Home

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି କହିଛନ୍ତି, ସଂସଦର ଆଗାମୀ ବଜେଟ ଅଧିବେଶନ ଜୁଲାଇ ୨୩ରେ ଉପସ୍ଥାପନ ହେବ। କିରେନ ରିଜିଜୁ…

ହୋଇଗଲା ସ୍ପଷ୍ଟ! ହାର୍ଦ୍ଦିକ-ନତାଶାଙ୍କ ସମ୍ପର୍କରେ ଫାଟ…

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପ୍‌ ୨୦୨୪ରେ ସ୍ବତନ୍ତ୍ର ଯୋଗଦାନ ଦେଇଥିବା ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ। କିଛି ଦିନ ଧରି ପତ୍ନୀ ନତାଶା ଷ୍ଟେନ୍‌କୋଭିକ୍‌ଙ୍କ ସହ ତାଙ୍କ ସମ୍ପର୍କରେ ତିକ୍ତତା ଆସିଥିବା ନେଇ…

ଅମିତ ଶାହାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ଜାଣନ୍ତୁ କେଉଁ ମାମଲାର ଚାର୍ଜଶିଟ୍‌ରୁ ହଟାଗଲା ନାଁ

ନୂଆଦିଲ୍ଲୀ,୬।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଛି ଆଶ୍ୱସ୍ତି। ତାଙ୍କ ନାଁରେ ରୁଜୁ ହୋଇଥିବା ମାମଲାର ଚାର୍ଜସିଟ୍‌ରୁ ତାଙ୍କ ନାଁ ହଟାଯାଇଛି। ମଡେଲ କୋଡ ଅଫ କଣ୍ଡକ୍ଟ (MCC) ଉଲ୍ଲଂଘନ ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରୀ…

ଗୁଜୁରାଟରୁ ମୋଦିଙ୍କୁ ବଡ଼ ଚ୍ୟାଲେଞ୍ଜ କଲେ ରାହୁଲ ଗାନ୍ଧୀ, କହିଲେ…

ଗାନ୍ଧୀନଗର,୬।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁଜୁରାଟ ଗସ୍ତରେ ଅଛନ୍ତି। ଶନିବାର ଗୁଜୁରାଟରେ ପହଞ୍ଚି ସେ ବିଧାନସଭା ନିର୍ବାଚନକୁ ନେଇ ବଡ଼ ଚ୍ୟାଲେଞ୍ଜ କରିଛନ୍ତି। ସେ କହିଛନ୍ତି, ଆଗାମୀ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପାକୁ ହରାଇବ। ଭାଜପା ଦେଇଥିବା ଚ୍ୟାଲେଞ୍ଜକୁ ଆମେ…

ରୋହିତ ଶର୍ମାଙ୍କ ଅବସରକୁ ନେଇ ମା’ କଲେ ବଡ଼ ଖୁଲାସା: କହିଲେ ଏମିତି କଥା

ନୂଆଦିଲ୍ଲୀ,୬।୭: ୨୦୨୪ ଟି-୨୦ ବିଶ୍ୱକପ ଜିତିବା ପରେ ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଥିଲେ। କିନ୍ତୁ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠିଛି ଯେ ଯଦି ଭାରତ ବିଶ୍ୱକପ ଜିତି ନ ଥାନ୍ତା, ତେବେ ‘ହିଟମ୍ୟାନ’ କ୍ରିକେଟର ସର୍ଟ…

‘ଏକ ପେଡ୍‌ ମା’ କେ ନାମ୍‌’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ

ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଟିମ୍‌ ଇଣ୍ଡିଆ ପାଇଁ ଏହି ୩ ଖେଳାଳି ଆଜି କରିପାରନ୍ତି ଡେବ୍ୟୁ

ହରାରେ,୬।୭: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ହରାରେଠାରେ ଖେଳାଯିବ। ଟିମ ଇଣ୍ଡିଆ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଶୁବମନ ଗିଲଙ୍କ ଦ୍ୱାରା ଅଧିନାୟକତ୍ୱ ହୋଇଥିବା ଦଳ ତିନିଜଣ ନୂତନ ଖେଳାଳିଙ୍କୁ ଡେବ୍ୟୁ ସୁଯୋଗ ଦେଇପାରେ। ବିରାଟ…

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ…

‘ପ୍ରଧାନମନ୍ତ୍ରୀ-ଶିକ୍ଷାମନ୍ତ୍ରୀ ଅସମ୍ବେଦନଶୀଳ’, ସରକାରଙ୍କୁ ଟାର୍ଗେଟ କଲେ ଜୟରାମ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ପରୀକ୍ଷା ସହିତ ଜଡିତ ଏକ ବଡ ଅପଡେଟ ଆସିଛି। ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ ନିଟ ୟୁଜି କାଉନସିଲିଂକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ନ୍ୟୁଜ ଏଜେନ୍ସି ଏଏନଆଇ ସରକାରୀ ସୂତ୍ରରୁ ଏହି ସୂଚନା ଦେଇଛି।…

ଅକ୍ଷତା ମୂର୍ତ୍ତିଙ୍କ ୪୨ ହଜାର ଟଙ୍କାର ଡ୍ରେସକୁ କାହିଁକି କରାଯାଉଛି ଉପହାସ? ସୁନକଙ୍କ ଭାଷଣ ଅପେକ୍ଷା ଅଧିକ ହେଉଛି ଭାଇରାଲ

ଲଣ୍ଡନ,୬।୭: ବ୍ରଟେନ ସାଧାରଣ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ୧୪ବର୍ଷ ପରେ, ଲେବର ପାର୍ଟି କଞ୍ଜରଭେଟିଭ ପାର୍ଟିକୁ ବହୁ ସଂଖ୍ୟାରେ ପରାସ୍ତ କରି ବିଜୟ ଲାଭ କରିଛି। ଡାଉନିଂ ଷ୍ଟ୍ରିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବାହାରେ…

ପୋଷ୍ଟପୋନ ହେଲା ନିଟ ୟୁଜି କାଉନସେଲିଂ, ଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ୨୦୨୪ର କାଉନସେଲିଂକୁ ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛ। ଏଥିପାଇଁ ଅଲ ଇଣ୍ଡିଆ କୋଟା (ଏଆଇକ୍ୟୁ) ସିଟ କାଉନସେଲିଂ ଶନିବାର ଅର୍ଥାତ୍‌ ୬ଜୁଲାଇରୁ ଆରମ୍ଭ ହେବ। ସେହି ଦିନ ଆରମ୍ଭ ହେବାକୁ ଥିବା NEET UG କାଉନସେଲିଂକୁ…

ଅଗ୍ନିବୀର vs ଯବାନ: ମିଳେ କେତେ ଦରମା, ଶହୀଦ ପରେ ମିଳିଥାଏ କି ସୁବିଧା

ନୂଆଦିଲ୍ଲୀ,୬।୭: ଦେଶରେ ଅଗ୍ନିବୀର ଯୋଜନାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହି ଯୋଜନାକୁ ସରକାର ଦେଶ ପାଇଁ ଲାଭକାରୀ କହୁଥିବାବେଳେ ବିରୋଧୀ ଲଗାତାର ଏହାକୁ ରଦ୍ଦ କରିବାକୁ ଦାବି କରି ଆସୁଛି। ନିର୍ବାଚନ ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri