜନଶକ୍ତି ପାର୍ଟି (ରାମବିଳାସ)ର ସଭାପତି ତଥା କେନ୍ଦ୍ର ସରକାରରେ ମନ୍ତ୍ରୀ ଚିରାଗ ପାସୱାନଙ୍କ ଡିଗ୍ରୀ ସମ୍ପର୍କରେ ଏକ ବଡ଼ ଖୁଲାସା କରାଯାଇଛି। ଝାନସିର ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଦାବି କରିଛନ୍ତି, ଚିରାଗଙ୍କର ବି-ଟେକ ଡିଗ୍ରୀ…
ଯେଉଁ ଦେଶରେ ହିନ୍ଦୁଙ୍କ ପ୍ରତି ହେଉଛି ଅତ୍ୟାଚାର, ସେହି ଦେଶର ଲୋକଙ୍କୁ ସମର୍ଥନ କରି ଭାରତର ଭାବମୂର୍ତ୍ତି ହେଉଛି କ୍ଷୁଣ୍ଣ
ଢାକା,୩୧ା୮: ପୁଲ୍ଓ୍ବାମା ଆକ୍ରମଣ ପରେ ବାଂଲାଦେଶରେ ରାଜନୈତିକ ସ୍ଥିତି ପୂର୍ବ ଭଳି ନ ଥିଲା। ମହମ୍ମଦ ୟୁନୁସ୍ଙ୍କ ନେତୃତ୍ୱରେ ଗଠିତ ମଧ୍ୟବର୍ତ୍ତୀକାଳୀନ ସରକାରରେ ମଧ୍ୟ ହିନ୍ଦୁମାନଙ୍କ ଉପରେ ଆକ୍ରମଣର ଖବର ଜାରି ରହିଥିଲା। ବିଏନ୍ପି ସାଧାରଣ ସମ୍ପାଦକ ମିର୍ଜା ଫାକ୍ରୁଲ୍ ଇସଲାମ ଆଲାମଗିର…
ବିଭୀଷଣ ପାଲଟିଯିବେ ମୋଦିଙ୍କ ‘ହନୁମାନ’: ଅମିତ ଶାହାଙ୍କୁ ଭେଟିବା ପରେ ଏମିତି କିଛି କହିଦେଲେ ଚିରାଗ ପାସୱାନ
ନୂଆଦିଲ୍ଲୀ,୩୧।୮: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ନୀତୀଶ କୁମାର ବିହାରରେ ଭାଜପାକୁ ଫେରିବା ପରଠାରୁ ଏହି ରାଜ୍ୟରେ ଏନଡିଏରେ ଫାଟ ସୃଷ୍ଟି ନେଇ ଚର୍ଚ୍ଚା ହେଉଛି। ଗତ କିଛି ମାସ ମଧ୍ୟରେ ଏଭଳି ଆଲୋଚନା ଚାଲିଛି ଯେ, ମୋଦିଜୀଙ୍କ ହନୁମାନ…
ସୁଭଦ୍ରା, ପିଏମ୍ ବିଶ୍ୱକର୍ମା ଯୋଜନାକୁ ନେଇ ମିଥ୍ୟା ଗୁଜବକାରୀଙ୍କ ପ୍ରତି ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ନୂତନ ଯୋଜନା ସୁଭଦ୍ରା ଏବଂ ପିଏମ୍ ବିଶ୍ୱକର୍ମା ଯୋଜନା ସମ୍ପର୍କରେ ଏକ ସଚେତନ କର୍ମଶାଳା ବିଡିଓ ଗଦାଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ସମ୍ପର୍କରେ ରାଜ୍ୟ ସରକାର ଘୋଷଣା କରିବା ପରେ ଅନେକ…
କେନାଲ ଭିତରକୁ ମା’ ସହ ଖସିପଡ଼ିଲା ହାତୀଛୁଆ, ଜଗିରହିଲେ ହାତୀପଲ
ଢେଙ୍କାନାଳ,୩୧ା୮(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ। ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ…
ମୋ’ ବ୍ଲଡ୍ ଗ୍ରୁପ୍ ‘O’, ମୁଁ କିଡ୍ନୀ ବିକିବାକୁ ଚାହୁଁଛି, ସୋସିଆଲ ମିଡିଆରେ ବିଜ୍ଞାପନ ଦେଉଛନ୍ତି ଲୋକେ; କାରଣ ଜାଣିଲେ…
ନାପିଡୋ,୩୧ା୮: ମ୍ୟାନ୍ମାର୍ରେ ଅର୍ଥନୈତିକ ସଙ୍କଟ ଅବଧି ବର୍ତ୍ତମାନ ଶୀର୍ଷରେ ପହଞ୍ଚିଛି। ଲୋକମାନେ ଦାରିଦ୍ର୍ୟ ଏବଂ ଋଣ ବୋଝରେ ପୋତି ହୋଇପଡ଼ିଛନ୍ତି। ଦେଶର ଅଧିକାଂଶ ଲୋକ ଜାତୀୟ ଦାରିଦ୍ର୍ୟ ସୀମାରେଖା ତଳେ ରହିବାକୁ ବାଧ୍ୟ ହେଉଛନ୍ତି। ମ୍ୟାନ୍ମାର ସରକାର ଲୋକଙ୍କୁ ଦାରିଦ୍ର୍ୟରୁ ହଟାଇବାକୁ…
ସୋସିଆଲ ମିଡିଆରେ କିଡ୍ନୀ ବିକୁଛନ୍ତି ଲୋକେ!
ନାଇପିଦ,୩୧।୮: ମ୍ୟାନମାରରେ ଅର୍ଥନୈତିକ ସଙ୍କଟ ଅବଧି ବର୍ତ୍ତମାନ ଶିଖରରେ ଅଛି। ଲୋକମାନେ ଦାରିଦ୍ର ଏବଂ ଋଣରେ ପୋତି ହୋଇ ରହିଛନ୍ତି। ଦେଶର ଏକ ବୃହତ ଜନସଂଖ୍ୟା ଜାତୀୟ ଦାରିଦ୍ର ସୀମାରେଖା ତଳେ ରହିବାକୁ ବାଧ୍ୟ ହେଉଛନ୍ତି। ମ୍ୟାନମାର ସରକାର ଲୋକଙ୍କୁ ଦାରିଦ୍ର୍ୟର…
ନିର୍ବାଚନ ପୂର୍ବରୁ ଗୁଲାମ ନବୀ ଆଜାଦଙ୍କୁ ବଡ ଝଟ୍କା
ନୂଆଦିଲ୍ଲୀ,୩୧।୮: ଜମ୍ମୁ -କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ଡେମୋକ୍ରାଟିକ ପ୍ରୋଗ୍ରେସିଭ ଆଜାଦ ପାର୍ଟି (ଡିପିଏପି) ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛି। ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲ କରିଥିବା ୧୦ ଜଣ ଆଜାଦ ପ୍ରାର୍ଥୀଙ୍କ ମଧ୍ୟରୁ ଚାରିଜଣ…
କଳ୍ପନା ଚାଓ୍ବଲାଙ୍କ ପରେ ଚେତିଲା ନାସା, ସୁନୀତାଙ୍କୁ ଫେରାଇ ଆଣିବା ପାଇଁ ବଦଳାଇଲା ନିୟମ
ଓ୍ବାଶିଂଟନ,୩୧ା୮: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ଫେରାଇ ଆଣିବାରେ ନାସା ଆଉ କୌଣସି ଭୁଲ୍ କରିବାକୁ ଚାହୁଁନାହିଁ। କାରଣ ଏପରି ଘଟଣାରେ ଅନେକ ମହାକାଶଚାରୀ ଦୁର୍ଘଟଣାରେ ପ୍ରାଣ ହରାଇସାରିଛନ୍ତି। ଏଭଳି ପରିସ୍ଥିତିରେ ନାସା ବର୍ତ୍ତମାନ ସତର୍କତାର ସହ କାର୍ଯ୍ୟ କରୁଛି।…
Archives


