Home

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି ପୂର୍ବତନ ବିଧାୟକ କିମ୍ବା ସ୍ବର୍ଗତ ବିଧାୟକଙ୍କ ନାଁରେ ସରକାରୀ ବାସବଭବନ ରହିଛି ତ…

ସ୍ତ୍ରୀଙ୍କୁ ଦେଖି ରଣବୀରଙ୍କ ହୋଶ୍‌ ଉଡିଲା: କହିଲେ, ହେ ଭଗବାନ…

ବଲିଉଡ୍‌ ଫେମ୍‌ ଦୀପିକା ପାଦୁକୋଣ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ ପ୍ୟାରିସରେ ଏକ ଫରାସୀ ଲଗଜରୀ ବ୍ରାଣ୍ଡର ହାଉସ ଆମ୍ବାସାଡର ଭାବରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। ସେ ଆଜିକାଲି ପ୍ୟାରିସରେ ଅଛନ୍ତି। ସେଠାରେ ସେ ଆଇଫେଲ ଟାୱାର ସାମ୍ନାରେ ପୋଜ ଦେଇ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୭.୪, ସୋନପୁର ୩୭.୨, ଭବାନୀପାଟଣା ୩୭,…

ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା

ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର ବିବାହ କରିବାକୁ ଯୋଜନା ଚଳାଇଥିଲେ। ଏହି ଦ୍ୱିତୀୟ ବିବାହ ପ୍ରସ୍ତାବକୁ ୨ ନାବାଳକ ପୁଅ…

୧୪ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ଦେଖାଯିବ

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ):ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଂଶିକ ସୂର୍ଯ୍ୟୋପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ହେବ। ଏହା ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ…

ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ପୁଣି ଡାଉନ୍‌, ପୋଷ୍ଟ ଆକ୍ସେସ କରିପାରୁନାହାଁନ୍ତି ହଜାର ହଜାର ଉପଭୋକ୍ତା

ନୂଆଦିଲ୍ଲୀ,୧୦।୩: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହୋଇଯାଇଛି, ହଜାର ହଜାର ଉପଭୋକ୍ତା ପୋଷ୍ଟ ଆକ୍ସେସ କରିପାରୁନାହାଁନ୍ତି। ସୋମବାର ଏକ୍ସ ଦୁଇଥର ଡାଉନ୍‌ ହୋଇଛି। ପ୍ରଥମ ଥର ପାଇଁ ଅପରାହ୍ନ ପ୍ରାୟ ୩ଟା ଆଉ ଏବେ ଦ୍ୱିତୀୟ ଥର ପାଇଁ…

ଦୁବାଇରୁ ଟ୍ରଫି ଧରି ସ୍ବଦେଶ ଫେରିଲେ ଚାମ୍ପିୟନ୍ସର ଚାମ୍ପିୟନ, ବିମାନବନ୍ଦରରେ ପ୍ରଶଂସକଙ୍କ ଭିଡ଼

ନୂଆଦିଲ୍ଲୀ,୧୦।୩: ଦୁବାଇରେ ଟ୍ରଫି ଜିତିବା ପରେ ଭାରତୀୟ ଦଳ ନିଜ ଦେଶକୁ ଫେରିଛି। ୨୦୨୫ ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ ଉଇକେଟ୍‌ରେ ପରାସ୍ତ କରିଛି। ସୂଚନା ଅନୁସାରେ, ଭାରତୀୟ ଦଳର କିଛି ଖେଳାଳି ଦୁବାଇରୁ ସିଧାସଳଖ ମୁମ୍ବାଇରେ…

ରୋହିତଙ୍କୁ ଝଟକା: ଚାମ୍ପିୟନ୍ସ ଟ୍ରଫିର ସର୍ବଶ୍ରେଷ୍ଠ ଖେଳାଳିଙ୍କ ନାଁ ଘୋଷଣା କଲା ICC, ଭାରତର ଏହି ୫ ଖେଳାଳି…

ନୂଆଦିଲ୍ଲୀ,୧୦।୩: ICC ଚାମ୍ପିୟନ୍ସ ଟ୍ରଫି ୨୦୨୫ର ଶ୍ରେଷ୍ଠ ଦଳ ଘୋଷଣା କରିଛି। ଏହି ଦଳରେ ଦ୍ୱାଦଶ ଶ୍ରେଷ୍ଠ ଖେଳାଳିଙ୍କୁ ମଧ୍ୟ ସାମିଲ କରାଯାଇଛି। ମଜାଦାର କଥା ହେଉଛି ଯେ ପାକିସ୍ତାନ, ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ଭଳି ବଡ଼ ଦଳଗୁଡ଼ିକର ଜଣେ ବି…

ତେନ୍ଦୁଲକରଙ୍କ ଝିଅ ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି କ୍ରିକେଟର ଶୁବମନ ଗିଲ୍‌

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ଡେଟ୍‌ କରୁଥିଲେ ବୋଲି ଖୁବ୍‌ ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ସାରା ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଶୁବମନ। ଉଭୟଙ୍କ ଫଟୋ ମଧ୍ୟ ଭାଇରାଲ ହେବାରେ…

‘ସେ ଅହଂକାରୀ ରାଜା ଭଳି…’ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ

ଚେନ୍ନାଇ,୧୦।୩: ସଂସଦ ବଜେଟର ଦ୍ୱିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ହିଁ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବିରୋଧୀ ଦଳ ଅନେକ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଥିଲେ। ଏହି କାରଣରୁ ଲୋକ ସଭାର କାର୍ଯ୍ୟକୁ ମଧ୍ୟ ସ୍ଥଗିତ…

ଆତ୍ମହତ୍ୟା କଲେ ଜିଏସଟି ବିଭାଗର ଡେପୁଟି କମିଶନର

ଗାଜିଆବାଦ,୧୦।୩: ସୋମବାର ଉତ୍ତର ପ୍ରଦେଶର ଗାଜିଆବାଦର ଜିଏସଟି ବିଭାଗର ଡେପୁଟି କମିଶନର ସଞ୍ଜୟ ସିଂହ ୧୪ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। କୁହାଯାଉଛି ଯେ ୫୯ ବର୍ଷୀୟ ସଞ୍ଜୟ ସିଂହ ହଠାତ ତାଙ୍କ ସୋସାଇଟିର ମହଲାରୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି…

୨୦୨୭ ଓ୍ବାଲର୍ଡ କପ ପ୍ଲାନକୁ ନେଇ ରୋହିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୩: ରବିବାର ଭାରତ ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିବା ମାତ୍ରେ ସମଗ୍ର ଦେଶରେ ଉତ୍ସବ ପାଳନ କରାଯାଇଥିଲା। ଯେମିତି ସାରା ଦେଶରେ ହୋଲି ପୂର୍ବରୁ ଦୀପାବଳି ପାଳନ ଆରମ୍ଭ ହୋଇଗଲା। ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲି ଷ୍ଟମ୍ପ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?