ହ୍ୟୁମାନ ସାଗର-ରୁକୁ ସୁନାଙ୍କ ବିରୋଧରେ ବଡ଼ ଅଭିଯୋଗ: ମାମଲା ରୁଜୁ
ଭୁବନେଶ୍ୱର,୮।୭: ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ ଏହି…
ମୁମ୍ବାଇ ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ, କହିଲେ…
ମୁମ୍ବାଇ,୮ା୭: ପ୍ରବଳ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ ହୋଇପଡ଼ିଛି। ଏହି ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ରବିବାର ରାତିରୁ ମୁମ୍ବାଇରେ ୩୦୦ ମିଲିମିଟର ବର୍ଷା ହୋଇଥିଲା। ରେଳବାଇର ପ୍ରାୟ ୨୦୦ ପମ୍ପ୍ ଏବଂ ବିଏମ୍ସିର ୪୦୦ରୁ ଅଧିକ…
ଅନ୍ୟ ପୁରୁଷ ସହ ଅନୈତିକ ସମ୍ପର୍କ ରଖୁଥିଲେ ମା’: ପୁଅ ଦେଖିଦେବାରୁ…
ଦେବଗଡ, ୮ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳ ଚର୍ଚ୍ଚ ସାହିରେ ଗତ ଜୁନ ୧ତାରିଖ ସକାଳେ ଘଟିଥିବା ଛାତ୍ର ମିକି ସୋନେଲ(୧୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଉପରୁ ପରଦା ହଟିଛି। ହତ୍ୟାର ୬ଦିନ ପରେ ଏହି ଘଟଣାର ରହସ୍ୟ ଉନ୍ମୋଚନ କରିଛି…
ଋତୁସ୍ରାବ ଜନିତ ମାସିକ ଛୁଟିକୁ ନେଇ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮।୭: ଋତୁସ୍ରାବ ଜନିତ ମାସିକ ଛୁଟି ନେଇ ଦୀର୍ଘ ଦିନ ହେବ ଏକ ବିତର୍କ ଚାଲିଛି। ସୁପ୍ରିମକୋର୍ଟ ସୋମବାର ଏନେଇ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସହ ପରାମର୍ଶ କରି ମାସିକ ଛୁଟିରେ ଏକ ମଡେଲ ନୀତି ପ୍ରସ୍ତୁତ କରିବାକୁ…
ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ ବିକାଶ…
ମମତା ସରକାରଙ୍କୁ ବଡ ଝଟକା
କୋଲକାତା,୮।୭: ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। କଲିକତା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ବଙ୍ଗଳା ସରକାରଙ୍କ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ନିଷ୍ପତ୍ତିରେ ହାଇକୋର୍ଟ ସନ୍ଦେଶଖାଲିରେ ମହିଳାଙ୍କ ଯୌନ ଶୋଷଣ, ଜମି ଦଖଲ…
‘ସିଏମ ସାର୍ ଆପଣଙ୍କ ସହ ଫଟୋ ଉଠାଇଥାଆନ୍ତି’…
କରନାଲ,୮।୭: ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ହଠାତ୍ କରନାଲର ସେକ୍ଟର ୨ରେ ଥିବା ଅଟଳ ପାର୍କରେ ପହଞ୍ଚିଥିଲେ। ସେ ଏକ ସରପ୍ରାଇଝ ଭିଜିଟ କରିବାକୁ ସେଠାକୁ ଯାଇଥିଲେ। କିନ୍ତୁ ଖୋଲାଖୋଲି ଭାବରେ ଲୋକମାନଙ୍କୁ ଏବଂ ବିଶେଷ କରି ପିଲାମାନଙ୍କୁ ଭେଟିଥିଲେ।…
ଫ୍ଲୋର ଟେଷ୍ଟରେ ବିଜୟୀ ହେଲେ ହେମନ୍ତ ସୋରେନ
ରାଞ୍ଚି,୮।୭: ସୋମବାର ଠାରୁ ଝାଡ଼ଖଣ୍ଡ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବିଧାନସଭାରେ ଟ୍ରଷ୍ଟ ଭୋଟ ଜିତିଛନ୍ତି। ହେମନ୍ତ ସୋରେନ ସରକାରଙ୍କ ସପକ୍ଷରେ ୪୫ ଭୋଟ ଦିଆଯାଇଥିଲା ଏବଂ ଏହା ସହ ସୋରେନ ସରକାର…
ଖରିଫ ଚାଷ ପାଇଁ ସାର ନାହିଁ, ଧାର୍ଯ୍ୟ ଦରଠାରୁ ୪ ଶହ ଟଙ୍କା ଅଧିକରେ ହେଉଛି ବିକ୍ରି
ଝରିଗାଁ,୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବା ବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ାଦରରେ…
ଫ୍ରାନ୍ସ ନିର୍ବାଚନରେ ମାକ୍ରୋନଙ୍କ ଦଳକୁ ବଡ ଝଟକା, ଫଳାଫଳ ପରେ ବଢିଲା ହିଂସା
ପ୍ୟାରିସ,୮।୭: ଫ୍ରାନ୍ସର ସାଧାରଣ ନିର୍ବାଚନରେ ଫେରବଦଳ ହେଖିବାକୁ ମିଳତଛି। ଏଥର ନିର୍ବାଚନରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ କରିନାହାଁନ୍ତି। ନିର୍ବାଚନ ପରେ ନ୍ୟାସନାଲ ଆସେମ୍ଲିରେ ବାମପନ୍ଥୀ ନ୍ୟୁ ପପୁଲାର୍ ଫ୍ରଣ୍ଟ (ଏନଏଫପି) ପ୍ରମୁଖ ଶକ୍ତି ଭାବରେ ଉଭା ହେଲା। ଫଳାଫଳ ଆସିବା…
ସୁପ୍ରିମକୋର୍ଟରେ ପହଞ୍ଚିଲେ ମନୀଷ ସିସୋଡିଆ
ନୂଆଦିଲ୍ଲୀ,୮ା୭: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲ୍ରେ ଥିବା ଏଏପି ନେତା ମନୀଷ ସିସୋଡିଆ ପୁଣିଥରେ ସୁପ୍ରିମକୋର୍ଟଙ୍କ ନିକଟରେ ହାଜର ହୋଇଛନ୍ତି। ମାମଲାର ଶୁଣାଣିରେ ବିଳମ୍ବ ହୋଇଥିବା ଦର୍ଶାଇ ସିସୋଡିଆ ସୁପ୍ରିମକୋର୍ଟରେ ପୁଣି ଜାମିନ ଆବେଦନ କରିଛନ୍ତି। ଏହା ଉପରେ ସୁପ୍ରିମକୋର୍ଟ…
୧୫ ଦିନର ଶିଶୁ କନ୍ୟାକୁ ଜୀବନ୍ତ ପୋତିଦେଲେ
ଇସଲାମାବାଦ,୮।୭: ପାକିସ୍ତାନରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବ୍ୟକ୍ତି ନିଜର ୧୫ ଦିନର ଶିଶୁ କନ୍ୟାକୁ ଜୀବନ୍ତ ପୋତି ଦେଇଛନ୍ତି। ପୋଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଏଆରଓ୍ବାଇ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଏହି ଭୟଙ୍କର…
Archives


