ସରକାରଙ୍କ ନୂଆ ଘୋଷଣା: ସହର ଛାଡ଼ି ଗାଁରେ ବିବାହ କର, ଅବିବାହିତା ଝିଅଙ୍କୁ ମିଳିବ ମୋଟା ଅଙ୍କର ଅର୍ଥ
ଟୋକିଓ,୩୦ା୮: ଜାପାନ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅବିବାହିତ ଝିଅମାନଙ୍କୁ ଟଙ୍କା ଦିଆଯିବା ସହ ସହର ଛାଡ଼ି ଗାଁକୁ ଯାଇ ବିବାହ କରିବାକୁ ସରକାର ପରାମର୍ଶ ଦେଇଛନ୍ତି। ଗାଁରେ ମହିଳାଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି,…
ମାଡିଆସୁଛି ବାତ୍ୟା ‘ଆସ୍ନା’: ରଚିବ ତାଣ୍ଡବ, ୧୪ ବର୍ଷ ପରେ…
ନୂଆଦିଲ୍ଲୀ,୩୦।୮: ବନ୍ୟା ଓ ବର୍ଷା ସହ ସଂଘର୍ଷ କରୁଥିବା ଗୁଜରାଟ ଉପରେ ଆଉ ଗୋଟିଏ ବିପଦ ମାଡିଆସୁଛି। ଅଗଷ୍ଟ ମାସରେ ଏକ ବିରଳ ପାଣିପାଗ ବିଜ୍ଞାନ ଘଟଣାରେ ଶୁକ୍ରବାର ଗୁଜରାଟର ସୌରାଷ୍ଟ୍ର-କୁଚ ଅଞ୍ଚଳରେ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ…
ଓ୍ବାଇଏସଆର କଂଗ୍ରେସକୁ ବଡ଼ ଝଟ୍କା: ରାଜ୍ୟ ସଭାରୁ ୨ଜଣ ଏମପିଙ୍କ ଇସ୍ତଫା, ଟିଡିପି-ଭାଜପା ଯୋଗାଯୋଗରେ ୮ଏମପି!
ଅମରାବତୀ,୩୦।୮: ଓ୍ବାଇଏସଆର କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ଦଳରୁ ୨ଜଣ ରାଜ୍ୟ ସଭା ଏମପି ଇସ୍ତଫା ଦେଇଛନ୍ତି। ଜଗନ ମୋହନ ରେଡ୍ଡୀ ନେତୃତ୍ୱଙ୍କ ପାର୍ଟିର ୨ଜଣ ଏମପି ପାର୍ଟି ଓ ରାଜ୍ୟ ସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଉପରାଷ୍ଟ୍ରପତି ତଥା ରାଜ୍ୟ…
ଭଙ୍ଗା ଘରେ ବିତୁଛି ଜୀବନ
ଖପ୍ରାଖୋଲ,୩୦ା୮(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗାଁରେ ମହେଶ୍ୱର ବକୁଳ(୬୫)ଙ୍କ ଘର। ପରିବାର କହିଲେ ସ୍ତ୍ରୀ ଜୟନ୍ତୀ ଓ ଝିଅ ପୁଷ୍ପାଞ୍ଜଳୀ (୧୫)। ଆର୍ଥିକ ପରିସ୍ଥିତି ଭଲ ନ ଥିବାରୁ ବର୍ଷ ବର୍ଷ ଧରି ପଲିଥିନ…
ରକୁଲଙ୍କ ସହ ରୋମାନ୍ସ କରିବେ ଅଜୟ ଦେବଗନ
ମୁମ୍ବାଇ:ବଲିଉଡ୍ ଅଭିନେତା ଅଜୟ ଦେବ୍ଗନ୍ ସମ୍ପ୍ରତି ନିଜର ଆଗାମୀ ଚଳଚ୍ଚିତ୍ର ‘ଦେ ଦେ ପ୍ୟାର୍ ଦେ ୨’ ଏବଂ ‘ସନ୍ ଅଫ୍ ସର୍ଦ୍ଦାର ୨’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ବିଭିନ୍ନ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପଞ୍ଜାବର ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗ୍ରାମାଞ୍ଚଳରେ…
ଅଡିଟ ବେଳେ ନକଲି ସୁନା ବନ୍ଧକ ଧରାପଡ଼ିଲା
ଲୋଇସିଂହା,୩୦।୮(ସୁଶାନ୍ତ ବାରିକ): ନକଲି ସୁନା ବନ୍ଧକ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଋଣ ନାମରେ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ ଘଟଣାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡାସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକଙ୍କୁ ପୋଲିସ…
ଧନୀ ଅଭିନେତା ଶାହରୁଖ୍: ମୋଟ ସମ୍ପତ୍ତି ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ: ‘ହୁରୁନ ଇଣ୍ଡିଆ ରିଚ୍ ଲିଷ୍ଟ-୨୦୨୪’ର ଧନୀ ଭାରତୀୟ ଅଭିନେତାଙ୍କ ତାଲିକାରେ ବଲିଉଡ୍ ଅଭିନେତା ଶାହରୁଖ୍ ଖାନ୍ ପ୍ରଥମ ଥର ପାଇଁ ସ୍ଥାନ ପାଇଛନ୍ତି। ୭,୩୦୦ କୋଟିର ସମ୍ପତ୍ତି ସହ ଶାହରୁଖ୍ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। ଆଇପିଏଲ୍ ଟିମ୍ କୋଲକାତା…
୭ ହଜାର ଫୁଟ ଉଚ୍ଚରୁ ଡେଇଁ ଜନ୍ମଦିନ ପାଳିଲେ
ଲଣ୍ଡନ: ସାଧାରଣତଃ ସମସ୍ତେ ନିଜର ଜନ୍ମଦିନକୁ ସ୍ବତନ୍ତ୍ର କରିବାକୁ ଚେଷ୍ଟା କରିଥାନ୍ତି। ଅଧିକାଂଶ ଲୋକ ନିଜର ବୟସ, ଖର୍ଚ୍ଚ, ପାରିବାରିକ ସ୍ଥିତି ଆଦି ଦେଖି ନିଜ ନିଜର ଜନ୍ମଦିନକୁ ନେଇ ଯୋଜନା ପ୍ରସ୍ତୁତ କରିଥାନ୍ତି। ତେବେ ବ୍ରିଟେନ୍ ମାନେଟ୍ ବେଲି ନାମ୍ନୀ…
ବ୍ୟବସାୟିକ ପରିବାରରୁ ଆସି ଜନପ୍ରତିନିଧି…ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ଢେଙ୍କାନାଳ ଜିଲା କାମାକ୍ଷାନଗର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଶତ୍ରୁଘ୍ନ ଜେନା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ୪,୬୬୨ ଭୋଟରେ ହରାଇ ପ୍ରଥମଥର ବିଧାୟକ ହୋଇଛନ୍ତି। ମୋଟ ୧ ଲକ୍ଷ…
ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି
ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏବଂ…
ମୁଁ ତଳେ ଥିବାବେଳେ ସେ ଆକାଶରେ ଉଡୁଥିଲେ…ବିଜେଡି ବିଧାୟକଙ୍କୁ ସାନ ଭାଇ ଏମିତି କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୯।୮(ଅନିଲ ଦାସ):ବିଜେଡି ସଭ୍ୟ ଦିବ୍ୟଶଙ୍କର ମିଶ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତରକୁ ନେଇ ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ପରିବେଶ ସୃଷ୍ଟି ହୋଇଥିଲା। ରାଜସ୍ବ ବିଭାଗ ସମ୍ପର୍କିତ ପ୍ରଶ୍ନରେ ଦିବ୍ୟଶଙ୍କର କହିଥିଲେ, ରାଜସ୍ବ ମନ୍ତ୍ରୀ ମୋର…
ବନ୍ୟାସ୍ରୋତରେ ମହାନଦୀପଠାରୁ ଅତଡ଼ା ଧସୁଛି
ରଘୁନାଥପୁର, ୩୦।୮(ରାଜେନ୍ଦ୍ର ନାରାୟଣ ସିଂହ): ମହାନଦୀ ସାଉଥ୍ ଜଳସମ୍ପଦ ବିଭାଗ ତଥା ମଣିଜଙ୍ଗା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର, ଗୋକୁଳପୁର ଓ ହରିଶପୁରଠାରେ ମହାନଦୀ ପଠା ବନ୍ୟାସ୍ରୋତରେ ନଦୀଗର୍ଭରେ ଲୀନ ହେବାକୁ ଲାଗିଛି। ଧୀରେ…
Archives


