Home

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ। ଡିସେମ୍ବର ୧୨ ଯାଏଁ ପ୍ରବଳ ଶୀତର ସମ୍ଭାବନା ଥିବାବେଳେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର ସରକାର ଉକ୍ତ ଘାଟି ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ୨୦୨୮ ସୁଦ୍ଧା ସମ୍ପ୍ରସାରଣ କାର୍ଯ୍ୟ ଶେଷ…

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ତେଣୁ ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯାଉଛି । ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି…

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା ପରେ ସେମାନେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଳମ୍ବିତ ରାତିରେ ବାବୁ ସିଂ…

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନ ଗୃହରେ ଖର୍ଚ୍ଚଦାବି ଆଲୋଚନା କାଳରେ କହିଥିଲେ। ସରକାରଙ୍କୁ ଟାର୍ଗେଟ…

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନ୍‌ରେ ପରାସ୍ତ କରି ସିରଜ୍‌ରେ ୧-୦ରେ ଅଗ୍ରଣୀ…

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ ଆମେରିକା ବଜାରରେ ଚାଉଳ ଗଦେଇବା ଉଚିତ ନୁହେଁ। ଟାରିଫ୍‌ ହିଁ ଏହି ସମସ୍ୟାର ସହଜ…

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍‌ କରିଥିଲା।…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ…

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼ ଜିଲା ରାଉରକେଲା ବଣେଇ ଅଞ୍ଚଳର ବୋଲି…

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ ଅଭିନେତ୍ରୀ ନିଶା ମହାରଣା ଯୋଗ ଦେବେ ବୋଲି ପୂର୍ବରୁ ଯାତ୍ରା କମିଟି ଘୋଷଣା କରିଥିଲା।…

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ ସାପ୍ତାହିକ ହାଟ ହେଉଛି। ଏହାର ଫାଇଦା ଛୋଟ ଛୋଟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri